ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ସରୋଜ ରଥଙ୍କ ସଙ୍ଗୀତ ରଚନାରେ ନମିତା ଅଗ୍ରୱାଲ ଗାଇଥିବା ପ୍ରଭୁ ଶ୍ରୀରାମଙ୍କ ଉପରେ ଆଧାରିତ ଓଡ଼ିଆ ଭକ୍ତି ଭଜନ “ଅଯୋଧ୍ୟା ନଗରୀ ନାଚେ ରାମଙ୍କୁ ପାଇ” ପୋଷ୍ଟ କରିଛନ୍ତି।
ଏକ ଏକ୍ସ ପୋଷ୍ଟରେ ପ୍ରଧାନମନ୍ତ୍ରୀ କହିଛନ୍ତି ଯେ,
ଭାରତର ପ୍ରତ୍ୟେକ ପ୍ରାନ୍ତରେ ପ୍ରଭୁ ଶ୍ରୀରାମଙ୍କ ପ୍ରତି ଭକ୍ତି ରହିଛି। ପ୍ରତ୍ୟେକ ଭାଷାରେ ମଧ୍ୟ ଆପଣ ମାନଙ୍କୁ ତାଙ୍କ ପ୍ରତି ସମର୍ପିତ ଅନେକ ଭଜନ ଦେଖିବାକୁ ମିଳିବ। ଏଠାରେ ଓଡ଼ିଆରେ ହୋଇଥିବା ଏଭଳି ଏକ ପ୍ରୟାସ।
There is devotion towards Prabhu Shri Ram in every part of India. In every language also you’ll find several Bhajans devoted to him. Here is one such effort in Odia… #ShriRamBhajan https://t.co/JCWTudS13O
— Narendra Modi (@narendramodi) January 18, 2024