Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଜାତୀୟ ଖବର»Breaking News: ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଲୋକାର୍ପଣ ଦିନକୁ ସରକାରୀ ଛୁଟି ଘୋଷଣା କଲେ ମୁଖ୍ୟମନ୍ତ୍ରୀ
ଜାତୀୟ ଖବର

Breaking News: ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଲୋକାର୍ପଣ ଦିନକୁ ସରକାରୀ ଛୁଟି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

January 14, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link
Breaking News: ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଲୋକାର୍ପଣ ଦିନକୁ ସରକାରୀ ଛୁଟି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

Shreemandir Parikrama Prakalap: ଆସନ୍ତା ଜାନୁଆରୀ ୧୭ ତାରିଖ ଦିନ ପୁରୀଠାରେ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ଲୋକାର୍ପଣ ଉତ୍ସବ ଭକ୍ତି ଓ ଉତ୍ସାହର ସହିତ ଅନୁଷ୍ଠିତ ହେବାକୁ ଯାଉଛି। ଏହି ପ୍ରକଳ୍ପ ହେବ ଓଡିଆ ଅସ୍ମିତାର ଅନନ୍ୟ ନିଦର୍ଶନ।

ଜଗତର ନାଥ ଓ ଆରାଧ୍ୟ ଦେବତା ତଥା ସର୍ବଧର୍ମ ସମନ୍ୱୟର ପ୍ରତୀକ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତମାନେ ଯେପରି ଆନନ୍ଦର ସହ ଏହି କାର୍ଯ୍ୟକ୍ରମରେ ଯୋଗଦାନ କରି ମହାପ୍ରଭୁଙ୍କ ଉଦ୍ଦେଶ୍ୟରେ ଭକ୍ତି ନିବେଦନ କରିପାରିବେ ତାହାକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆସନ୍ତା ଜାନୁଆରୀ ୧୭ ତାରିଖ ଦିନଟିକୁ ସରକାରୀ ଛୁଟି ଭାବରେ ଘୋଷଣା କରିଛନ୍ତି।

ଆସନ୍ତା ଜାନୁଆରୀ ୧୭ ତାରିଖ ଦିନ ରାଜ୍ୟର ସମସ୍ତ ସରକାରୀ କାର୍ଯ୍ୟାଳୟ ତଥା ସ୍କୁଲ ଓ କଲେଜ ବନ୍ଦ ରହିବ।

Shreemandir Parikrama Prakalap ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ
Share. Facebook Twitter LinkedIn Email WhatsApp Copy Link

Related Posts

୨୦୨୬ ଟି-୨୦ ବିଶ୍ୱକପ୍‌: ପାକିସ୍ତାନ ମ୍ୟାଚ ହାରୁଥିବା ଦେଖି ଷ୍ଟାଡିୟମରୁ ଚାଲିଗଲେ ମୋହସିନ୍ ନକଭି

February 17, 2026

ରାଜ୍ୟପାଳଙ୍କ ଅଭିଭାଷଣରୁ ଆରମ୍ଭ ହେଲା ବିଧାନସଭାର ବଜେଟ ଅଧିବେସନ

February 17, 2026

ରବୀନ୍ଦ୍ର ମଣ୍ଡପ ଠାରେ ବିଶିଷ୍ଟ ସଙ୍ଗୀତଜ୍ଞ ପଦ୍ମଶ୍ରୀ ପ୍ରଫୁଲ୍ଲ କରଙ୍କ ପ୍ରତିମୂର୍ତ୍ତି ଲୋକାର୍ପିତ

February 17, 2026

2026 T20 ବିଶ୍ୱକପ: ଆଜି ସୁପର 8 ପାଇଁ ସ୍ଥାନ ସୁରକ୍ଷିତ କରିପାରନ୍ତି ଏହି ଦୁଇଟି ଦଳ

February 17, 2026
Latest News

୨୦୨୬ ଟି-୨୦ ବିଶ୍ୱକପ୍‌: ପାକିସ୍ତାନ ମ୍ୟାଚ ହାରୁଥିବା ଦେଖି ଷ୍ଟାଡିୟମରୁ ଚାଲିଗଲେ ମୋହସିନ୍ ନକଭି

February 17, 2026

ରାଜ୍ୟପାଳଙ୍କ ଅଭିଭାଷଣରୁ ଆରମ୍ଭ ହେଲା ବିଧାନସଭାର ବଜେଟ ଅଧିବେସନ

February 17, 2026

ରବୀନ୍ଦ୍ର ମଣ୍ଡପ ଠାରେ ବିଶିଷ୍ଟ ସଙ୍ଗୀତଜ୍ଞ ପଦ୍ମଶ୍ରୀ ପ୍ରଫୁଲ୍ଲ କରଙ୍କ ପ୍ରତିମୂର୍ତ୍ତି ଲୋକାର୍ପିତ

February 17, 2026

2026 T20 ବିଶ୍ୱକପ: ଆଜି ସୁପର 8 ପାଇଁ ସ୍ଥାନ ସୁରକ୍ଷିତ କରିପାରନ୍ତି ଏହି ଦୁଇଟି ଦଳ

February 17, 2026

ଆଜି ପୁଣି କମିଲା ସୁନା ଓ ରୂପା ମୂଲ୍ୟ: ଜାଣନ୍ତୁ ଭୁବନେଶ୍ଵରରେ କେତେ ରହିଛି ଆଜିର ଦର?

February 17, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.