Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଜାତୀୟ ଖବର»ଆଜି ମଣି ଭବନରୁ ଅଗଷ୍ଟ କ୍ରାନ୍ତି ମଇଦାନ ପର୍ଯ୍ୟନ୍ତ ମୁମ୍ବାଇରେ ‘ନ୍ୟାୟ ସଂକଳ୍ପ ପଦଯାତ୍ରା କରିବେ ରାହୁଲ ଗାନ୍ଧୀ
ଜାତୀୟ ଖବର

ଆଜି ମଣି ଭବନରୁ ଅଗଷ୍ଟ କ୍ରାନ୍ତି ମଇଦାନ ପର୍ଯ୍ୟନ୍ତ ମୁମ୍ବାଇରେ ‘ନ୍ୟାୟ ସଂକଳ୍ପ ପଦଯାତ୍ରା କରିବେ ରାହୁଲ ଗାନ୍ଧୀ

March 17, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link
ରାହୁଲ ଗାନ୍ଧୀ
ମଧ୍ୟପ୍ରାଚ୍ୟ ସଙ୍କଟ ଉପରେ ସର୍ବଦଳୀୟ ବୈଠକରେ ଯୋଗଦେବେ ନାହିଁ ରାହୁଲ ଗାନ୍ଧୀ: କହିଲେ କାରଣ

ମୁମ୍ବାଇ: ପୂର୍ବତନ କଂଗ୍ରେସ ସଭାପତି ରାହୁଲ ଗାନ୍ଧୀଙ୍କ ନେତୃତ୍ୱରେ ‘ଭାରତ ଯୋଡୋ ନ୍ୟାୟ ଯାତ୍ରା’ ସମାପ୍ତ ହେବାପରେ ମୁମ୍ବାଇର ପ୍ରସିଦ୍ଧ ଶିବାଜୀ ପାର୍କରେ ଆଜି ଆୟୋଜିତ ହେବାକୁ ଥିବା ଏହି ରାଲି ବିରୋଧୀ ଦଳ ‘ଇଣ୍ଡିଆ’ ଶକ୍ତି ପ୍ରଦର୍ଶନ କରିବେ। ଏହି ରାଲିରେ ତାମିଲନାଡୁର ମୁଖ୍ୟମନ୍ତ୍ରୀ ଏମ.କେ ଷ୍ଟାଲିନ, ରାଷ୍ଟ୍ରୀୟ ଜନତା ଦଳର ନେତା ତେଜସ୍ୱୀ ଯାଦବ ଏବଂ ସମାଜବାଦୀ ପାର୍ଟି ମୁଖ୍ୟ ଅଖିଳେଶ ଅଂଶଗ୍ରହଣ କରିବେ। ରାହୁଲ ଗାନ୍ଧୀ ‘ଭରତ ଯୋଡୋ ନ୍ୟାୟ ଯାତ୍ରା’ ସମାପ୍ତ କରିବା ପରେ ଆଜି ସକାଳେ ମଣି ଭବନରୁ ଅଗଷ୍ଟ କ୍ରାନ୍ତି ମଇଦାନ ପର୍ଯ୍ୟନ୍ତ ମୁମ୍ବାଇରେ ‘ନ୍ୟାୟ ସଂକଳ୍ପ ପଦଯାତ୍ରା’ ବାହାର କରିବେ।

ମହାରାଷ୍ଟ୍ର ବିଧାନସଭାରେ ବିରୋଧୀଦଳର ନେତା ବିଜୟ ୱଡେଟିୱାର କହିଛନ୍ତି ଯେ, ସାଂସ୍କୃତିକ ତଥା ସାମାଜିକ କ୍ଷେତ୍ରର ବିଶିଷ୍ଟ ବ୍ୟକ୍ତିମାନେ ଗାନ୍ଧୀଙ୍କ ସହ ଯୋଗ ଦେବେ। ଏହା ପରେ ଗାନ୍ଧୀ ଅଗଷ୍ଟ କ୍ରାନ୍ତି ମଇଦାନ ନିକଟ ତେଜପାଲ ହଲରେ ଅଂଶଗ୍ରହଣକାରୀଙ୍କ ସହ କଥା ହେବେ।

bharat jodo nyay yatra elections Loksabha Elections 2024 rahul gandhi
Share. Facebook Twitter LinkedIn Email WhatsApp Copy Link

Related Posts

ପେଟ୍ରୋଲ ଓ ଡିଜେଲ ଉପରେ କେନ୍ଦ୍ରୀୟ ଅବକାରୀ ଶୁଳ୍କ ହ୍ରାସ ନିଷ୍ପତ୍ତିକୁ କେନ୍ଦ୍ରମନ୍ତ୍ରୀଙ୍କ ସ୍ୱାଗତ

March 27, 2026

“ହର୍ମୁଜ୍ ପଥ ଦେଇ ଭାରତ ଆସୁଛି ଆଉ ଚାରୋଟି ଏଲପିଜି ଜାହାଜ”: ବୈଦେଶିକ ମନ୍ତ୍ରଣାଳୟ

March 27, 2026

ଓଡ଼ିଶା ପାଇଁ ରେଳବାଇ ସମ୍ପର୍କରେ ସାଂସଦ ଶୁଭାଶିଷ ଖୁଣ୍ଟିଆଙ୍କ ପ୍ରଶ୍ନ: ଉତ୍ତର ଦେଲେ ରେଳମନ୍ତ୍ରୀ

March 27, 2026

ପୁଣି ଥରେ ରୁଷଠାରୁ ଏସ-୪୦୦ ପ୍ରତିରକ୍ଷା ପ୍ରଣାଳୀ କିଣିବ ଭାରତ: ଅନୁମୋଦନ କଲା DAC

March 27, 2026
Latest News

ପେଟ୍ରୋଲ ଓ ଡିଜେଲ ଉପରେ କେନ୍ଦ୍ରୀୟ ଅବକାରୀ ଶୁଳ୍କ ହ୍ରାସ ନିଷ୍ପତ୍ତିକୁ କେନ୍ଦ୍ରମନ୍ତ୍ରୀଙ୍କ ସ୍ୱାଗତ

March 27, 2026

“ହର୍ମୁଜ୍ ପଥ ଦେଇ ଭାରତ ଆସୁଛି ଆଉ ଚାରୋଟି ଏଲପିଜି ଜାହାଜ”: ବୈଦେଶିକ ମନ୍ତ୍ରଣାଳୟ

March 27, 2026

ଓଡ଼ିଶା ପାଇଁ ରେଳବାଇ ସମ୍ପର୍କରେ ସାଂସଦ ଶୁଭାଶିଷ ଖୁଣ୍ଟିଆଙ୍କ ପ୍ରଶ୍ନ: ଉତ୍ତର ଦେଲେ ରେଳମନ୍ତ୍ରୀ

March 27, 2026

ପୁଣି ଥରେ ରୁଷଠାରୁ ଏସ-୪୦୦ ପ୍ରତିରକ୍ଷା ପ୍ରଣାଳୀ କିଣିବ ଭାରତ: ଅନୁମୋଦନ କଲା DAC

March 27, 2026

ତିନି ଦିନ ମଧ୍ୟରେ ଲଗାତାର ତୃତୀୟ ଥର ପାଇଁ ଦିଲ୍ଲୀ ବିଧାନସଭାକୁ ବୋମା ଧମକ

March 27, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.