Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଜାତୀୟ ଖବର»ଆଜି ‘ଉତ୍ତରାଖଣ୍ଡ ବିଶ୍ୱ ନିବେଶକ ସମ୍ମିଳନୀ ୨୦୨୩’କୁ ଉଦଘାଟନ କରିବେ ପ୍ରଧାନମନ୍ତ୍ରୀ
ଜାତୀୟ ଖବର

ଆଜି ‘ଉତ୍ତରାଖଣ୍ଡ ବିଶ୍ୱ ନିବେଶକ ସମ୍ମିଳନୀ ୨୦୨୩’କୁ ଉଦଘାଟନ କରିବେ ପ୍ରଧାନମନ୍ତ୍ରୀ

December 8, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ଉତ୍ତରାଖଣ୍ଡର ଡେରାଡୁନ୍ ଗସ୍ତ କରିବେ। ପୂର୍ବାହ୍ନ ପ୍ରାୟ ସାଢ଼େ ୧୦ଟାରେ ଡେରାଡୁନର ଫରେଷ୍ଟ ରିସର୍ଚ୍ଚ ଇନଷ୍ଟିଚ୍ୟୁଟରେ ଆୟୋଜିତ ‘ଉତ୍ତରାଖଣ୍ଡ ଗ୍ଲୋବାଲ ଇନଭେଷ୍ଟର୍ସ ସମିଟ୍ ୨୦୨୩’କୁ ସେ ଉଦ୍ ଘାଟନ କରିବେ। ଏହି ଅବସରରେ ପ୍ରଧାନମନ୍ତ୍ରୀ ସମାବେଶକୁ ସମ୍ବୋଧିତ କରିବେ।

‘ଉତ୍ତରାଖଣ୍ଡ ଗ୍ଲୋବାଲ ଇନଭେଷ୍ଟର୍ସ ସମିଟ୍ ୨୦୨୩’ ହେଉଛି ଉତ୍ତରାଖଣ୍ଡକୁ ଏକ ନୂତନ ନିବେଶ ସ୍ଥଳ ଭାବରେ ପ୍ରତିଷ୍ଠା କରିବା ଦିଗରେ ଏକ ପଦକ୍ଷେପ । ଡିସେମ୍ବର ୮ ଓ ୯ ତାରିଖରେ ‘ସମୃଦ୍ଧି ପାଇଁ ଶାନ୍ତି’ ଶୀର୍ଷକରେ ଏହି ଦୁଇ ଦିନିଆ ଶିଖର ସମ୍ମିଳନୀ ଅନୁଷ୍ଠିତ ହେଉଛି।

ଏହି ସମ୍ମିଳନୀରେ ବିଶ୍ୱର ହଜାର ହଜାର ନିବେଶକ ଓ ପ୍ରତିନିଧି ଯୋଗଦେବେ । ଏଥିରେ କେନ୍ଦ୍ରମନ୍ତ୍ରୀ, ବିଭିନ୍ନ ଦେଶର ରାଷ୍ଟ୍ରଦୂତଙ୍କ ସମେତ ଅଗ୍ରଣୀ ଶିଳ୍ପପତିମାନେ ଅଂଶଗ୍ରହଣ କରିବେ ।

ଉତ୍ତରାଖଣ୍ଡ ନରେନ୍ଦ୍ର ମୋଦୀ ବିଶ୍ୱ ନିବେଶକ ସମ୍ମିଳନୀ ଶିଖର ସମ୍ମିଳନୀ ସମୃଦ୍ଧି ପାଇଁ ଶାନ୍ତି
Share. Facebook Twitter LinkedIn Email WhatsApp Copy Link

Related Posts

ନଦୀରେ ବୁଡ଼ି ୨ ଭାଇ ମୃତ

October 10, 2026

ଜଳବିଭାଜିକା ପ୍ରକଳ୍ପ ନିର୍ଦ୍ଦେଶକ ଗିରଫ, ଆୟଠାରୁ ୨୦୪% ଅଧିକ ସମ୍ପତ୍ତି

October 10, 2026

ଦିଲ୍ଲୀରେ CJP ପ୍ରତିବାଦ: ବିପଦରେ ୧୫ ଲକ୍ଷ ବ୍ୟବସାୟୀ, ୨ ହଜାର କୋଟି କ୍ଷତି ଆକଳନ

October 10, 2026

ଫ୍ଲାଏଦୁବାଇ ବିମାନରେ ଆକ୍ରମଣ ଘଟଣାରେ ଏନଆଇଏର ତଦନ୍ତ ଆରମ୍ଭ

October 10, 2026
Latest News

ନଦୀରେ ବୁଡ଼ି ୨ ଭାଇ ମୃତ

October 10, 2026

ଜଳବିଭାଜିକା ପ୍ରକଳ୍ପ ନିର୍ଦ୍ଦେଶକ ଗିରଫ, ଆୟଠାରୁ ୨୦୪% ଅଧିକ ସମ୍ପତ୍ତି

October 10, 2026

ମୃତ୍ୟୁର ମାସକ ପରେ ମାଟି ତଳୁ କଢ଼ା ହେଲା ଶବ

October 10, 2026

ଦିଲ୍ଲୀରେ CJP ପ୍ରତିବାଦ: ବିପଦରେ ୧୫ ଲକ୍ଷ ବ୍ୟବସାୟୀ, ୨ ହଜାର କୋଟି କ୍ଷତି ଆକଳନ

October 10, 2026

ଫ୍ଲାଏଦୁବାଇ ବିମାନରେ ଆକ୍ରମଣ ଘଟଣାରେ ଏନଆଇଏର ତଦନ୍ତ ଆରମ୍ଭ

October 10, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.