Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଜାତୀୟ ଖବର»କର୍ଣ୍ଣାଟକ ମୁଖ୍ୟମନ୍ତ୍ରୀ ସିଦ୍ଧରମେୟା ପ୍ରଧାନମନ୍ତ୍ରୀଙ୍କୁ ଭେଟି କାହିଁକି ଦେଲେ ଉପହାର?
ଜାତୀୟ ଖବର

କର୍ଣ୍ଣାଟକ ମୁଖ୍ୟମନ୍ତ୍ରୀ ସିଦ୍ଧରମେୟା ପ୍ରଧାନମନ୍ତ୍ରୀଙ୍କୁ ଭେଟି କାହିଁକି ଦେଲେ ଉପହାର?

August 4, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link
PMModi
କର୍ଣ୍ଣାଟକ ମୁଖ୍ୟମନ୍ତ୍ରୀ ସିଦ୍ଧରମେୟା ପ୍ରଧାନମନ୍ତ୍ରୀଙ୍କୁ ଭେଟି କାହିଁକି ଦେଲେ ଉପହାର?

ନୂଆଦିଲ୍ଲୀ: ଆଜି କର୍ଣ୍ଣାଟକର ନବନିର୍ବାଚିତ ମୁଖ୍ୟମନ୍ତ୍ରୀ ସିଦ୍ଧରମେୟା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ସାକ୍ଷାତ କରିଛନ୍ତି। ସଂସଦ ଭବନରେ ଆଜି ସକାଳେ ସେ ପ୍ରଧାନମନ୍ତ୍ରୀଙ୍କୁ ସାକ୍ଷାତ କରିଛନ୍ତି। ତେବେ ଏହି ସାକ୍ଷାତ ସମୟରେ ସେ ପ୍ରଧାନ ମନ୍ତ୍ରୀଙ୍କୁ ଏକ କାରୁକାର୍ଯ୍ୟ ଭରା ହସ୍ତକଳାର ମାଳା ପିନ୍ଧାଇଛନ୍ତି। ଏଥିସହିତ ସେ ଏକ ହସ୍ତକଳାର ସ୍ଥାପତ୍ୟ ମଧ୍ୟ ଉପହାର ଦେଇଛନ୍ତି।

ତେବେ ଏହା ଦେବାର କାରଣ ହେଲା ଯେ, ଗତକାଲି ମୁଖ୍ୟମନ୍ତ୍ରୀ ସିଦ୍ଧରମେୟାଙ୍କ ଜନ୍ମଦିନ ଥିଲା। ଏହି ଉପଲକ୍ଷେ ସେ କଂଗ୍ରେସ ସଭାପତିଙ୍କ ସମେତ ପ୍ରଧାନମନ୍ତ୍ରୀ, ପ୍ରତିରକ୍ଷା ମନ୍ତ୍ରୀ, ଅର୍ଥମନ୍ତ୍ରୀ ସହିତ ବହୁ ମନ୍ତ୍ରୀ ଓ ନେତାଙ୍କୁ ଉପହାର ପ୍ରଦାନ କରିଛନ୍ତି। ଏହା ବଦଳରେ ସମସ୍ତେ ସିଦ୍ଧରମେୟାଙ୍କ ଦୀର୍ଘ ଓ ନିରାମୟ ଜୀବନ କାମନା କରିଛନ୍ତି।

pmmodi କର୍ଣ୍ଣାଟକ କର୍ଣ୍ଣାଟକ ମୁଖ୍ୟମନ୍ତ୍ରୀ ସିଦ୍ଧରମେୟା
Share. Facebook Twitter LinkedIn Email WhatsApp Copy Link

Related Posts

ଓଡ଼ିଶା ଫେରିଲା ପୋସ୍କୋ : ଢେଙ୍କାନାଳରେ JSW ସହ ମିଶି ବୃହତ ଷ୍ଟିଲ ପ୍ଲାଣ୍ଟ କରିବ ପୋସ୍କୋ

April 21, 2026

ଯାଜପୁରରେ ୨୫ ଯାଏଁ ସମସ୍ତ ସ୍କୁଲ ଛୁଟି

April 21, 2026

ମୋଟରସାଇକେଲ ଉପରେ ଲାଗିଲା କଡା କଟକଣା: ଜାଣନ୍ତୁ କାରଣ କ’ଣ

April 21, 2026

ବାଣ କାରଖାନାରେ ବିସ୍ଫୋରଣ: ୧୩ ଜଣଙ୍କର ମୃତ୍ୟୁ

April 21, 2026
Latest News

ଓଡ଼ିଶା ଫେରିଲା ପୋସ୍କୋ : ଢେଙ୍କାନାଳରେ JSW ସହ ମିଶି ବୃହତ ଷ୍ଟିଲ ପ୍ଲାଣ୍ଟ କରିବ ପୋସ୍କୋ

April 21, 2026

ଯାଜପୁରରେ ୨୫ ଯାଏଁ ସମସ୍ତ ସ୍କୁଲ ଛୁଟି

April 21, 2026

ମୋଟରସାଇକେଲ ଉପରେ ଲାଗିଲା କଡା କଟକଣା: ଜାଣନ୍ତୁ କାରଣ କ’ଣ

April 21, 2026

ବାଣ କାରଖାନାରେ ବିସ୍ଫୋରଣ: ୧୩ ଜଣଙ୍କର ମୃତ୍ୟୁ

April 21, 2026

ହରମୁଜରେ ଚାଲିଥିବା ଉତ୍ତେଜନା ମଧ୍ୟରେ ରୁଷ ସହିତ ଭାରତ ନେଲା ପଦକ୍ଷେପ!: ଶେଷ ହେବ ତୈଳ ବିବାଦ 

April 21, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.