Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଜାତୀୟ ଖବର»ସଂସଦରେ ଆସିବାକୁ ଥିବା ଦିଲ୍ଲୀ ସେବା ଆଇନ ବିଲ୍ ପ୍ରସଙ୍ଗରେ ବିଜେଡି କଣ କରିବ ?
ଜାତୀୟ ଖବର

ସଂସଦରେ ଆସିବାକୁ ଥିବା ଦିଲ୍ଲୀ ସେବା ଆଇନ ବିଲ୍ ପ୍ରସଙ୍ଗରେ ବିଜେଡି କଣ କରିବ ?

July 28, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link
ସଂସଦରେ ଆସିବାକୁ ଥିବା ଦିଲ୍ଲୀ ସେବା ଆଇନ ବିଲ୍ ପ୍ରସଙ୍ଗରେ ବିଜେଡି କଣ କରିବ ?

ନୂଆଦିଲ୍ଲୀ: ଆଗାମୀ ସପ୍ତାହରେ ଦିଲ୍ଲୀ ସେବା ଆଇନ ଉପରେ ଓଡ଼ିଶାର ବିଜୁ ଜନତା ଦଳ ଉପଯୁକ୍ତ ସମୟରେ ସଠିକ ନିଷ୍ପତ୍ତି ନେବ ବୋଲି ବିଜେଡିର ରାଜ୍ୟସଭା ସାଂସଦ ଅମର ପଟ୍ଟନାୟକ ସୂଚନା ଦେଇଛନ୍ତି।

କେନ୍ଦ୍ର ସରକାରଙ୍କ ସେବା ନିୟନ୍ତ୍ରଣ ଅଧ୍ୟାଦେଶକୁ ଆଇନରେ ପରିଣତ କରିବା ପାଇଁ ବିଲ୍ ଉପରେ ଦଳ ନିଜର ଆଭିମୁଖ୍ୟ ସ୍ପଷ୍ଟ କରୁନାହିଁ ବୋଲି ପଚରାଯାଇଥିବା ପ୍ରଶ୍ନର ଉତ୍ତରରେ ବିଜୁ ଜନତା ଦଳର ରାଜ୍ୟସଭା ସାଂସଦ ଅମର ପଟ୍ଟନାୟକ କହିଛନ୍ତି ଯେ ଦଳ ଭିତରେ ଆଭ୍ୟନ୍ତରୀଣ ଆଲୋଚନାକୁ ମିଡ଼ିଆ ସମ୍ମୁଖରେ ଆଲୋକପାତ କରାଯାଇପାରିବ ନାହିଁ। ଉପଯୁକ୍ତ ସମୟରେ ଦଳ ଏ ନେଇ ନିଷ୍ପତ୍ତି ନେବ।

ପ୍ରଥମେ ବିଲ୍ ଆଗତ ହେଉ

ପ୍ରଥମେ ଏହି ବିଲ୍ ସଂସଦରେ ଆଗତ କରାଯାଉ। ଓଡ଼ିଶାର ମୁଖ୍ୟମନ୍ତ୍ରୀ ଓ ଆମ ଦଳର ସଭାପତି ଉପଯୁକ୍ତ ସମୟରେ ନିଷ୍ପତ୍ତି ନେଇ ଆଭିମୁଖ୍ୟ ସ୍ପଷ୍ଟ କରିବ ବୋଲି ସାଂସଦ ଶ୍ରୀ ପଟ୍ଟନାୟକ କହିଛନ୍ତି।

କେନ୍ଦ୍ରର ଅଧ୍ୟାଦେଶ ଆଇନରେ ପରିଣତ ହେବ

ଦିଲ୍ଲୀ ସରକାର (ସଂଶୋଧନ) ବିଲ୍ ୨୦୨୩ରେ କେନ୍ଦ୍ରଦ୍ୱାରା ମେ ମାସରେ ଜାରି କରାଯାଇଥିବା ଅଧ୍ୟାଦେଶକୁ ଆଇନରେ ପରିଣତ କରିବାକୁ ଚାହୁଁଛନ୍ତି, ଯେଉଁଥିରେ ଦିଲ୍ଲୀ ବିଧାନସଭାର ଆଇନଗତ କ୍ଷମତାରୁ କେତେକ ସେବାକୁ ବାଦ୍ ଦିଆଯାଇଛି। ଦିଲ୍ଲୀରେ ସେବା ନିୟନ୍ତ୍ରଣ ନେଇ ସୁପ୍ରିମକୋର୍ଟଙ୍କ ରାୟ ପରିପ୍ରେକ୍ଷୀରେ ଏହି ଅଧ୍ୟାଦେଶ ଅଣାଯାଇଛି।

BJD Dr. Amar Patnaik ଡ ଅମର ପଟ୍ଟନାୟକ ଦିଲ୍ଲୀ ସେବା ବିଲ
Share. Facebook Twitter LinkedIn Email WhatsApp Copy Link

Related Posts

NITI Aayog Index 2026: ଦେଶର ଉପଯୁକ୍ତ ବିନିଯୋଗ କ୍ଷେତ୍ରରେ ୫ମ ସ୍ଥାନରେ ଓଡିଶା

July 21, 2026

ଅଗଷ୍ଟ ୧ରୁ MyWAVESରେ ‘ଜେମ୍ସ ଅଫ୍ ଇଣ୍ଡିଆ’ ଚ୍ୟାଲେଞ୍ଜ: ଡିଜିଟାଲ୍ ସୃଷ୍ଟିକର୍ତ୍ତାଙ୍କ ପାଇଁ ସୁଯୋଗ

July 21, 2026

ସିଜେପି ର ପ୍ରତିବାଦକୁ ଦୁର୍ବଳ କରିବା ଲକ୍ଷ୍ୟ: କଂଗ୍ରେସ-ବିଜେପି ଉପରେ ଗୁରୁତର ଅଭିଯୋଗ ଆଣିଲା ଆପ 

July 21, 2026

ନବ ନିର୍ବାଚିତ ସାଂସଦ ଦିଲ୍ଲୀପ ରାୟ ରାଜ୍ୟସଭାରେ ପଚାରିଲେ ପ୍ରଶ୍ନ, ଉତ୍ତର ରଖିଲେ ଅର୍ଥମନ୍ତ୍ରୀ, କହିଲେ..

July 21, 2026
Latest News

NITI Aayog Index 2026: ଦେଶର ଉପଯୁକ୍ତ ବିନିଯୋଗ କ୍ଷେତ୍ରରେ ୫ମ ସ୍ଥାନରେ ଓଡିଶା

July 21, 2026

ଅଗଷ୍ଟ ୧ରୁ MyWAVESରେ ‘ଜେମ୍ସ ଅଫ୍ ଇଣ୍ଡିଆ’ ଚ୍ୟାଲେଞ୍ଜ: ଡିଜିଟାଲ୍ ସୃଷ୍ଟିକର୍ତ୍ତାଙ୍କ ପାଇଁ ସୁଯୋଗ

July 21, 2026

ସିଜେପି ର ପ୍ରତିବାଦକୁ ଦୁର୍ବଳ କରିବା ଲକ୍ଷ୍ୟ: କଂଗ୍ରେସ-ବିଜେପି ଉପରେ ଗୁରୁତର ଅଭିଯୋଗ ଆଣିଲା ଆପ 

July 21, 2026

ନବ ନିର୍ବାଚିତ ସାଂସଦ ଦିଲ୍ଲୀପ ରାୟ ରାଜ୍ୟସଭାରେ ପଚାରିଲେ ପ୍ରଶ୍ନ, ଉତ୍ତର ରଖିଲେ ଅର୍ଥମନ୍ତ୍ରୀ, କହିଲେ..

July 21, 2026

ରାହୁଲ ଏବଂ ପ୍ରିୟଙ୍କା ଅଟକ: ପ୍ରଧାନମନ୍ତ୍ରୀଙ୍କ ବାସଭବନରୁ ଅଖିଳେଶ ଯାଦବଙ୍କୁ ହଟାଇଲା ପୋଲିସ

July 21, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.