Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଜାତୀୟ ଖବର»ବଙ୍ଗୋପସାଗରରେ ଧିରେଧିରେ ବଳିଷ୍ଠ ହେଉଛି ଅବପାତ, ହୋଇପାରେ ବାତ୍ୟା !!
ଜାତୀୟ ଖବର

ବଙ୍ଗୋପସାଗରରେ ଧିରେଧିରେ ବଳିଷ୍ଠ ହେଉଛି ଅବପାତ, ହୋଇପାରେ ବାତ୍ୟା !!

November 15, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link
Lowpressure

ଭୁବନେଶ୍ବର: ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ସଦୃଶ୍ୟ ଅବପାତ ଧିରେ ଧିରେ ବଳିଷ୍ଠ ହେବାରେ ଲାଗିଛି। ଏହାଦ୍ବାରା ପରବର୍ତ୍ତି ସମୟରେ ଏହା ବାତ୍ୟା ସମ୍ଭାବନାକୁ ଏଡାଇ ଦେଇ ହେବ ନାହିଁ। ତେବେ ବାତ୍ୟା ସମ୍ଭାବନା ନେଇ ପାଣିପାଗ ବିଭାଗ ତରଫରୁ କୌଣସି ସୂଚନା ନ ଥିଲେ ମଧ୍ୟ ପାଣିପାଗ ବିଶେଷଜ୍ଞ ଏହାକୁ ଏଡାଇ ଯାଇ ନାହାଁନ୍ତି।

ପାଣିପାଗ ବିଭାଗ ସୂଚନା ଅନୁସାରେ ବଙ୍ଗୋପସାଗରରେ ସୃଷ୍ଟି ଲଘୁଚାପ ଅବପାତକୁ ରୂପାନ୍ତରିତ ହୋଇଛି। ଏହା ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ଧିରେଧିରେ ଘନିଭୂତ ହେବାରେ ଲାଗିଛି। ଏହାଦ୍ବାରା ଆସନ୍ତାକାଲି 11 ଜିଲ୍ଲାରେ ବର୍ଷା ହେବାର ସମ୍ଭାବନା ରହିଛି। ସେହିପରି ଶୁକ୍ରବାର ଦିନ ମଧ୍ୟ 7 ଟି ଜିଲ୍ଲାରେ ବର୍ଷା ହେବ ବୋଲି ପାଣିପାଗ ବିଭାଗ ତରଫରୁ କୁହାଯାଇଛି।

ଆସନ୍ତାକାଲି 11 ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବାରୁ ସେହି ଜିଲ୍ଲାଗୁଡିକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଏହି ଜିଲ୍ଲାଗୁଡିକ ହେଲା ପୁରୀ ,କେନ୍ଦ୍ରାପଡ଼ା,କଟକ, ଖୋର୍ଦ୍ଧା, ଜଗତସିଂହପୁର, ଭଦ୍ରକ ଓ ବାଲେଶ୍ୱର, ମାଲକାନାଗିରି, କୋରାପୁଟ, ରାୟଗଡା,ଗଜପତି ଏବଂ କନ୍ଧମାଳ।

lowpressure ଅବପାତ ଗଭୀର ଅବପାତ ଲଘୁଚାପ
Share. Facebook Twitter LinkedIn Email WhatsApp Copy Link

Related Posts

‘ଶିକ୍ଷକ ସମାଜ ପ୍ରତି ସରକାରଙ୍କର ବୈମାତୃକ ମନୋଭାବ’: ସମନ୍ୱୟ ସମିତି

June 22, 2026

ପୂର୍ବତଟ ରେଳପଥରେ ୨୭୦ କୋଟି ବ୍ୟୟର କବଚ୍ ସ୍ଥାପନକୁ ଭାରତୀୟ ରେଳବାଇର ମଞ୍ଜୁରୀ

June 22, 2026

ସୋଆରେ ଦ୍ୱାଦଶ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026

ଭାରତୀୟ ରେଳବାଇ ଦ୍ୱାରା ସ୍ପେଶାଲ୍ ଟ୍ରେନର ସେବା ଅବଧି ବୃଦ୍ଧି

June 22, 2026
Latest News

‘ଶିକ୍ଷକ ସମାଜ ପ୍ରତି ସରକାରଙ୍କର ବୈମାତୃକ ମନୋଭାବ’: ସମନ୍ୱୟ ସମିତି

June 22, 2026

ପୂର୍ବତଟ ରେଳପଥରେ ୨୭୦ କୋଟି ବ୍ୟୟର କବଚ୍ ସ୍ଥାପନକୁ ଭାରତୀୟ ରେଳବାଇର ମଞ୍ଜୁରୀ

June 22, 2026

ସୋଆରେ ଦ୍ୱାଦଶ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026

ଭାରତୀୟ ରେଳବାଇ ଦ୍ୱାରା ସ୍ପେଶାଲ୍ ଟ୍ରେନର ସେବା ଅବଧି ବୃଦ୍ଧି

June 22, 2026

ଗଜପତିର ପ୍ରବାସୀ ଶ୍ରମିକଙ୍କ ମରଶରୀରକୁ ଆଣିବା ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ବ୍ରହ୍ମପୁର ସାଂସଦ

June 22, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.