Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଜାତୀୟ ଖବର»ବିରାଟ-ରାହୁଲଙ୍କ ଶତକୀୟ ପାଳି, ପାକିସ୍ତାନ ସାମ୍ନାରେ ୩୫୭ ରନ୍‌ର ବଡ଼ ଲକ୍ଷ୍ୟ
ଜାତୀୟ ଖବର

ବିରାଟ-ରାହୁଲଙ୍କ ଶତକୀୟ ପାଳି, ପାକିସ୍ତାନ ସାମ୍ନାରେ ୩୫୭ ରନ୍‌ର ବଡ଼ ଲକ୍ଷ୍ୟ

September 11, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ଏସିଆ କପ-୨୦୨୩ ସୁପର-୪ ରେ ପାକିସ୍ଥାନ ବିପକ୍ଷରେ ଭାରତ ୫୦ ଓଭରରେ ଦୁଇଟି ୱିକେଟ୍ ହରାଇ ୩୫୬ ରନ୍ ସଂଗ୍ରହ କରିଛି। ପାକିସ୍ତାନ ପାଇଁ ୩୫୭ ରନ୍‌ର ଏକ ବଡ଼ ଲକ୍ଷ୍ୟ ରହିଛି। ବିରାଟ କୋହଲି ୯୪ ବଲରେ ୧୨୨ ରନର ଇନିଂସ ଖେଳିଛନ୍ତି। ବିରାଟଙ୍କ ଇନିଂସରେ ୯ ଟି ଚୌକା ଓ ତିନୋଟି ଛକା ଅନ୍ତର୍ଭୁକ୍ତ ହୋଇଥିଲା। କେଏଲ ରାହୁଲ ୧୧୧ ରନ୍ ସଂଗ୍ରହ କରିଥିଲେ। ପାକିସ୍ତାନ ପାଇଁ ଶାଦବ ଏବଂ ଶାହିନ୍ ଆଫ୍ରିଦି ଗୋଟିଏ ଲେଖାଏଁ ୱିକେଟ୍ ନେଇଥିଲେ।

worldcup ଏସିଆ କପ-୨୦୨୩ କେଏଲ ରାହୁଲ ପାକିସ୍ଥାନ ବିରାଟ କୋହଲୀ ସୁପର-୪
Share. Facebook Twitter LinkedIn Email WhatsApp Copy Link

Related Posts

ଶସ୍ତା ହେଲା ବିମାନ ଟିକେଟ୍ !

June 22, 2026

କତାରର ଶକ୍ତି କେନ୍ଦ୍ରରେ ଭୟଙ୍କର ବିସ୍ଫୋରଣ: ୧୩ ମୃତ, ୬୬ ଆହତ; ଭାରତୀୟ ଦୂତାବାସ ଜାରି କଲା ହେଲ୍ପଲାଇନ୍

June 22, 2026

ହ୍ୱାଟ୍ସଆପ୍‌ରେ ଭାରତୀୟ ନେତୃତ୍ୱ! କୁନାଲ ଶାହଙ୍କ ହାତରେ ବିଶ୍ୱର ସବୁଠାରୁ ବଡ଼ ମେସେଜିଂ ପ୍ଲାଟଫର୍ମର ଦାୟିତ୍ୱ

June 22, 2026

‘ଶିକ୍ଷକ ସମାଜ ପ୍ରତି ସରକାରଙ୍କର ବୈମାତୃକ ମନୋଭାବ’: ସମନ୍ୱୟ ସମିତି

June 22, 2026
Latest News

ଶସ୍ତା ହେଲା ବିମାନ ଟିକେଟ୍ !

June 22, 2026

କତାରର ଶକ୍ତି କେନ୍ଦ୍ରରେ ଭୟଙ୍କର ବିସ୍ଫୋରଣ: ୧୩ ମୃତ, ୬୬ ଆହତ; ଭାରତୀୟ ଦୂତାବାସ ଜାରି କଲା ହେଲ୍ପଲାଇନ୍

June 22, 2026

ଏଲ୍-ନିନୋ ଚ୍ୟାଲେଞ୍ଜ ମଧ୍ୟରେ ସତର୍କ ଓଡ଼ିଶା: ବିପର୍ଯ୍ୟୟ ପରିଚାଳନାରେ ବଡ଼ ଯୋଜନା

June 22, 2026

ହ୍ୱାଟ୍ସଆପ୍‌ରେ ଭାରତୀୟ ନେତୃତ୍ୱ! କୁନାଲ ଶାହଙ୍କ ହାତରେ ବିଶ୍ୱର ସବୁଠାରୁ ବଡ଼ ମେସେଜିଂ ପ୍ଲାଟଫର୍ମର ଦାୟିତ୍ୱ

June 22, 2026

‘ଶିକ୍ଷକ ସମାଜ ପ୍ରତି ସରକାରଙ୍କର ବୈମାତୃକ ମନୋଭାବ’: ସମନ୍ୱୟ ସମିତି

June 22, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.