Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଜାତୀୟ ଖବର»ରାଜସ୍ଥାନରେ ପ୍ରାର୍ଥୀ ତାଲିକା ଜାରି କଲା କଂଗ୍ରେସ, ୩୩ ପ୍ରାର୍ଥୀଙ୍କୁ ମିଳିଲା ଟିକେଟ୍, ପଢନ୍ତୁ ତାଲିକା
ଜାତୀୟ ଖବର

ରାଜସ୍ଥାନରେ ପ୍ରାର୍ଥୀ ତାଲିକା ଜାରି କଲା କଂଗ୍ରେସ, ୩୩ ପ୍ରାର୍ଥୀଙ୍କୁ ମିଳିଲା ଟିକେଟ୍, ପଢନ୍ତୁ ତାଲିକା

October 21, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ରାଜସ୍ଥାନ ବିଧାନସଭା ନିର୍ବାଚନ ୨୦୨୩ ପାଇଁ ବିଜେପିର ଦ୍ୱିତୀୟ ତାଲିକା ସହିତ କଂଗ୍ରେସ ମଧ୍ୟ ପ୍ରଥମ ପ୍ରାର୍ଥୀ ତାଲିକା ପ୍ରକାଶ କରିଛି। ଏହି ତାଲିକାରେ ମୋଟ ୩୩ ଟି ନାମ ଘୋଷଣା କରାଯାଇଛି ଯେଉଁଥିରେ ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟଙ୍କୁ ସର୍ଦ୍ଦାରପୁରରୁ ଟିକେଟ ଦିଆଯାଇଛି। ଏଥି ସହିତ ସଚିନ ପାଇଲଟ ପୁଣିଥରେ ଟୋଙ୍କରୁ ନିର୍ବାଚନ ଲଢେଇରେ ପ୍ରବେଶ କରିଛନ୍ତି। ଲକ୍ଷ୍ମଣଗଡରୁ ରାଜ୍ୟ ସଭାପତି ଗୋବିନ୍ଦ ସିଂ ଡୋଟାସରାଙ୍କୁ ପ୍ରାର୍ଥୀ କରାଯାଇଛି। ଏହା ବ୍ୟତୀତ ସିପି ଯୋଶୀ ନାଥଦ୍ଵାରାରୁ ଟିକେଟ ପାଇଛନ୍ତି।

ଏହିପରି କଂଗ୍ରେସ ଆଜି ପ୍ରଥମ ତାଲିକାରେ ୩୩ ଜଣଙ୍କ ନାମ ଘୋଷଣା କରିଛନ୍ତି। ପଢନ୍ତୁ ସଂପୂର୍ଣ୍ଣ ତାଲିକା….

କଂଗ୍ରେସ ବିଜେପି ବିଧାନସଭା ନିର୍ବାଚନ ରାଜସ୍ଥାନ
Share. Facebook Twitter LinkedIn Email WhatsApp Copy Link

Related Posts

କଟକ ଏସସିବି ଅଗ୍ନିକାଣ୍ଡ ଘଟଣାରେ ଦୁଃଖ ପ୍ରକାଶ କଲେ ନବୀନ ପଟ୍ଟନାୟକ, କହିଲେ….

March 16, 2026

ଆଫଗାନିସ୍ତାନ ଉପରେ ପାକିସ୍ତାନୀର ବିମାନ ଆକ୍ରମଣ: କଡ଼ା ନିନ୍ଦା କଲା ଭାରତ

March 16, 2026

ଓଡ଼ିଶା ଓମେନ୍ ଇନ୍ ମିଡିଆର ବୃତ୍ତିଗତ ଦାୟିତ୍ୱ ଓ ବ୍ୟକ୍ତିଗତ ସୁଖର ସନ୍ତୁଳନ ଉପରେ ଆଲୋଚନା

March 16, 2026

ମମତା ବାନାର୍ଜୀ ବିଜୟର ହ୍ୟାଟ୍ରିକ୍ ମାରିବେ, ନା ପ୍ରଥମ ଥର ପାଇଁ ପଦ୍ମ ଫୁଟିବ?: ଜାଣନ୍ତୁ ସର୍ଭେ

March 16, 2026
Latest News

କଟକ ଏସସିବି ଅଗ୍ନିକାଣ୍ଡ ଘଟଣାରେ ଦୁଃଖ ପ୍ରକାଶ କଲେ ନବୀନ ପଟ୍ଟନାୟକ, କହିଲେ….

March 16, 2026

କଟକ ମେଡିକାଲ ଅଗ୍ନିକାଣ୍ଡ ଘଟଣା, ମୃତକଙ୍କ ପରିବାର ବର୍ଗଙ୍କୁ ୨୫ ଲକ୍ଷ ଟଙ୍କା ଅନୁକମ୍ପା ରାଶି ଘୋଷଣା

March 16, 2026

କଟକ ମେଡିକାଲରେ ଭୟଙ୍କର ଅଗ୍ନିକାଣ୍ଡ, ୧୦ ମୃତ, ସଂଖ୍ୟା ବଢିବା ଆଶଙ୍କା

March 16, 2026

ଆଫଗାନିସ୍ତାନ ଉପରେ ପାକିସ୍ତାନୀର ବିମାନ ଆକ୍ରମଣ: କଡ଼ା ନିନ୍ଦା କଲା ଭାରତ

March 16, 2026

ଓଡ଼ିଶା ଓମେନ୍ ଇନ୍ ମିଡିଆର ବୃତ୍ତିଗତ ଦାୟିତ୍ୱ ଓ ବ୍ୟକ୍ତିଗତ ସୁଖର ସନ୍ତୁଳନ ଉପରେ ଆଲୋଚନା

March 16, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.