Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଜାତୀୟ ଖବର»ରାଜଘାଟରେ ଜି20 ଦେଶର ନେତାମାନେ ମହାତ୍ମା ଗାନ୍ଧୀଙ୍କୁ ଦେଲେ ଶ୍ରଦ୍ଧାଞ୍ଜଳି
ଜାତୀୟ ଖବର

ରାଜଘାଟରେ ଜି20 ଦେଶର ନେତାମାନେ ମହାତ୍ମା ଗାନ୍ଧୀଙ୍କୁ ଦେଲେ ଶ୍ରଦ୍ଧାଞ୍ଜଳି

September 10, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link
ରାଜଘାଟରେ ଜି20 ଦେଶର ନେତାମାନେ ମହାତ୍ମା ଗାନ୍ଧୀଙ୍କୁ ଦେଲେ ଶ୍ରଦ୍ଧାଞ୍ଜଳି

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଜି20 ସଦସ୍ୟ ଦେଶର ନେତାମାନଙ୍କ ସହିତ ଆଜି ଐତିହାସିକ ରାଜଘାଟରେ ମହାତ୍ମା ଗାନ୍ଧୀଙ୍କୁ ଶ୍ରଦ୍ଧାଞ୍ଜଳି ପ୍ରଦାନ କରିଛନ୍ତି। ସେମାନେ ଏହି ତଥ୍ୟକୁ ଉପସ୍ଥାପନ କରିଛନ୍ତି ଯେ ଗାନ୍ଧୀଜୀଙ୍କ ଶାଶ୍ବତ ଆଦର୍ଶ ଏକ ସାମଞ୍ଜସ୍ୟପୂର୍ଣ୍ଣ, ସମାବେଶୀ ଏବଂ ସମୃଦ୍ଧ ବିଶ୍ବ ପାଇଁ ଆମ ସାମୁହିକ ଦୃଷ୍ଟିକୋଣର ମାଗଦର୍ଶନ କରିଥାଏ।

ପ୍ରଧାନମନ୍ତ୍ରୀ ଟ୍ବିଟରରେ ପୋଷ୍ଟ କରିଛନ୍ତି-

‘‘ଐତିହାସିକ ରାଜଘାଟରେ, ଜି20 ପରିବାର ଶାନ୍ତି, ସେବା, କରୁଣା ଏବଂ ଅହିଂସାର ପ୍ରତୀକ ମହାତ୍ମା ଗାନ୍ଧୀଙ୍କୁ ଶ୍ରଦ୍ଧାଞ୍ଜଳି ପ୍ରଦାନ କରିଛନ୍ତି।

ଅନେକ ଦେଶ ଏକଜୁଟ ହେବା ସହିତ, ଗାନ୍ଧୀଜିଙ୍କ ଶାଶ୍ବତ ଆଦର୍ଶ ଏକ ସାମଞ୍ଜସ୍ୟପୂର୍ଣ୍ଣ, ସମାବେଶୀ ଏବଂ ସମୃଦ୍ଧ ବିଶ୍ବ ପାଇଁ ଆମର ସାମୁହିକ ଦୃଷ୍ଟିକୋଣର ମାର୍ଗଦର୍ଶନ କରୁଛି।’’

ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ଟ୍ବିଟରରେ ପୋଷ୍ଟ କରିଛନ୍ତି :

‘‘ଜି20 ପରିବାର ବାପୁଙ୍କୁ ଶ୍ରଦ୍ଧାଞ୍ଜଳି ପ୍ରଦାନ କରିଛନ୍ତି। ବିଶ୍ବର ନେତାମାନେ ରାଜଘାଟର ପରିଦର୍ଶନ କରିଛନ୍ତି ଯେଉଁଠାରେ ସେମାନେ ମହାତ୍ମା ଗାନ୍ଧୀଙ୍କ ସମାଧିରେ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି।’’

G20 G20 India ଜି20 ନରେନ୍ଦ୍ରମୋଦି ମହାତ୍ମାଗାନ୍ଧୀ ରାଜଘାଟ
Share. Facebook Twitter LinkedIn Email WhatsApp Copy Link

Related Posts

ରାଜ୍ୟସଭା ନିର୍ବାଚନ ତାତି, ହୁଇପ ଜାରୀ କଲା ବିଜେଡି, ଭୁବନେଶ୍ବର ନ ଛାଡିବାକୁ ନିର୍ଦ୍ଦେଶ

March 11, 2026

ସୋଆ ଆଇବିସିଏସ୍ ପକ୍ଷରୁ ବିଜିନେସ୍ ମେଳା ‘ମାର୍କ-ଆଇଟି’ ଅନୁଷ୍ଠିତ

March 11, 2026

ପ୍ରକାଶ ପାଇଲା ୨୦୨୬ ଆଇପିଏଲ ର କାର୍ଯ୍ୟସୂଚୀ: ପ୍ରଥମ ଦିନରେ RCB ବିରୋଧରେ ଖେଳିବ ଏହି ଦଳ

March 11, 2026

ସ୍ୱାମୀ ଅଭିମୁକ୍ତେଶ୍ୱରାନନ୍ଦଙ୍କ ବଡ଼ ଘୋଷଣା: ୮୧ ଦିନ ପାଇଁ କରିବେ ଉତ୍ତର ପ୍ରଦେଶ ପରିକ୍ରମା

March 11, 2026
Latest News

ମଧ୍ୟପ୍ରାଚ୍ୟରେ ଅଟକିଥିବା ଓଡ଼ିଆମାନଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ

March 12, 2026

ରାଜ୍ୟସଭା ନିର୍ବାଚନ ତାତି, ହୁଇପ ଜାରୀ କଲା ବିଜେଡି, ଭୁବନେଶ୍ବର ନ ଛାଡିବାକୁ ନିର୍ଦ୍ଦେଶ

March 11, 2026

ସୋଆ ଆଇବିସିଏସ୍ ପକ୍ଷରୁ ବିଜିନେସ୍ ମେଳା ‘ମାର୍କ-ଆଇଟି’ ଅନୁଷ୍ଠିତ

March 11, 2026

ପ୍ରକାଶ ପାଇଲା ୨୦୨୬ ଆଇପିଏଲ ର କାର୍ଯ୍ୟସୂଚୀ: ପ୍ରଥମ ଦିନରେ RCB ବିରୋଧରେ ଖେଳିବ ଏହି ଦଳ

March 11, 2026

ସ୍ୱାମୀ ଅଭିମୁକ୍ତେଶ୍ୱରାନନ୍ଦଙ୍କ ବଡ଼ ଘୋଷଣା: ୮୧ ଦିନ ପାଇଁ କରିବେ ଉତ୍ତର ପ୍ରଦେଶ ପରିକ୍ରମା

March 11, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.