Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଜାତୀୟ ଖବର»ମହାପ୍ରଭୁଙ୍କ ନିକଟରେ ଓଡ଼ିଶା ବାସୀଙ୍କ ମଙ୍ଗଳ କାମନା କଲେ ମୁଖ୍ୟମନ୍ତ୍ରୀ
ଜାତୀୟ ଖବର

ମହାପ୍ରଭୁଙ୍କ ନିକଟରେ ଓଡ଼ିଶା ବାସୀଙ୍କ ମଙ୍ଗଳ କାମନା କଲେ ମୁଖ୍ୟମନ୍ତ୍ରୀ

January 23, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ଵର: ପରିକ୍ରମା ପ୍ରକଳ୍ପ ଲୋକାର୍ପଣର ୭ମ ଦିନରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ପୁରୀ ଗସ୍ତ କରି ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ଦର୍ଶନ କରିବା ସହିତ ପରିକ୍ରମା ପ୍ରକଳ୍ପର ପୁନଃ ପ୍ରଦକ୍ଷୀଣ କରିଛନ୍ତି। ୫ଟି ତଥା ନବୀନ ଓଡ଼ିଶା ଅଧ୍ୟକ୍ଷ ଭି କେ ପାଣ୍ଡିଆନ ମଧ୍ଯ ମୁଖ୍ୟମନ୍ତ୍ରୀଙ୍କ ସହିତ ପୁରୀ ଯାଇଥିଲେ।

ଭକ୍ତ ମାନଙ୍କୁ ମିଳୁଥିବା ନୂତନ ସୁବିଧା ସୁଯୋଗ ସମ୍ପର୍କର ଅନୁଭୂତି ନେବାପାଇଁ ମୁଖ୍ୟମନ୍ତ୍ରୀ ଆଜି ପୁଣି ଥରେ ପୁରୀ ଯାଇ ମହାପ୍ରଭୁଙ୍କ ଦର୍ଶନ କରିଥିଲେ। ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ନିକଟରେ ମୁଖ୍ୟମନ୍ତ୍ରୀ ଓଡ଼ିଶା ବାସୀଙ୍କ ଉନ୍ନତି ଓ ମଙ୍ଗଳ କାମନା କରିଥିଲେ। ପ୍ରକଳ୍ପର ଭବ୍ୟତା ଓ ଆଧ୍ୟାତ୍ମିକତା ପୂର୍ଣ୍ଣ ପରିବେଶକୁ ଦେଖି ମୁଖ୍ୟମନ୍ତ୍ରୀ ଆନନ୍ଦ ଓ ସନ୍ତୋଷ ପ୍ରକାଶ କରିଥଲେ।

ଗତ ୧୭ ତାରିଖ ଦିନ ମୁଖ୍ୟମନ୍ତ୍ରୀ ଏହାର ଲୋକାର୍ପଣ କରିଥିଲେ। ଶ୍ରୀ ମନ୍ଦିରର ସୁରକ୍ଷା, ମହାପ୍ରଭୁଙ୍କ ଯାନିଯାତ୍ରା ଓ ଭକ୍ତ ମାନଙ୍କ ସୁବିଧା ଦୃଷ୍ଟିରୁ ଏହା ଅତି ଜରୁରୀ ଥିଲା।

ମନ୍ଦିର ଚତୁଃ ପାର୍ଶ୍ଵରେ ୭୫ ମିଟର ପ୍ରଶସ୍ତ ଏହି ପରିକ୍ରମା ପ୍ରକଳ୍ପ ଅତ୍ୟନ୍ତ ଭବ୍ୟ, ସୌନ୍ଦର୍ଯ୍ୟମୟ ହେବା ସହିତ ପିଢ଼ି ପରେ ପିଢ଼ି ଭକ୍ତ ମାନଙ୍କୁ ଏକ ଆଧ୍ୟାତ୍ମିକ ପରିବେଶ ପ୍ରଦାନ କରିବ।

ସୁନ୍ଦର୍ ସବୁଜ ପରିବେଶ, ଖଣ୍ଡେଲାଇଟସ ପଥରର ଆକର୍ଷଣୀୟ କାରିଗରୀ କାମ ସହିତ ଭକ୍ତ ମାନଙ୍କ ପାଇଁ କ୍ଲୋକ୍ ରୁମ୍, ସୂଚନା କେନ୍ଦ୍ର, ଆମ୍ପି ଥିଏଟର ଆଦି ଅନେକ ସୁବିଧା କରାଯାଇଛି।

naveen pattanaik Puri shri jagannath vk pandian ଭି.କେ ପାଣ୍ଡିଆନ ଶ୍ରୀ ଜଗନ୍ନାଥ
Share. Facebook Twitter LinkedIn Email WhatsApp Copy Link

Related Posts

କାନଭାସରେ ୬୪ ଯୋଗିନୀ, ଆକର୍ଷିତ କରୁଛି ‘ଏକା- ଦି ୱାନ’ ଜାତୀୟ କଳା ପ୍ରଦର୍ଶନୀ

March 15, 2026

କେନ୍ଦ୍ର ସରକାରଙ୍କ ବଡ ନିଷ୍ପତ୍ତି: PNG ସଂଯୋଗ ଥିଲେ ମିଳିବ ନାହିଁ LPG, ପଢନ୍ତୁ ଅପଡେଟ୍

March 15, 2026

ଆଜି ଘୋଷଣା ହେବ ବଙ୍ଗଳା ଏବଂ ଆସାମ ସମେତ ପାଞ୍ଚଟି ରାଜ୍ୟର ନିର୍ବାଚନ ତାରିଖ!: ଜାଣନ୍ତୁ ସମୟ

March 15, 2026

୨୦୨୬ ଆଇପିଏଲ ପୂର୍ବରୁ ଦିଲ୍ଲୀ କ୍ୟାପିଟାଲ୍ସକୁ ବଡ଼ ଝଟକା: ହଠାତ୍ ଇସ୍ତଫା ଦେଲେ ଦଳର ମେଣ୍ଟର

March 14, 2026
Latest News

୭୦୦ ରୁ ଅଧିକ ପଦବୀ ପାଇଁ HPCL ରେ ନିଯୁକ୍ତି: ଶୀଘ୍ର କରନ୍ତୁ ଆବେଦନ

March 15, 2026

କାନଭାସରେ ୬୪ ଯୋଗିନୀ, ଆକର୍ଷିତ କରୁଛି ‘ଏକା- ଦି ୱାନ’ ଜାତୀୟ କଳା ପ୍ରଦର୍ଶନୀ

March 15, 2026

ସୁନା ଏବଂ ରୂପାର ମୂଲ୍ୟ ବଢିଲା ନା କମିଲା?: ଜାଣନ୍ତୁ ଏହି ମୂଲ୍ୟବାନ ଧାତୁଗୁଡ଼ିକର ଆଜିର ଦର

March 15, 2026

ପାକିସ୍ତାନ ଏବଂ ବାଂଲାଦେଶକୁ ସମାଲୋଚନା କଲେ ଜୟ ଶାହ: ଟିମ୍ ଇଣ୍ଡିଆକୁ ଦେଲେ ଏହି ବାର୍ତ୍ତା

March 15, 2026

କେନ୍ଦ୍ର ସରକାରଙ୍କ ବଡ ନିଷ୍ପତ୍ତି: PNG ସଂଯୋଗ ଥିଲେ ମିଳିବ ନାହିଁ LPG, ପଢନ୍ତୁ ଅପଡେଟ୍

March 15, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.