Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଜାତୀୟ ଖବର»ଦୁର୍ଘଟଣା ପାଇଁ ଦାୟୀ କେଉଁ ଗ୍ରହ, ଜାଣନ୍ତୁ ଓ କରନ୍ତୁ ମହାଉପାୟ
ଜାତୀୟ ଖବର

ଦୁର୍ଘଟଣା ପାଇଁ ଦାୟୀ କେଉଁ ଗ୍ରହ, ଜାଣନ୍ତୁ ଓ କରନ୍ତୁ ମହାଉପାୟ

February 13, 2024No Comments2 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ଵର: ଆକସ୍ମିକ ରୂପେ ଘଟିଯାଉଥିବା କିଛି ଖରାପ ଘଟଣାକୁ ଦୁର୍ଘଟଣା ଆମେ ଦୁର୍ଘଟଣା ବୋଲି କହିଥାଉ। ଦୁର୍ଘଟଣାରେ କେବଳ ଆମେ ଶାରିରୀକ ରୂପରେ କ୍ଷତି ସହୁନାହୁଁ,। ବେଳେବେଳେ ମାନସିକ ଓ ଆର୍ଥିକ ଦୁର୍ଘଟଣାର ଶିକାର ମଧ୍ୟ ହୋଇଥାଉ। ଏଥିପାଇଁ ଆମେ ଆମ ଭାଗ୍ୟକୁ ଦାୟୀ କରିଥାଉ। ତେବେ ଏହି ଦୁର୍ଘଟଣା ପାଇଁ ସୂର୍ଯ୍ୟ ଓ ଚନ୍ଦ୍ରମା ଦାୟୀ ରହିଥା’ନ୍ତି। ରାହୁ, ମଙ୍ଗଳ, ଶନି ମଧ୍ୟ କେତେକାଂଶରେ ଦୁର୍ଘଟଣା ପାଇଁ ଦାୟୀ ରହିଥା’ନ୍ତି। ସେହିପରି ବୃହସ୍ପତି, ଶୁକ୍ର ଓ ଶୁଭ ବୁଧ ଚନ୍ଦ୍ର ଦୁର୍ଘଟଣାରୁ ରକ୍ଷା କରିଥା’ନ୍ତ । ଆର୍ଥିକ ଦୁର୍ଘଟଣା ସହିତ ମାନସିକ ଦୁର୍ଘଟଣା, ତେବେ ଏସବୁ ପାଇଁ କିଏ ଦାୟୀ ଓ ଏହାର ମହାଉପାୟ ସମ୍ପର୍କରେ ଜାଣନ୍ତୁ :-

ଦୁର୍ଘଟଣା ପାଇଁ କେଉଁ କେଉଁ ଗ୍ରହ ରହିଥା’ନ୍ତି ଦାୟୀ ?

ଶନି ରାହୁ ବା ଶନି ମଙ୍ଗଳର କାରଣରୁ ବାହନ ଦୁର୍ଘଟଣା ଘଟିଥାଏ ।

ସାଢ ସାତୀ ବା ଦେଢା ଯୋଗୁଁ ଏପରି ଦୁର୍ଘଟଣା ଘଟିଥାଏ ।

ଲଗ୍ନର ସ୍ବାମୀ ଯଦି ଦୁର୍ବଳ ଥିବେ, ତେବେ ଶାରିରୀକ କ୍ଷତି ଘଟିଥାଏ ।

ମାରକ ଦଶା ହେବା ଦ୍ବାରା ପ୍ରାଣ ମଧ୍ୟ ଚାଲିଯାଇଥାଏ ।

ଉପାୟ

ଯଦି କୁଣ୍ଡଳୀରେ ଉପରୋକ୍ତ ଭାବରୁ କୌଣସଟି ଯୋଗ ରହୁଛି, ତେବେ ରକ୍ଷା ସ୍ତୋତ୍ର ପାଠ କରନ୍ତୁ

ସାଢ ସାତୀ ବା ଛାୟା ପ୍ରକୋପ କମ୍‌ ହେବା ପାଇଁ ବଜରଙ୍ଗ ବାଣ ପାଠ କରନ୍ତୁ ।

ମାରକ ଦଶାରୁ ବର୍ତ୍ତିବା ପାଇଁ ରୁଦ୍ରାଭିଷେକ କରନ୍ତୁ ।

ଯାତ୍ରା ପୂର୍ବରୁ ନିଜ ଗୁରୁ ବା ଈଷ୍ଟ ଦେବଙ୍କ ଦର୍ଶନ କରନ୍ତୁ ।

ଆର୍ଥିକ ଦୁର୍ଘଟଣା ପାଇଁ କେଉଁ କେଉଁ ଗ୍ରହ ଦାୟୀ :

ଯଦି ଜାତକରେ ବୁଧ ଖରାପରେ ରହିଥା’ନ୍ତି, ତେବେ ଆର୍ଥିକ ଦୁର୍ଘଟଣାର ଯୋଗ ହୋଇଥାଏ ।

ମଙ୍ଗଳଙ୍କ କାରଣ ହେତୁ ମଧ୍ୟ କରଜ ହୋଇଥାଏ ।

ରାହୁର ପ୍ରଭାବରୁ ମଧ୍ୟ ବ୍ୟକ୍ତି କାଙ୍ଗାଳ ହୋଇଥାଏ ।

ଉପାୟ

ଯଦି ବୁଧ ଖରାପରେ ରହିଥା’ନ୍ତି, ତେବେ ପନ୍ନା ଧାରଣ କରନ୍ତୁ ।

ଏହା ସହିତ ନିୟମିତ ରୂପରେ ବିଷ୍ଣୁ ସହସ୍ରସ୍ତ୍ରୋତମ୍‌ ପାଠ କରନ୍ତୁ

ମଙ୍ଗଳ ଜନିତ କାରଣ ଯୋଗୁଁ ସମସ୍ୟାରେ ପଡୁଥିଲେ ପ୍ରତ୍ୟେହ ହନୁମାନ ଚାଳିଶା ପଢନ୍ତୁ ।

ମାଂସ, ମଦଠାରୁ ନିବୃତ୍ତ ରୁହନ୍ତୁ ।

ରାହୁଙ୍କ ପ୍ରଭାବରୁ ମୁକ୍ତ ପାଇଁ ଦାରିଦ୍ର୍ୟ ଦହନ ସ୍ରୋତ ପାଠ କରନ୍ତୁ ।

ନିୟମିତ ରୂପରେ କିଛି ଧନ ଦାନ ଦିଅନ୍ତୁ ।

ସେହିପରି ସମ୍ପର୍କରେ ହେଉଥିବା ସମସ୍ୟା ପାଇଁ କେଉଁ ଗ୍ରହ ଦାୟୀ :

ଚନ୍ଦ୍ର ଓ ଶୁକ୍ର ସମ୍ପର୍କରେ ଆକସ୍ମିକ ସମସ୍ୟା ସୃଷ୍ଟି କରିଥାଏ ।

ରାହୁ ଏହି ସମସ୍ୟାକୁ ବଢାଇଥା’ନ୍ତି ।

ମଙ୍ଗଳଙ୍କ ଯୋଗୁଁ ସମ୍ପର୍କରେ ଅଚାନକ ଦୁର୍ଘଟଣା ହୋଇଥାଏ ।

ଉପାୟ

ଜାତକରେ ଯେଉଁ ଗ୍ରହ ସମସ୍ୟା କାରକ ହୋଇଥିବ, ସେହି ଗ୍ରହର ଶାନ୍ତି କରନ୍ତୁ ।

ନିୟମିତ ରୂପରେ ସୂର୍ଯ୍ୟଙ୍କୁ ଜଳ ଚଢାନ୍ତୁ

ଭାଗବନ ଶିବ ଓ ମା ପାର୍ବତୀଙ୍କ ଯୁଗ୍ମ ଉପାସନା କରନ୍ତୁ ।

ସେହିପରି ହୀରାକୁ ଦେଖି ଚାହିଁ ଧାରଣ କରନ୍ତୁ ।

accident Rashifal
Share. Facebook Twitter LinkedIn Email WhatsApp Copy Link

Related Posts

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ମାନବ-କୈନ୍ଦ୍ରିକ ଏଆଇ ଯାତ୍ରା

February 23, 2026

ଭାରତୀୟ ବାୟୁସେନାର ବଡ଼ କାର୍ଯ୍ୟାନୁଷ୍ଠାନ: ବନ୍ଦ ହେଲା ତେଜସ୍ ଲଢ଼ୁଆ ବିମାନର ଉଡ଼ାଣ

February 23, 2026

ଜାତୀୟ ମୁଦ୍ରୀକରଣ ପାଇପଲାଇନ୍‌ ୨.୦ର ଶୁଭାରମ୍ଭ କଲେ କେନ୍ଦ୍ର ଅର୍ଥମନ୍ତ୍ରୀ

February 23, 2026

ଗଞ୍ଜାମରେ ଜନଗଣନା–୨୦୨୭ ର ‘ହାଉସ୍ ଲିଷ୍ଟିଙ୍ଗ ଓ ହାଉସିଂ ସେନସସ୍’ ସମ୍ପର୍କିତ ପ୍ରଶିକ୍ଷଣ କାର୍ଯ୍ୟକ୍ରମ

February 23, 2026
Latest News

ରଣପୁର ବ୍ଲକ ପରିସରରେ ଜିଲ୍ଲାପାଳଙ୍କ ଜନଶୁଣାଣୀ କାର୍ଯ୍ୟକ୍ରମ

February 23, 2026

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ମାନବ-କୈନ୍ଦ୍ରିକ ଏଆଇ ଯାତ୍ରା

February 23, 2026

ଭାରତୀୟ ବାୟୁସେନାର ବଡ଼ କାର୍ଯ୍ୟାନୁଷ୍ଠାନ: ବନ୍ଦ ହେଲା ତେଜସ୍ ଲଢ଼ୁଆ ବିମାନର ଉଡ଼ାଣ

February 23, 2026

ଜାତୀୟ ମୁଦ୍ରୀକରଣ ପାଇପଲାଇନ୍‌ ୨.୦ର ଶୁଭାରମ୍ଭ କଲେ କେନ୍ଦ୍ର ଅର୍ଥମନ୍ତ୍ରୀ

February 23, 2026

ଗଞ୍ଜାମରେ ଜନଗଣନା–୨୦୨୭ ର ‘ହାଉସ୍ ଲିଷ୍ଟିଙ୍ଗ ଓ ହାଉସିଂ ସେନସସ୍’ ସମ୍ପର୍କିତ ପ୍ରଶିକ୍ଷଣ କାର୍ଯ୍ୟକ୍ରମ

February 23, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.