ନୂଆଦିଲ୍ଲୀ: ଦିଲ୍ଲୀ-ଏନସିଆର, ହରିୟାଣା, ପଞ୍ଜାବ ଏବଂ ଜମ୍ମୁ କାଶ୍ମୀରରେ ଭୂମିକମ୍ପ ଅନୁଭୂତ ହୋଇଛି। ଏହି ଭୂମିକମ୍ପର କେନ୍ଦ୍ର ଥିଲା ଆଫଗାନିସ୍ତାନ ଏବଂ ଏହାର ତୀବ୍ରତା ୬.୧ ବୋଲି ଜଣାପଡିଛି। ଅପରାହ୍ନ ୨:୫୦ ରେ ଭୂମିକମ୍ପ ଅନୁଭୂତ ହୋଇଥିଲା। ଜମ୍ମୁ କାଶ୍ମୀର ଦିଲ୍ଲୀ-ଏନସିଆର ପଞ୍ଜାବ ଭୂମିକମ୍ପ ହରିୟାଣା
ଭୁବନେଶ୍ବରର ଧଉଳିଗିରି କାହିଁକି ହେଲା? କିଏ କଲା? ଇତିହାସ କଣ? କେବେ ଜାଣିବାକୁ ଚେଷ୍ଠା କରିଛନ୍ତି କି?October 4, 2025
ରେଳ ମନ୍ତ୍ରଣାଳୟର ବଡ ନିଷ୍ପତି, ବ୍ରହ୍ମପୁର ସୁରତ ଅମୃତ ଭାରତ ସାପ୍ତାହିକ ଏକ୍ସପ୍ରେସ ନିୟମିତ ଚାଲିବ, ଜାଣନ୍ତୁ ପୁରା ସୂଚନାOctober 4, 2025