Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଜାତୀୟ ଖବର»କ୍ୟାବିନେଟ ନିଷ୍ପତି: ଓଡିଶା ସିଭିଲ ସେବା ପରୀକ୍ଷା ବୟସ ବଢିଲା, ଆସିବ ୨୦୦ଟି ଇଲେଟ୍ରିକ ବସ
ଜାତୀୟ ଖବର

କ୍ୟାବିନେଟ ନିଷ୍ପତି: ଓଡିଶା ସିଭିଲ ସେବା ପରୀକ୍ଷା ବୟସ ବଢିଲା, ଆସିବ ୨୦୦ଟି ଇଲେଟ୍ରିକ ବସ

December 30, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link
କ୍ୟାବିନେଟ ନିଷ୍ପତି: ଓଡିଶା ସିଭିଲ ସେବା ପରୀକ୍ଷା ବୟସ ବଢିଲା, ଆସିବ ୨୦୦ଟି ଇଲେଟ୍ରିକ ବସ

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅଧ୍ୟକ୍ଷତା ବସିଥିବା ଚଳିତ ବର୍ଷର ଶେଷ କ୍ୟାବିନେଟ୍‌ ବୈଠକରେ ୧୦ ବିଭାଗର ୧୩ଟି ପ୍ରସ୍ତାବ ଉପରେ ମୋହର ବାଜିଛି। କ୍ୟାବିନେଟ୍‌ ନିଷ୍ପତ୍ତି ଅନୁସାରେ ଓଡ଼ିଶା ସିଭିଲ ସର୍ଭିସ ପରୀକ୍ଷା ପାଇଁ ବୟସ ସୀମା ବୃଦ୍ଧି କରାଯାଇଛି।

ପୂର୍ବରୁ ଏହି ପରୀକ୍ଷା ପାଇଁ ବୟସ ସୀମା ୩୨ ବର୍ଷ ଥିଲା। ଏବେ ଏହାକୁ ୬ ବର୍ଷ ବୃଦ୍ଧି କରାଯାଇଛି। ଅର୍ଥାତ ପ୍ରାର୍ଥୀମାନେ ଆଗାମୀ ଦିନରେ ୩୮ ବର୍ଷ ବୟସ ପର୍ଯ୍ୟନ୍ତ ସଭିଲ ସର୍ଭିସ ପରୀକ୍ଷା ଦେଇପାରିବେ।ସେହିପରି ଅନ୍ୟ ଯେଉଁ ସବୁ ନିଷ୍ପତି ଗ୍ରହଣ କରାଯାଇଛି ତାହା ହେଲା

୧- ପବ୍ଲିକ ହେଲଥ ଫାଉଣ୍ଡେସନ ଅଫ୍ ଇଣ୍ଡିଆକୁ ଜମି ଅନୁମୋଦନ ଦେଇଛନ୍ତି ରାଜ୍ୟ ସରକାର।ଭୁବନେଶ୍ବର ନିକଟରେ ୫ ଏକର ଜମି ବିନା ପ୍ରିୟମିୟମରେ ଦିଆଯିବ।

୨- ରାଜ୍ୟର ଗମନା ଗମନକୁ ଆହୁରି ସୁଗମ କରିବାକୁ ରାଜ୍ୟ ସରକାର ପୁଣି ୨୦୦ଟି ଇଲେକ୍ଟିକ୍ ବସ ଚଳାଇବା ନେଇ କ୍ୟାବିନେଟରେ ପ୍ରସ୍ତାବ ପାରିତ ହୋଇଛି। ଏହି ବସ୍ ଗୁଡିକ ଭୁବନେଶ୍ୱର ସମେତ ଅନ୍ୟ କିଛି ଜିଲ୍ଲାରେ ଗଡିବ।

୪- ରାଜ୍ୟ ସରକାର ନଗର ଉନ୍ନୟନ ବିଭାଗରେ ୩୬୫ଟି ଜୁନିଅର ଇଞ୍ଜିନିୟର ପଦବି ସୃଷ୍ଟି କରିଛନ୍ତି।

୫-ଏଥି ସହିତ ସହରାଞ୍ଚଳରେ ଏଲଇଡି ଲାଇଟ୍ ପାଇଁ ୧୧୨ କୋଟି ୧୮ ଲକ୍ଷ ଟଙ୍କା ଅନୁମୋଦନ ଦେଇଛନ୍ତି ।

Odisha Cabinet Meeting ଓଡିଶା ସିଭିଲ ସର୍ଭିସ ପରୀକ୍ଷା କ୍ୟାବିନେଟ ରାଜ୍ୟ କ୍ୟାବିନେଟ ରାଜ୍ୟ କ୍ୟାବିନେଟ ବୈଠକ ସିଭିଲ ସର୍ଭିସ ପରୀକ୍ଷା
Share. Facebook Twitter LinkedIn Email WhatsApp Copy Link

Related Posts

ଏବେ ଦୁବାଇରୁ ଆସିବ ବିଦ୍ୟୁତ୍: ସମୁଦ୍ର ତଳେ ବିଛାଯିବ କେବୁଲ୍, ଜାଣନ୍ତୁ କେତେ ଖର୍ଚ୍ଚ କରିବ ଭାରତ?

July 10, 2026

ଓଡ଼ିଶାରେ ପ୍ରଥମ: ସମ୍ ହସ୍ପିଟାଲରେ ଅତ୍ୟାଧୁନିକ ମଲିକ୍ୟୁଲାର ଡାଏଗ୍ନୋସିସ୍ ଓ ଜିନୋମିକ୍ସ ଲ୍ୟାବ୍‌

July 10, 2026

ଦିଲ୍ଲୀରେ ବଡ଼ ରାଜନୈତିକ ହଲଚଲ: ବିଜେପିରେ ଯୋଗଦେବେ ଏହି ଦଳର ୧୬ କାଉନସିଲର 

July 10, 2026

ସୀମାନ୍ତ ଜିଲ୍ଲା ପୁଲିସ ଅଧୀକ୍ଷକ ସମ୍ମିଳନୀ-୨୦୨୬କୁ ସମ୍ବୋଧିତ କଲେ ଅମିତ ଶାହ

July 10, 2026
Latest News

ଏବେ ଦୁବାଇରୁ ଆସିବ ବିଦ୍ୟୁତ୍: ସମୁଦ୍ର ତଳେ ବିଛାଯିବ କେବୁଲ୍, ଜାଣନ୍ତୁ କେତେ ଖର୍ଚ୍ଚ କରିବ ଭାରତ?

July 10, 2026

ଓଡ଼ିଶାରେ ପ୍ରଥମ: ସମ୍ ହସ୍ପିଟାଲରେ ଅତ୍ୟାଧୁନିକ ମଲିକ୍ୟୁଲାର ଡାଏଗ୍ନୋସିସ୍ ଓ ଜିନୋମିକ୍ସ ଲ୍ୟାବ୍‌

July 10, 2026

ଦିଲ୍ଲୀରେ ବଡ଼ ରାଜନୈତିକ ହଲଚଲ: ବିଜେପିରେ ଯୋଗଦେବେ ଏହି ଦଳର ୧୬ କାଉନସିଲର 

July 10, 2026

ସୀମାନ୍ତ ଜିଲ୍ଲା ପୁଲିସ ଅଧୀକ୍ଷକ ସମ୍ମିଳନୀ-୨୦୨୬କୁ ସମ୍ବୋଧିତ କଲେ ଅମିତ ଶାହ

July 10, 2026

ଦେଶର ଭବିଷ୍ୟତ ଯୁବ ବୈଜ୍ଞାନିକମାନଙ୍କ ଉପରେ ନିର୍ଭରଶୀଳ: ଧର୍ମେନ୍ଦ୍ର ପ୍ରଧାନ

July 10, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.