Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଜାତୀୟ ଖବର»ସୁଟିଂରେ ଭାରତକୁ ଆଉ ୨ ଟି ପଦକ, ସିଫ୍ତ କୌର ଜିତିଲେ ସ୍ୱର୍ଣ୍ଣ, ଆଶିଙ୍କୁ ବ୍ରୋଞ୍ଜ
ଜାତୀୟ ଖବର

ସୁଟିଂରେ ଭାରତକୁ ଆଉ ୨ ଟି ପଦକ, ସିଫ୍ତ କୌର ଜିତିଲେ ସ୍ୱର୍ଣ୍ଣ, ଆଶିଙ୍କୁ ବ୍ରୋଞ୍ଜ

September 27, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ଆଜି ଭାରତୀୟ ଦଳ ଏସିଆନ୍ ଗେମ୍ସ-୨୦୨୩ ରେ ଭାରତ ପାଇଁ ଅଧିକ ପଦକ ଜିତିବାକୁ ଚେଷ୍ଟା କରିବ। ଆଜି ବ୍ୟକ୍ତିଗତ ଏବଂ ଟିମ ଇଭେଣ୍ଟରେ ୨ ଟି ସ୍ୱର୍ଣ୍ଣ, ଗୋଟିଏ ରୌପ୍ୟ ଏବଂ ଗୋଟିଏ ବ୍ରୋଞ୍ଜ ପଦକ ଜିତି ଭାରତୀୟ ସୁଟରମାନେ ନିଜର ପ୍ରାଧାନ୍ୟ ବଜାୟ ରଖିଛନ୍ତି। ଟିମ ଇଭେଣ୍ଟରେ ପୂର୍ବରୁ ରୌପ୍ୟ ପଦକ ଜିତିଥିବା ସିଫ୍ତ କୌର ଶର୍ମା ଏବଂ ଆଶି ଚୋକ୍ସି ବ୍ୟକ୍ତିଗତ ଇଭେଣ୍ଟରେ ସ୍ୱର୍ଣ୍ଣ ଓ ବ୍ରୋଞ୍ଜ ପଦକ ଜିତିଛନ୍ତି। ଏପର୍ଯ୍ୟନ୍ତ ଭାରତ ଆଜି ଚାରିଟି ପଦକ ଜିତିଛି। ଭାରତ ଏସିଆନ୍ ଗେମ୍ସରେ ଏପର୍ଯ୍ୟନ୍ତ ମୋଟ ୧୮ ଟି ପଦକ ଜିତିଛି। ଯେଉଁଥିରେ ୫ ଟି ସ୍ୱର୍ଣ୍ଣ ପଦକ ଅଛି।

AsianGames asiangames2023 ରୌପ୍ୟ ପଦକ ସୁଟିଂ ସ୍ୱର୍ଣ୍ଣ
Share. Facebook Twitter LinkedIn Email WhatsApp Copy Link

Related Posts

ଅତିରିକ୍ତ ୩ ଦିନ ପାଇଁ ଖୋଲିବ ସୈନିକ ସ୍କୁଲ୍‌ ନାମଲେଖା କାଉନସେଲିଂ ପୋର୍ଟାଲ

March 28, 2026

ଯୁଦ୍ଧ ମଧ୍ୟରେ ଭାରତ ପାଇଁ ଆଶ୍ବସ୍ତିକର ଖବର: ଜାମନଗରରେ ପହଞ୍ଚିଲା ଏଲପିଜି ଟ୍ୟାଙ୍କର

March 28, 2026

ଆଜିଠାରୁ ୨୦୨୬ ଆଇପିଏଲ: ପ୍ରଥମ ମ୍ୟାଚ୍‌ରେ RCB ବନାମ SRH, ଇତିହାସ ରଚିବେ ଇଶାନ

March 28, 2026

ଦିଲ୍ଲୀ ବିମାନବନ୍ଦରରେ ଇଣ୍ଡିଗୋ ବିମାନର ଜରୁରୀକାଳୀନ ଅବତରଣ

March 28, 2026
Latest News

ଅତିରିକ୍ତ ୩ ଦିନ ପାଇଁ ଖୋଲିବ ସୈନିକ ସ୍କୁଲ୍‌ ନାମଲେଖା କାଉନସେଲିଂ ପୋର୍ଟାଲ

March 28, 2026

ରାଜ୍ୟ ସରକାରଙ୍କ ବଡ଼ ନିଷ୍ପତ୍ତି: ସୁଭଦ୍ରା ଯୋଜନାରେ ନୂତନ ଆବେଦନ ପାଇଁ ଆରମ୍ଭ ହେବ ପଞ୍ଜୀକରଣ

March 28, 2026

ଯୁଦ୍ଧ ମଧ୍ୟରେ ଭାରତ ପାଇଁ ଆଶ୍ବସ୍ତିକର ଖବର: ଜାମନଗରରେ ପହଞ୍ଚିଲା ଏଲପିଜି ଟ୍ୟାଙ୍କର

March 28, 2026

ଆଜିଠାରୁ ୨୦୨୬ ଆଇପିଏଲ: ପ୍ରଥମ ମ୍ୟାଚ୍‌ରେ RCB ବନାମ SRH, ଇତିହାସ ରଚିବେ ଇଶାନ

March 28, 2026

ଦିଲ୍ଲୀ ବିମାନବନ୍ଦରରେ ଇଣ୍ଡିଗୋ ବିମାନର ଜରୁରୀକାଳୀନ ଅବତରଣ

March 28, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.