Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଜାତୀୟ ଖବର»ଲୋକସଭା ନିର୍ବାଚନ ଲଢିବେ ଯୁବରାଜ ସିଂ: ଏବେ ସ୍ପଷ୍ଟ କଲେ ସିକ୍ସର୍ କିଙ୍ଗ
ଜାତୀୟ ଖବର

ଲୋକସଭା ନିର୍ବାଚନ ଲଢିବେ ଯୁବରାଜ ସିଂ: ଏବେ ସ୍ପଷ୍ଟ କଲେ ସିକ୍ସର୍ କିଙ୍ଗ

March 2, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link
ବେଟିଂ ଆପ୍ ମାମଲା
ଅନଲାଇନ୍ ବେଟିଂ ଆପ୍ ମାମଲା: କ୍ରିକେଟର ଯୁବରାଜ ସିଂହଙ୍କୁ ଜେରା କରୁଛି ଇଡି

ନୂଆଦିଲ୍ଲୀ: ଆସନ୍ତା ଲୋକସଭା ନିର୍ବାଚନରେ ​​ଗୁରୁଦାସପୁରରୁ ଲୋକସଭା ନିର୍ବାଚନରେ ​​ପୂର୍ବତନ କ୍ରିକେଟର ଯୁବରାଜ ସିଂ ଲଢିବେ ବୋଲି କଳ୍ପନାଜଳ୍ପନା ଜାରି ରହିଛି। ତେବେ ଏହାକୁ ନେଇ ଯୁବରାଜ ସିଂ ସ୍ପଷ୍ଟ କରିଛନ୍ତି। ସେ ଏହି କଳ୍ପନାଜଳ୍ପନାକୁ ପ୍ରତ୍ୟାଖ୍ୟାନ କରି ଗୁରୁଦାସପୁରରୁ ନିର୍ବାଚନ ଲଢୁ ନାହାଁନ୍ତି ବୋଲି କହିଛନ୍ତି। ସେ ଟ୍ୱିଟ୍ କରି ଏଭଳି ମିଡିଆ ରିପୋର୍ଟକୁ ଅସ୍ୱୀକାର କରିଛନ୍ତି।

ଯୁବରାଜ ସିଂ ଟ୍ୱିଟ୍ କରି କହିଛନ୍ତି ଯେ, ମୋର ଉତ୍ସାହ ହେଉଛି ମୋର ସାମର୍ଥ୍ୟ ଅନୁଯାୟୀ ଲୋକଙ୍କୁ ସମର୍ଥନ ଏବଂ ସାହାଯ୍ୟ କରିବା ଏବଂ ମୁଁ ମୋର ଫାଉଣ୍ଡେସନ୍
@YOUWECAN ମାଧ୍ୟମରେ ଏହା ଜାରି ରଖିବି। ଏହା ସହ ସେ ସ୍ପଷ୍ଟ କରିଛନ୍ତି ଯେ, ସେ ଆଗାମୀ ଲୋକସଭା ନିର୍ବାଚନରେ ​​ପ୍ରତିଦ୍ୱନ୍ଦ୍ୱିତା କରିବେ ନାହିଁ।

Contrary to media reports, I'm not contesting elections from Gurdaspur. My passion lies in supporting and helping people in various capacities, and I will continue to do so through my foundation @YOUWECAN. Let's continue making a difference together to the best of our abilities❤️

— Yuvraj Singh (@YUVSTRONG12) March 1, 2024

election 2024 Loksabha Election punjab yuvraj singh
Share. Facebook Twitter LinkedIn Email WhatsApp Copy Link

Related Posts

ସମ୍ବଲପୁର ଓ ଝାରସୁଗୁଡ଼ା ସମେତ ଓଡ଼ିଶା ହେବ ଦେଶର ଅଗ୍ରଣୀ ମ୍ୟାନୁଫ୍ୟାକଚରିଂ ଏବଂ ଲଜିଷ୍ଟିକ୍ ହବ୍

April 25, 2026

କାକାବନ୍ଧ ଆଶ୍ରମ ସ୍କୁଲ ହଷ୍ଟେଲରେ ୧୨ ବର୍ଷୀୟ ଛାତ୍ରଙ୍କ ମୃତ୍ୟୁ ଏବଂ ୧୦୦ରୁ ଅଧିକ ଅସୁସ୍ଥ ହେବା ଘଟଣାରେ ନିଜ ଆଡୁ ମାମଲା ରୁଜ୍ଜୁ କଲେ ଜାତୀୟ ମାନବାଧିକାର ଆୟୋଗ

April 24, 2026

ଆଇ.ଆର୍.ସି.ଟି.ସି ର ବୁଦ୍ଧିଷ୍ଟ ସର୍କିଟ ପର୍ଯ୍ୟଟକ ପ୍ୟାକେଜ୍ ଉପରେ ସ୍ୱତନ୍ତ୍ର ୨୦% ରିହାତି

April 24, 2026

ଆସନ୍ତା୩୦ରେ ବିଧାନସଭାର ସ୍ଵତନ୍ତ୍ର ଅଧିବେଶନ

April 24, 2026
Latest News

ସମ୍ବଲପୁର ଓ ଝାରସୁଗୁଡ଼ା ସମେତ ଓଡ଼ିଶା ହେବ ଦେଶର ଅଗ୍ରଣୀ ମ୍ୟାନୁଫ୍ୟାକଚରିଂ ଏବଂ ଲଜିଷ୍ଟିକ୍ ହବ୍

April 25, 2026

କାକାବନ୍ଧ ଆଶ୍ରମ ସ୍କୁଲ ହଷ୍ଟେଲରେ ୧୨ ବର୍ଷୀୟ ଛାତ୍ରଙ୍କ ମୃତ୍ୟୁ ଏବଂ ୧୦୦ରୁ ଅଧିକ ଅସୁସ୍ଥ ହେବା ଘଟଣାରେ ନିଜ ଆଡୁ ମାମଲା ରୁଜ୍ଜୁ କଲେ ଜାତୀୟ ମାନବାଧିକାର ଆୟୋଗ

April 24, 2026

ଆଇ.ଆର୍.ସି.ଟି.ସି ର ବୁଦ୍ଧିଷ୍ଟ ସର୍କିଟ ପର୍ଯ୍ୟଟକ ପ୍ୟାକେଜ୍ ଉପରେ ସ୍ୱତନ୍ତ୍ର ୨୦% ରିହାତି

April 24, 2026

ଆସନ୍ତା୩୦ରେ ବିଧାନସଭାର ସ୍ଵତନ୍ତ୍ର ଅଧିବେଶନ

April 24, 2026

ବିଜେପିରେ ମିଶିଲେ ରାଘବ, ହୋଇପାରନ୍ତି ପଞ୍ଜାବର ମୁଖ୍ୟ ଚେହେରା !

April 24, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.