ନୂଆଦିଲ୍ଲୀ: INDIA ନାମରେ ବିରୋଧୀ ଦଳ ବିରୋଧରେ ଦାଖଲ ହୋଇଥିବା ଆବେଦନ ଶୁଣାଣି କରିବାକୁ ସୁପ୍ରିମକୋର୍ଟ ମନା କରି ଦେଇଛନ୍ତି। ଏଭଳି ମାମଲା ନିର୍ବାଚନ ଆୟୋଗରେ ରଖାଯିବା ଉଚିତ ବୋଲି କୋର୍ଟ କହିଛନ୍ତି। ସୁପ୍ରିମକୋର୍ଟ ଏହି ପ୍ରସଙ୍ଗରେ ସିଧାସଳଖ ଶୁଣାଣି କରିପାରିବେ ନାହିଁ। india ବିରୋଧୀ ମେଣ୍ଟ ସୁପ୍ରିମକୋର୍ଟ
ପୂର୍ବତଟ ରେଳପଥ ଦ୍ୱାରା ଦ୍ୱିତୀୟ ନୀଳାଦ୍ରି କପ୍ ଟି-୨୦ ଆନ୍ତଃବିଭାଗୀୟ କ୍ରିକେଟ୍ ଚାମ୍ପିଅନସିପ୍ ଉଦଯାପିତDecember 22, 2025
ପ୍ରଶଂସନୀୟ କାର୍ଯ୍ୟ ପାଇଁ ପୂର୍ବତଟ ରେଳପଥ ମହାପ୍ରବନ୍ଧକଙ୍କ ଦ୍ୱାରା ସମ୍ମାନିତ ହେଲେ ଆଠ ରେଳ କର୍ମଚାରୀDecember 22, 2025