Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଜାତୀୟ ଖବର»ମୁଖ୍ୟମନ୍ତ୍ରୀଙ୍କ ପୁଣି ଏକ ଘୋଷଣା, ବିଦ୍ୟାଳୟ ପାଚିକାମାନଙ୍କ ପାରିଶ୍ରମିକ ୨ ହଜାର ଟଙ୍କାକୁ ବୃଦ୍ଧି
ଜାତୀୟ ଖବର

ମୁଖ୍ୟମନ୍ତ୍ରୀଙ୍କ ପୁଣି ଏକ ଘୋଷଣା, ବିଦ୍ୟାଳୟ ପାଚିକାମାନଙ୍କ ପାରିଶ୍ରମିକ ୨ ହଜାର ଟଙ୍କାକୁ ବୃଦ୍ଧି

February 17, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link
ମୁଖ୍ୟମନ୍ତ୍ରୀଙ୍କ ପୁଣି ଏକ ଘୋଷଣା, ବିଦ୍ୟାଳୟ ପାଚିକାମାନଙ୍କ ପାରିଶ୍ରମିକ ୨ ହଜାର ଟଙ୍କାକୁ ବୃଦ୍ଧି

ଭୁବନେଶ୍ବର:  ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ରାଜ୍ୟର ବିଭିନ୍ନ ବିଦ୍ୟାଳୟରେ ମଧ୍ୟାହ୍ନ ଭୋଜନ ଯୋଜନାରେ ପାଚିକା ତଥା ସହଯୋଗୀ ଭାବରେ କାମ କରୁଥିବା କର୍ମଚାରୀମାନଙ୍କ ପାରିଶ୍ରମିକ ରାଶିରେ ବୃଦ୍ଧି ଘୋଷଣା କରିଛନ୍ତି।

ପାଚିକା ଓ ସେମାନଙ୍କ ସହଯୋଗୀମାନଙ୍କ ପାରିଶ୍ରମିକ ରାଶି ୧,୪୦୦ ଟଙ୍କା ରୁ ୨,୦୦୦ ଟଙ୍କାକୁ ବୃଦ୍ଧି ପାଇଛି। ଏହା ଦ୍ୱାରା ରାଜ୍ୟର ମୋଟ ୫୫ ହଜାର ସ୍କୁଲରେ କାମ କରୁଥିବା ପାଚିକା ଓ ସହାୟିକା ଉପକୃତ ହେବେ। ଏଥି ପାଇଁ ରାଜ୍ୟ ସରକାର ବର୍ଷକୁ ୭୪ କୋଟି ଟଙ୍କା ଖର୍ଚ୍ଚ କରିବେ।

ଏହା ସହିତ ପାଚିକା ଏବଂ ତ ସହାୟିକା ଯଦି ସେମାନଙ୍କ କାର୍ଯ୍ୟକାଳ ମଧ୍ୟରେ ମୃତ୍ୟୁବରଣ କରନ୍ତି ତେବେ ସେମାନଙ୍କ ପରିବାରର ନିକଟତମ ଆତ୍ମୀୟଙ୍କୁ ୧ ଲକ୍ଷ ଟଙ୍କାର ଅନୁକମ୍ପାମୂଳକ ସହାୟତା ମଧ୍ୟ ପ୍ରଦାନ କରାଯିବ।

ଏହି ନିଷ୍ପତ୍ତି ଫଳରେ ରାଜ୍ୟର ପଞ୍ଚାବନ ହଜାର ବିଦ୍ୟାଳୟରେ କାମ କରୁଥିବା ଏକ ଲକ୍ଷ ଦଶ ହାଜର ପାଚିକା ଓ ସହାୟିକା ଉପକୃତ ହେବେ।

ନବୀନ ପଟ୍ଟନାୟକ ପାଚିକା ପାଚିକା -ସହାୟିକା
Share. Facebook Twitter LinkedIn Email WhatsApp Copy Link

Related Posts

ଆଜି ମାର୍ଚ୍ଚ ୬ ତାରିଖ ଶୁକ୍ରବାର ଦିନ କଣ ରହିଛି ଆପଣଙ୍କର ରାଶିଫଳ, ଜାଣନ୍ତୁ

March 6, 2026

ଟିମ ଇଣ୍ଡିଆର ଚମତ୍କାର ବିଜୟ: ଇଂଲଣ୍ଡକୁ ପରାସ୍ତ କରି ଟି-୨୦ ବିଶ୍ଵକପ ଫାଇନାଲର ସ୍ଥାନ କଲା ପକ୍କା

March 5, 2026

ପ୍ରବାଦ ପୁରୁଷ ସ୍ୱର୍ଗତ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀରେ ମୁଖ୍ୟମନ୍ତ୍ରୀ କହିଲେ ବିଜୁ ବାବୁଙ୍କ ସ୍ୱପ୍ନ ପୂରଣ ହେବ

March 5, 2026

ଭାରତୀୟ ବାୟୁସେନାର ଲଢ଼ୁଆ ବିମାନ ନିଖୋଜ: ରାଡାରୁ ଯୋଗାଯୋଗ ବିଚ୍ଛିନ୍ନ

March 5, 2026
Latest News

ଆଜି ମାର୍ଚ୍ଚ ୬ ତାରିଖ ଶୁକ୍ରବାର ଦିନ କଣ ରହିଛି ଆପଣଙ୍କର ରାଶିଫଳ, ଜାଣନ୍ତୁ

March 6, 2026

ଟିମ ଇଣ୍ଡିଆର ଚମତ୍କାର ବିଜୟ: ଇଂଲଣ୍ଡକୁ ପରାସ୍ତ କରି ଟି-୨୦ ବିଶ୍ଵକପ ଫାଇନାଲର ସ୍ଥାନ କଲା ପକ୍କା

March 5, 2026

ପ୍ରବାଦ ପୁରୁଷ ସ୍ୱର୍ଗତ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀରେ ମୁଖ୍ୟମନ୍ତ୍ରୀ କହିଲେ ବିଜୁ ବାବୁଙ୍କ ସ୍ୱପ୍ନ ପୂରଣ ହେବ

March 5, 2026

ଭାରତୀୟ ବାୟୁସେନାର ଲଢ଼ୁଆ ବିମାନ ନିଖୋଜ: ରାଡାରୁ ଯୋଗାଯୋଗ ବିଚ୍ଛିନ୍ନ

March 5, 2026

ନିର୍ବାଚନ ପୂର୍ବରୁ ପଶ୍ଚିମବଙ୍ଗରେ ବଡ଼ ହଲଚଲ: ରାଜ୍ୟପାଳ ସିଭି ଆନନ୍ଦ ବୋଷଙ୍କ ଇସ୍ତଫା

March 5, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.