Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଜାତୀୟ ଖବର»ମୁସଲିମ୍ ୱାର୍ଲଡ୍‌ ଲିଗର ମହାସଚିବଙ୍କ ସହିତ ଆଲୋଚନା କରିଛନ୍ତି ପ୍ରଧାନମନ୍ତ୍ରୀ
ଜାତୀୟ ଖବର

ମୁସଲିମ୍ ୱାର୍ଲଡ୍‌ ଲିଗର ମହାସଚିବଙ୍କ ସହିତ ଆଲୋଚନା କରିଛନ୍ତି ପ୍ରଧାନମନ୍ତ୍ରୀ

July 13, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ମୁସଲିମ୍ ୱାର୍ଲଡ୍‌ ଲିଗର ମହାସଚିବ ଶେଖ୍‌ ଡ. ମହମ୍ମଦ ବିନ୍ ଅବଦୁଲ୍ କରିମ୍ ଅଲ୍‌-ଇସା ଙ୍କ ସହିତ ଆନ୍ତଃ-ଧାର୍ମିକ ଆଲୋଚନା, ଉଗ୍ରପନ୍ଥୀ ବିଚାରର ବିରୋଧ, ବିଶ୍ବ ଶାନ୍ତିର ପ୍ରୋତ୍ସାହନ ତଥା ଭାରତ ଓ ସାଉଦୀ ଆରବ ମଧ୍ୟରେ ସହଭାଗୀତାକୁ ଦୃଢ଼ କରିବା ଉପରେ ଆଲୋଚନା କରିଛନ୍ତି।

ମହାମହିମ ଶେଖ୍‌ ଡା. ମହମ୍ମଦ ବିନ୍ ଅବଦୁଲକରିମ୍ ଅଲ-ଇସା ଙ୍କ ଦ୍ବାରା ବୈଠକ ବିଷୟରେ କରାଯାଇଥିବା ଟ୍ବିଟର ଉତ୍ତରରେ ପ୍ରଧାନମନ୍ତ୍ରୀ ଟ୍ବିଟ୍ କରି କହିଛନ୍ତି ଯେ, ‘‘ମୁସଲିମ୍ ବୋର୍ଡ଼ ଲିଗ ର ମହାସଚିବ ଏବଂ ମୁସଲିମ ବିଦ୍ବାନଙ୍କ ସଙ୍ଗଠନର ଅଧ୍ୟକ୍ଷ ମହାମହିମ ଶେଖ୍‌ ଡା. ମହମ୍ମଦ ବିନ୍ ଅବଦୁଲକରିମ୍ ଅଲ-ଇସା ଙ୍କ ସହିତ ସାକ୍ଷାତ କରି ବହୁତ ପ୍ରସନ୍ନତା ହୋଇଛି। ଆମେ ଆନ୍ତଃ-ଧାର୍ମିକ ଆଲୋଚନା, ଉଗ୍ରପନ୍ଥୀ ବିଚାରର ବିରୋଧ, ବିଶ୍ବ ଶାନ୍ତିକୁ ପ୍ରୋତ୍ସାହନ ତଥା ଭାରତ ଏବଂ ସାଉଦୀ ଆରବ ମଧ୍ୟରେ ସହଭାଗୀତାକୁ ଦୃଢ଼ କରିବା ଉପରେ ବିଚାର ଉପରେ ବ୍ୟାପକ ଆଦାନ ପ୍ରଦାନ କରିଛୁ।’’

ନରେନ୍ଦ୍ର ମୋଦୀ ସାଉଦୀ ଆରବ
Share. Facebook Twitter LinkedIn Email WhatsApp Copy Link

Related Posts

ଦଶମ ପଢିଛନ୍ତି କି?: ଲିଖିତ ପରୀକ୍ଷା ବିନା ଡାକ ବିଭାଗରେ ହେବ ୨୫,୦୦୦ ରୁ ଅଧିକ ନିଯୁକ୍ତି

August 28, 2026

ନେପାଳ ବନ୍ୟା: ମୃତ୍ୟୁ ସଂଖ୍ୟା ୩୮୯ କୁ ବୃଦ୍ଧି, ଏବେ ବି ନିଖୋଜ ୧୪୦୦

August 28, 2026

୧୨ ବର୍ଷ ପୂରଣ କଲା ପ୍ରଧାନମନ୍ତ୍ରୀ ଜନଧନ ଯୋଜନା: ଜମା ରାଶି ୩.୧୭ ଲକ୍ଷ କୋଟି

August 28, 2026

‘ଫୁଟ ଓଭର ବ୍ରିଜ’ ପ୍ରକଳ୍ପରେ ଦୁର୍ନୀତି ଅଭିଯୋଗ: ଭୁବନେଶ୍ଵର ସାଂସଦଙ୍କୁ ଟାର୍ଗେଟ କଲା କଂଗ୍ରେସ

August 28, 2026
Latest News

ଦଶମ ପଢିଛନ୍ତି କି?: ଲିଖିତ ପରୀକ୍ଷା ବିନା ଡାକ ବିଭାଗରେ ହେବ ୨୫,୦୦୦ ରୁ ଅଧିକ ନିଯୁକ୍ତି

August 28, 2026

ନେପାଳ ବନ୍ୟା: ମୃତ୍ୟୁ ସଂଖ୍ୟା ୩୮୯ କୁ ବୃଦ୍ଧି, ଏବେ ବି ନିଖୋଜ ୧୪୦୦

August 28, 2026

୧୨ ବର୍ଷ ପୂରଣ କଲା ପ୍ରଧାନମନ୍ତ୍ରୀ ଜନଧନ ଯୋଜନା: ଜମା ରାଶି ୩.୧୭ ଲକ୍ଷ କୋଟି

August 28, 2026

‘ଫୁଟ ଓଭର ବ୍ରିଜ’ ପ୍ରକଳ୍ପରେ ଦୁର୍ନୀତି ଅଭିଯୋଗ: ଭୁବନେଶ୍ଵର ସାଂସଦଙ୍କୁ ଟାର୍ଗେଟ କଲା କଂଗ୍ରେସ

August 28, 2026

ପରିବହନ ବିଭାଗର ନିଆରା ସଡ଼କ ସୁରକ୍ଷା ଅଭିଯାନ: ସମ୍ମାନିତ ହେଲେ ନିୟମ ମାନୁଥିବା ଗାଡ଼ି ଚାଳକ

August 28, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.