ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଓଡ଼ିଶାର ରାଜ୍ୟପାଳ ରଘୁବର ଦାସ ସାକ୍ଷାତ କରିଛନ୍ତି। ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ଏକ୍ସରେ ପୋଷ୍ଟ କରିଛି; ଓଡ଼ିଶାର ରାଜ୍ୟପାଳ ରଘୁବର ଦାସ ପ୍ରଧାନମନ୍ତ୍ରୀ ନେରନ୍ଦ୍ର ମୋଦୀଙ୍କୁ ସାକ୍ଷାତ କରିଛନ୍ତି। ଓଡିଶା ଓଡିଶା ରାଜ୍ୟପାଳ ନରେନ୍ଦ୍ର ମୋଦୀ ରଘୁବର ଦାସ
ଆୟୁଷ୍ମାନ କାର୍ଡରେ ଚିକିତ୍ସା ପାଇଁ ମନା କରୁଛି କି ହସ୍ପିଟାଲ?,ତେବେ କେଉଁଠି କରିବେ ଅଭିଯୋଗ? ଜାଣନ୍ତୁSeptember 8, 2025