Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଜାତୀୟ ଖବର»ନବନିଯୁକ୍ତ ରାଜ୍ୟପାଳଙ୍କୁ ସାକ୍ଷାତ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ଆସନ୍ତାକାଲି ଶପଥ
ଜାତୀୟ ଖବର

ନବନିଯୁକ୍ତ ରାଜ୍ୟପାଳଙ୍କୁ ସାକ୍ଷାତ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ଆସନ୍ତାକାଲି ଶପଥ

October 30, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link
ନବନିଯୁକ୍ତ ରାଜ୍ୟପାଳଙ୍କୁ ସାକ୍ଷାତ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ଆସନ୍ତାକାଲି ଶପଥ

ଭୁବନେଶ୍ବର: ଆଜି ନବନିଯୁକ୍ତ ରାଜ୍ୟପାଳ ରଘୁବର ଦାସଙ୍କୁ ସାକ୍ଷାତ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଆଜି ସେ ଭୁବନେଶ୍ବରର ରାଜଭବନରେ ପହଞ୍ଚିବା ପରେ ତାଙ୍କୁ ମୁଖ୍ୟମନ୍ତ୍ରୀ ସାକ୍ଷାତ କରି ସ୍ବାଗତ କରିଥିଲେ। ତାଙ୍କ ସହିତ 5ଟି ଓ ନବୀନ ଓଡିଶାର ଅଧ୍ୟକ୍ଷ ଭି କେ ପାଣ୍ଡିଆନ ମଧ୍ୟ ରଘୁବରଙ୍କୁ ସାକ୍ଷାତ କରିଥିଲେ।

ଏହାପରେ ଓଡିଶା ବିଧାନସଭା ବାଚସ୍ପତି ପ୍ରମିଳା ମଲ୍ଲିକ ମଧ୍ୟ ନବନିଯୁକ୍ତ ରାଜ୍ୟପାଳଙ୍କୁ ସାକ୍ଷାତ କରିଛନ୍ତି। ତାଙ୍କ ପରେ କେତେକ ବିଶିଷ୍ଠ ବ୍ୟକ୍ତି ମଧ୍ୟ ନବନିଯୁକ୍ ରାଜ୍ୟପାଳଙ୍କୁ ଅଭିନନ୍ଦନ ଜଣାଇଛନ୍ତି। ଆସନ୍ତାକାଲି ସେ ପ୍ରଭୃ ଲିଙ୍ଗରାଜଙ୍କୁ ଦର୍ଶନ କରିବା ପରେ ଦିନ 11ଟା 45 ରେ ଶପଥ ଗ୍ରହଣ କରିବେ।

ନବୀନ ପଟ୍ଟନାୟକ ନୂଆ ରାଜ୍ୟପାଳ ରଘୁବର ଦାସ
Share. Facebook Twitter LinkedIn Email WhatsApp Copy Link

Related Posts

ଓମ୍ଫେଡ୍ ମୁଖ୍ୟାଳୟରେ କେନ୍ଦ୍ର ସମବାୟ ସଚିବ: କେନ୍ଦ୍ରୀୟ ସହାୟତା ଯୋଗାଇଦେବାକୁ ପ୍ରତିଶୃତି

February 12, 2026

“ମୁଁ ପ୍ରଧାନମନ୍ତ୍ରୀଙ୍କ କ୍ୟାରିଅରକୁ ନଷ୍ଟ କରିବାକୁ ଚାହୁଁନାହିଁ:” ଟ୍ରମ୍ପଙ୍କ ଭାଇରାଲ ଭିଡିଓ ଉପରେ MEAର ପ୍ରତିକ୍ରିୟା

February 12, 2026

ଏଣିକି ସମବାୟ କ୍ଷେତ୍ରରେ ମହିଳାଙ୍କୁ ଦିଆଯିବ ଗୁରୁତ୍ବ, କେନ୍ଦ୍ର ସଚିବଙ୍କ ସହିତ ମୁଖ୍ୟ ଶାସନ ସଚିବଙ୍କ ବୈଠକ

February 12, 2026

ପଞ୍ଜାବରେ ଅପରେସନ ଲୋଟସ୍!: ବିଜେପିରେ ଯୋଗଦେବା ପାଇଁ ଆପ ବିଧାୟକଙ୍କୁ ପ୍ରଲୋଭନ ଅଭିଯୋଗ

February 12, 2026
Latest News

ଓମ୍ଫେଡ୍ ମୁଖ୍ୟାଳୟରେ କେନ୍ଦ୍ର ସମବାୟ ସଚିବ: କେନ୍ଦ୍ରୀୟ ସହାୟତା ଯୋଗାଇଦେବାକୁ ପ୍ରତିଶୃତି

February 12, 2026

“ମୁଁ ପ୍ରଧାନମନ୍ତ୍ରୀଙ୍କ କ୍ୟାରିଅରକୁ ନଷ୍ଟ କରିବାକୁ ଚାହୁଁନାହିଁ:” ଟ୍ରମ୍ପଙ୍କ ଭାଇରାଲ ଭିଡିଓ ଉପରେ MEAର ପ୍ରତିକ୍ରିୟା

February 12, 2026

ଏଣିକି ସମବାୟ କ୍ଷେତ୍ରରେ ମହିଳାଙ୍କୁ ଦିଆଯିବ ଗୁରୁତ୍ବ, କେନ୍ଦ୍ର ସଚିବଙ୍କ ସହିତ ମୁଖ୍ୟ ଶାସନ ସଚିବଙ୍କ ବୈଠକ

February 12, 2026

ପଞ୍ଜାବରେ ଅପରେସନ ଲୋଟସ୍!: ବିଜେପିରେ ଯୋଗଦେବା ପାଇଁ ଆପ ବିଧାୟକଙ୍କୁ ପ୍ରଲୋଭନ ଅଭିଯୋଗ

February 12, 2026

ରଙ୍କନାଥ ଦେବଙ୍କ ପୀଠରେ ହନୁମାନ ଚାଳିଶା ଯଜ୍ଞ: ମନ୍ଦିର ଉନ୍ନୟନ ପ୍ରକଳ୍ପ ଉଦଘାଟନ କରିବେ ଆଇନ ମନ୍ତ୍ରୀ

February 12, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.