Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଜାତୀୟ ଖବର»କନଡ଼ରେ ଶିବଶ୍ରୀ ସ୍କନ୍ଦପ୍ରସାଦଙ୍କ ପ୍ରସ୍ତୁତି ପ୍ରଭୁ ଶ୍ରୀ ରାମଙ୍କ ପ୍ରତି ସମର୍ପଣ ଭାବନାକୁ ଉଜାଗର କରିଥାଏ: ପ୍ରଧାନମନ୍ତ୍ରୀ
ଜାତୀୟ ଖବର

କନଡ଼ରେ ଶିବଶ୍ରୀ ସ୍କନ୍ଦପ୍ରସାଦଙ୍କ ପ୍ରସ୍ତୁତି ପ୍ରଭୁ ଶ୍ରୀ ରାମଙ୍କ ପ୍ରତି ସମର୍ପଣ ଭାବନାକୁ ଉଜାଗର କରିଥାଏ: ପ୍ରଧାନମନ୍ତ୍ରୀ

January 16, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ କହିଛନ୍ତି, କନଡ଼ରେ ଶିବଶ୍ରୀ ସ୍କନ୍ଦପ୍ରସାଦଙ୍କ ପ୍ରସ୍ତୁତି ପ୍ରଭୁ ଶ୍ରୀ ରାମଙ୍କ ପ୍ରତି ସମର୍ପଣ ଭାବନାକୁ ସୁନ୍ଦରତାର ସହ ଉଜାଗର କରିଥାଏ। ଶ୍ରୀ ମୋଦୀ ଶିବଶ୍ରୀ ସ୍କନ୍ଦପ୍ରସାଦଙ୍କ ଦ୍ୱାରା କନଡ଼ରେ ଗାନ କାଯାଇଥିବା ପ୍ରଭୁ ଶ୍ରୀ ରାମଙ୍କ ଭଜନ ଭିଡିଓକୁ ସେୟାର କରିଛନ୍ତି ଏବଂ କହିଛନ୍ତି ଏପରି ପ୍ରୟାସ ଆମ ସମୃଦ୍ଧ ସାଂସ୍କୃତିକ ଐତିହ୍ୟ ସଂରକ୍ଷଣ କରିବାରେ ବେଶ୍ ସହାୟକ ହେବ।

ପ୍ରଧାନମନ୍ତ୍ରୀ ଏକ୍ସରେ ପୋଷ୍ଟ କରିଛନ୍ତି:

‘କନଡ଼ରେ ଶିବଶ୍ରୀ ସ୍କନ୍ଦପ୍ରସାଦଙ୍କ ପ୍ରସ୍ତୁତି ପ୍ରଭୁ ଶ୍ରୀ ରାମଙ୍କ ପ୍ରତି ସମର୍ପଣ ଭାବନାକୁ ସୁନ୍ଦରତାର ସହ ଉଜାଗର କରିଥାଏ। ଏପରି ପ୍ରୟାସ ଆମ ସମୃଦ୍ଧ ସାଂସ୍କୃତିକ ଐତିହ୍ୟ ସଂରକ୍ଷଣ କରିବାରେ ବେଶ୍ ସହାୟକ ହୋଇଥାଏ।’

This rendition by Sivasri Skandaprasad in Kannada beautifully highlights the spirit of devotion to Prabhu Shri Ram. Such efforts go a long way in preserving our rich cultural heritage. #ShriRamBhajanhttps://t.co/9wYmjhC4p5

— Narendra Modi (@narendramodi) January 16, 2024

bhajan narendra modi ଶ୍ରୀ ରାମ
Share. Facebook Twitter LinkedIn Email WhatsApp Copy Link

Related Posts

୭ ବର୍ଷ ପରେ ଭାରତ ଆସୁଛନ୍ତି ସି ଜିନପିଙ୍ଗ: ମୋଦିଙ୍କ ସହ ହେବ ବଡ଼ ବୈଠକ

September 12, 2026

ମହମ୍ମଦ ସିରାଜ ଅଧିନାୟକ ନିଯୁକ୍ତ: ଘୋଷଣା କଲା HCA 

September 12, 2026

୨୧ରୁ ଆରମ୍ଭ ହେବ ନୂଆଦିଲ୍ଲୀ-ଗୁଆଙ୍ଗଜୋ ବିମାନ ସେବା

September 12, 2026

ସାମାନ୍ୟ ବଚସାରୁ ତାତିଲା ଗାଁ, ଖଣ୍ଡା ଧରି ଯୁବକଙ୍କ ତାଣ୍ଡବ

September 12, 2026
Latest News

୭ ବର୍ଷ ପରେ ଭାରତ ଆସୁଛନ୍ତି ସି ଜିନପିଙ୍ଗ: ମୋଦିଙ୍କ ସହ ହେବ ବଡ଼ ବୈଠକ

September 12, 2026

ମହମ୍ମଦ ସିରାଜ ଅଧିନାୟକ ନିଯୁକ୍ତ: ଘୋଷଣା କଲା HCA 

September 12, 2026

୨୧ରୁ ଆରମ୍ଭ ହେବ ନୂଆଦିଲ୍ଲୀ-ଗୁଆଙ୍ଗଜୋ ବିମାନ ସେବା

September 12, 2026

ସାମାନ୍ୟ ବଚସାରୁ ତାତିଲା ଗାଁ, ଖଣ୍ଡା ଧରି ଯୁବକଙ୍କ ତାଣ୍ଡବ

September 12, 2026

ହରିଶ ରାୱତଙ୍କ ଇସ୍ତଫା ପଛରେ ବଡ଼ ରାଜନୈତିକ ଟ୍ୱିଷ୍ଟ! ୨୦୨୭ ପୂର୍ବରୁ ଉଷ୍ମ ଉତ୍ତରାଖଣ୍ଡ ରାଜନୀତି

September 12, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.