Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଜାତୀୟ ଖବର»ଓଡିଶାର ନୂଆ ରାଜ୍ୟପାଳ ଭାବେ ନିଯୁକ୍ତି ପରେ କଣ କହିଲେ ରଘୁବର ଦାସ
ଜାତୀୟ ଖବର

ଓଡିଶାର ନୂଆ ରାଜ୍ୟପାଳ ଭାବେ ନିଯୁକ୍ତି ପରେ କଣ କହିଲେ ରଘୁବର ଦାସ

October 19, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link
Raghubar
ଓଡିଶାର ନୂଆ ରାଜ୍ୟପାଳ ଭାବେ ନିଯୁକ୍ତି ପରେ କଣ କହିଲେ ରଘୁବର ଦାସ

ନୂଆଦିଲ୍ଲୀ: ଗତକାଲି ରାତିରେ ଝାଡଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିଜେପିର ବରିଷ୍ଠ ନେତା ରଘୁବର ଦାସଙ୍କୁ ଓଡିଶା ରାଜ୍ୟପାଳ ଭାବେ ନିଯୁକ୍ତି ମିଳିଛି। ଏହା ଜଣାପଡିବା ପରେ ତାଙ୍କ ପରିବାରରେ ବେଶ ଆନନ୍ଦର ଲହରୀ ଖେଳିଯାଇଥିଲା। ରଘୁବର ନିଜ ବାସଭବନରେ ତାଙ୍କ ମାଆଙ୍କ ଆଗରେ ବଡ ଭଉଣୀ ତାଙ୍କୁ ବନ୍ଦାପନା କରିଥିଲେ।

ଏହାପରେ ରଘୁବର କହିଥିଲେ ଯେ, ଜଗନ୍ନାଥଙ୍କ ଦେଶ ଓଡିଶାରେ ମୋତେ ରାଜ୍ୟପାଳ ଭାବେ ନିଯୁକ୍ତି ମିଳିଥିବାରୁ ମୁଁ ବିଶେଷ ଖୁସି। ସେଥିପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, ଗୃହମନ୍ତ୍ରୀ ଅମିତ ସାହା ଏବଂ ବିଜେପି ସଭାପତି ଜେ ପି ନଡ୍ଡାଙ୍କୁ ଧନ୍ୟବାଦ ଅର୍ପଣ କରୁଛି।

Odisha Governor ନୂଆ ରାଜ୍ୟପାଳ ରଘୁବର ଦାସ
Share. Facebook Twitter LinkedIn Email WhatsApp Copy Link

Related Posts

ଅସୁସ୍ଥ ହୋଇପଡିଲେ ମନ୍ତ୍ରୀ ସୁରେଶ ପୂଜାରୀ, ଭୁବନେଶ୍ବର ପରେ ଏବେ ଦିଲ୍ଲୀ ଏମସ୍ କୁ ସ୍ଥାନାନ୍ତରିତ

March 5, 2026

US-Israel vs Iran Conflict: ଦୁବାଇରେ ଫସିରହିଥିବା ଭାରତୀୟ ଯାତ୍ରୀ ସୁରକ୍ଷିତ ଭାବେ ପହଞ୍ଚିଲେ

March 5, 2026

ଆଜି ଶ୍ରୀମନ୍ଦିରରେ ବନକ ଲାଗି ନୀତି: ସନ୍ଧ୍ୟା ୬ଟାରୁ ରାତି ୧୦ଟା ଯାଏଁ ସର୍ବସାଧାରଣ ଦର୍ଶନ ବନ୍ଦ

March 5, 2026

ଆଜିଠାରୁ ଟୋରଣ୍ଟୋ, ଫ୍ରାଙ୍କଫର୍ଟ ଏବଂ ପ୍ୟାରିସକୁ ଅତିରିକ୍ତ କ୍ଷମତା ବିଶିଷ୍ଟ ବିମାନ ଚଳାଚଳ: ଏୟାର ଇଣ୍ଡିଆ

March 5, 2026
Latest News

ଅସୁସ୍ଥ ହୋଇପଡିଲେ ମନ୍ତ୍ରୀ ସୁରେଶ ପୂଜାରୀ, ଭୁବନେଶ୍ବର ପରେ ଏବେ ଦିଲ୍ଲୀ ଏମସ୍ କୁ ସ୍ଥାନାନ୍ତରିତ

March 5, 2026

US-Israel vs Iran Conflict: ଦୁବାଇରେ ଫସିରହିଥିବା ଭାରତୀୟ ଯାତ୍ରୀ ସୁରକ୍ଷିତ ଭାବେ ପହଞ୍ଚିଲେ

March 5, 2026

ଆଜି ଶ୍ରୀମନ୍ଦିରରେ ବନକ ଲାଗି ନୀତି: ସନ୍ଧ୍ୟା ୬ଟାରୁ ରାତି ୧୦ଟା ଯାଏଁ ସର୍ବସାଧାରଣ ଦର୍ଶନ ବନ୍ଦ

March 5, 2026

ଆଜିଠାରୁ ଟୋରଣ୍ଟୋ, ଫ୍ରାଙ୍କଫର୍ଟ ଏବଂ ପ୍ୟାରିସକୁ ଅତିରିକ୍ତ କ୍ଷମତା ବିଶିଷ୍ଟ ବିମାନ ଚଳାଚଳ: ଏୟାର ଇଣ୍ଡିଆ

March 5, 2026

ବିପୁଳ ପରିମାଣର ଅପମିଶ୍ରିତ ଘିଅ ଜବତ: ଡାଏରୀ ମାଲିକ ଗିରଫ

March 5, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.