Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଜାତୀୟ ଖବର»ଅର୍ଥମନ୍ତ୍ରୀ ଏବଂ ସେଣ୍ଟ୍ରାଲ ବ୍ୟାଙ୍କ ଗଭର୍ନରଙ୍କ ବୈଠକର ମହିଳା ନେତୃତ୍ୱଙ୍କ ଫଟୋ ସେୟାର କଲେ ପ୍ରଧାନମନ୍ତ୍ରୀ
ଜାତୀୟ ଖବର

ଅର୍ଥମନ୍ତ୍ରୀ ଏବଂ ସେଣ୍ଟ୍ରାଲ ବ୍ୟାଙ୍କ ଗଭର୍ନରଙ୍କ ବୈଠକର ମହିଳା ନେତୃତ୍ୱଙ୍କ ଫଟୋ ସେୟାର କଲେ ପ୍ରଧାନମନ୍ତ୍ରୀ

July 17, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଭାରତ ଅଧ୍ୟକ୍ଷତାରେ ଜି-୨୦ ବୈଠକରେ ଅର୍ଥମନ୍ତ୍ରୀ ଏବଂ ସେଣ୍ଟ୍ରାଲ ବ୍ୟାଙ୍କ ଗଭର୍ନରଙ୍କ ଗାଲା ଡିନରରେ ମହିଳା ଲିଡରଙ୍କ ଫଟୋ ସେୟାର କରିଛନ୍ତି।

Very inspiring click, highlighting the critical role women play in shaping our world's future. https://t.co/h0A2jlbxO9

— Narendra Modi (@narendramodi) July 17, 2023

ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କ ଏକ ଟୁଇଟ୍ ସେୟାର କରି ପ୍ରଧାନମନ୍ତ୍ରୀ ଟୁଇଟ୍ କରି କହିଛନ୍ତି ଯେ, ‘ବେଶ୍ ପ୍ରେରଣାଦାୟକ କ୍ଲିକ୍‌, ଯାହା କି ଦୁନିଆର ଭବିଷ୍ୟତକୁ ଆକାର ଦେବା ପାଇଁ ମହିଳାଙ୍କ ଗୁରୁତ୍ୱପୂର୍ଣ୍ଣ ଭୂମିକାକୁ ଉଜାଗର କରୁଛି।’

ଅର୍ଥମନ୍ତ୍ରୀ ଜି-୨୦ ବୈଠକ ନରେନ୍ଦ୍ର ମୋଦୀ ଭାରତ
Share. Facebook Twitter LinkedIn Email WhatsApp Copy Link

Related Posts

ଅଧା ହେଲା ପିଏମଙ୍କ କାରକେଡ ଗାଡି ସଂଖ୍ୟା

May 13, 2026

ମୁଲାୟମ ସିଂହ ଯାଦବଙ୍କ ସାନ ପୁଅ ପ୍ରତୀକ ଯାଦବଙ୍କ ମୃତ୍ୟୁ

May 13, 2026

ଆଜିଠାରୁ ମହଙ୍ଗା ହେଲା ସୁନା ଓ ରୁପା

May 13, 2026

ଭୟଙ୍କର ସଡ଼କ ଦୁର୍ଘଟଣା: ଜଣେ ମୃତ, ଦୁଇ ଗୁରୁତର

May 13, 2026
Latest News

ଅଧା ହେଲା ପିଏମଙ୍କ କାରକେଡ ଗାଡି ସଂଖ୍ୟା

May 13, 2026

ମୁଲାୟମ ସିଂହ ଯାଦବଙ୍କ ସାନ ପୁଅ ପ୍ରତୀକ ଯାଦବଙ୍କ ମୃତ୍ୟୁ

May 13, 2026

ଆଜିଠାରୁ ମହଙ୍ଗା ହେଲା ସୁନା ଓ ରୁପା

May 13, 2026

ଭୟଙ୍କର ସଡ଼କ ଦୁର୍ଘଟଣା: ଜଣେ ମୃତ, ଦୁଇ ଗୁରୁତର

May 13, 2026

ପ୍ରଥମ ୧୦ ଦିନରେ ଜାମ୍ମୁ-ଶ୍ରୀନଗର ବନ୍ଦେ ଭାରତ ଏକ୍ସପ୍ରେସ୍‌ରେ ଯାତ୍ରା କଲେ ପ୍ରାୟ ୪୫,୦୦୦ ଯାତ୍ରୀ

May 13, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.