Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଜାତୀୟ ଖବର»ରାକ୍ଷୀ ପୂର୍ଣ୍ଣିମାରେ ନବୀନ ନିବାସ ମନା, ଜରୁରୀ କାମରେ ବ୍ୟସ୍ତ ରହିବେ ମୁଖ୍ୟମନ୍ତ୍ରୀ
ଜାତୀୟ ଖବର

ରାକ୍ଷୀ ପୂର୍ଣ୍ଣିମାରେ ନବୀନ ନିବାସ ମନା, ଜରୁରୀ କାମରେ ବ୍ୟସ୍ତ ରହିବେ ମୁଖ୍ୟମନ୍ତ୍ରୀ

August 29, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ଆସନ୍ତାକାଲି ରାକ୍ଷୀ ପୂର୍ଣ୍ଣିମା। ଚାରିଆଡେ ରହିବ ଉତ୍ସବ ମୁଖର। ହେଲେ ଆସନ୍ତାକାଲି କୌଣସି ଭଉଣୀ ସମର୍ଥକ ନବୀନ ନିବାସ ଆସିବାକୁ ମନା କରାଯାଇଛି। ଏ ନେଇ ଆଜି ନବୀନ ନିବାସ ତରଫରୁ ସୂଚନା ପ୍ରଦାନ କରାଯାଇଛି। ଏଥିରେ କୁହାଯାଇଛି ଯେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଜରୁରୀ କାର୍ଯ୍ୟରେ ବ୍ୟସ୍ତ ରହିବେ। ସେଥିପାଇଁ ସେ କୌଣସି କାର୍ଯ୍ୟକ୍ରମରେ ଯୋଗ ଦେଇପାରିବେ ନାହିଁ।

ତେବେ ପବିତ୍ର ରାକ୍ଷୀ ପୂର୍ଣ୍ଣିମା ଉପଲକ୍ଷେ ମୁଖ୍ୟମନ୍ତ୍ରୀ ସମସ୍ତଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ପୂର୍ବରୁ କରୋନା ପାଇଁ ନବୀନ ନିବାସ ସଂପୂର୍ଣ୍ଣ ଭାବେ ବନ୍ଦ ରହିଥିଲା। ହୋଲି ହେଉ କିମ୍ବା ରାକ୍ଷୀ କୌଣସି ପର୍ବରେ ନବୀନ ନିବାସ ଯାଇ ମୁଖ୍ୟମନ୍ତ୍ରୀଙ୍କୁ ଭେଟିବା କର୍ମି ନେତାଙ୍କ ମହଲରେ ବେଶ ଆଗ୍ରହ ରହିଥାଏ। ହେଲେ ଚଳିତ ବର୍ଷ ରକ୍ଷା ବନ୍ଧନ ପାଳନ ହେବ ନାହିଁ ବୋଲି ସୂଚନା ଦିଆଯାଇଛି।

RakhsaBandhan ନବୀନ ପଟ୍ଟନାୟକ ମୁଖ୍ୟମନ୍ତ୍ରୀ ରାକ୍ଷୀ ପୂର୍ଣ୍ଣିମା
Share. Facebook Twitter LinkedIn Email WhatsApp Copy Link

Related Posts

ବଦଳିବ ଶ୍ରୀମନ୍ଦିର ଦର୍ଶନ ବ୍ୟବସ୍ଥା

April 16, 2026

ପ୍ରସ୍ତାବିତ ସୀମା ନିର୍ଦ୍ଧାରଣ ପ୍ରକ୍ରିୟାକୁ ନେଇ ରାଜନୈତିକ ଅସ୍ଥିରତା: ଉତ୍ତର ବନାମ ଦକ୍ଷିଣ ବିବାଦ

April 15, 2026

ଏଣିକି ନିଜ ଜିଲ୍ଲାରେ ନିଯୁକ୍ତି ମନା

April 15, 2026

ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ନବୀନ

April 15, 2026
Latest News

ବଦଳିବ ଶ୍ରୀମନ୍ଦିର ଦର୍ଶନ ବ୍ୟବସ୍ଥା

April 16, 2026

ପ୍ରସ୍ତାବିତ ସୀମା ନିର୍ଦ୍ଧାରଣ ପ୍ରକ୍ରିୟାକୁ ନେଇ ରାଜନୈତିକ ଅସ୍ଥିରତା: ଉତ୍ତର ବନାମ ଦକ୍ଷିଣ ବିବାଦ

April 15, 2026

ଏଣିକି ନିଜ ଜିଲ୍ଲାରେ ନିଯୁକ୍ତି ମନା

April 15, 2026

ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ନବୀନ

April 15, 2026

ଉମାମହେଶ୍ବର ଦେବଙ୍କ ପୀଠରେ ଅଷ୍ଟଶମ୍ଭୁ ମିଳନ ମହୋତ୍ସବ

April 15, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.