Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଜାତୀୟ ଖବର»ନମିତା ଅଗ୍ରୱାଲ ଗାଇଥିବା ଭଗବାନ ଶ୍ରୀରାମଙ୍କ ଓଡ଼ିଆ ଭକ୍ତି ଭଜନ ପୋଷ୍ଟ କଲେ ପ୍ରଧାନମନ୍ତ୍ରୀ: ଦେଖନ୍ତୁ ଭିଡିଓ
ଜାତୀୟ ଖବର

ନମିତା ଅଗ୍ରୱାଲ ଗାଇଥିବା ଭଗବାନ ଶ୍ରୀରାମଙ୍କ ଓଡ଼ିଆ ଭକ୍ତି ଭଜନ ପୋଷ୍ଟ କଲେ ପ୍ରଧାନମନ୍ତ୍ରୀ: ଦେଖନ୍ତୁ ଭିଡିଓ

January 18, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ସରୋଜ ରଥଙ୍କ ସଙ୍ଗୀତ ରଚନାରେ ନମିତା ଅଗ୍ରୱାଲ ଗାଇଥିବା ପ୍ରଭୁ ଶ୍ରୀରାମଙ୍କ ଉପରେ ଆଧାରିତ ଓଡ଼ିଆ ଭକ୍ତି ଭଜନ “ଅଯୋଧ୍ୟା ନଗରୀ ନାଚେ ରାମଙ୍କୁ ପାଇ” ପୋଷ୍ଟ କରିଛନ୍ତି।

ଏକ ଏକ୍ସ ପୋଷ୍ଟରେ ପ୍ରଧାନମନ୍ତ୍ରୀ କହିଛନ୍ତି ଯେ,

ଭାରତର ପ୍ରତ୍ୟେକ ପ୍ରାନ୍ତରେ ପ୍ରଭୁ ଶ୍ରୀରାମଙ୍କ ପ୍ରତି ଭକ୍ତି ରହିଛି। ପ୍ରତ୍ୟେକ ଭାଷାରେ ମଧ୍ୟ ଆପଣ ମାନଙ୍କୁ ତାଙ୍କ ପ୍ରତି ସମର୍ପିତ ଅନେକ ଭଜନ ଦେଖିବାକୁ ମିଳିବ। ଏଠାରେ ଓଡ଼ିଆରେ ହୋଇଥିବା ଏଭଳି ଏକ ପ୍ରୟାସ।

There is devotion towards Prabhu Shri Ram in every part of India. In every language also you’ll find several Bhajans devoted to him. Here is one such effort in Odia… #ShriRamBhajan https://t.co/JCWTudS13O

— Narendra Modi (@narendramodi) January 18, 2024

narendra modi odia bhajan
Share. Facebook Twitter LinkedIn Email WhatsApp Copy Link

Related Posts

ଭାସୁଥିବା ଅବସ୍ଥାରେ ବୃଦ୍ଧଙ୍କ ମୃତଦେହ ଉଦ୍ଧାର

January 12, 2026

ଉଦ୍ଦିଷ୍ଟ ପଥରୁ ବିଚ୍ୟୁତ ହେଲା PSLV-C62 ରକେଟ୍: ଜାଣନ୍ତୁ କ’ଣ କହିଲା ISRO?

January 12, 2026

ଯାତ୍ରୀବାହୀ ବସ୍ ଧକ୍କାରେ ଯୁବକଙ୍କ ମୃତ୍ୟୁ

January 12, 2026

ସଫେଇ କର୍ମଚାରୀ ଓ ଅଭାବୀ ଲୋକଙ୍କୁ ଶୀତ ବସ୍ତ୍ର ପ୍ରଦାନ

January 12, 2026
Latest News

ଭାସୁଥିବା ଅବସ୍ଥାରେ ବୃଦ୍ଧଙ୍କ ମୃତଦେହ ଉଦ୍ଧାର

January 12, 2026

ଉଦ୍ଦିଷ୍ଟ ପଥରୁ ବିଚ୍ୟୁତ ହେଲା PSLV-C62 ରକେଟ୍: ଜାଣନ୍ତୁ କ’ଣ କହିଲା ISRO?

January 12, 2026

ଯାତ୍ରୀବାହୀ ବସ୍ ଧକ୍କାରେ ଯୁବକଙ୍କ ମୃତ୍ୟୁ

January 12, 2026

ସଫେଇ କର୍ମଚାରୀ ଓ ଅଭାବୀ ଲୋକଙ୍କୁ ଶୀତ ବସ୍ତ୍ର ପ୍ରଦାନ

January 12, 2026

ଭେଟିନାଥଦେବ ପିଏମ୍. ଶ୍ରୀ ବିଦ୍ୟାଳୟରେ ପିଏମ୍.ଶ୍ରୀ ଉତ୍ସବ ତଥା ବାର୍ଷିକ ଉତ୍ସବ ସମାରୋହ

January 12, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.