Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଜାତୀୟ ଖବର»ହାତ ଛାଡିଲେ କଂଗ୍ରେସର ବରିଷ୍ଠ ନେତା ଗଣେଶ୍ବର ବେହେରା, ଜାଣନ୍ତୁ କେଉଁ ଦଳରେ ହେବେ ସାମିଲ
ଜାତୀୟ ଖବର

ହାତ ଛାଡିଲେ କଂଗ୍ରେସର ବରିଷ୍ଠ ନେତା ଗଣେଶ୍ବର ବେହେରା, ଜାଣନ୍ତୁ କେଉଁ ଦଳରେ ହେବେ ସାମିଲ

April 2, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link
ହାତ ଛାଡିଲେ କଂଗ୍ରେସର ବରିଷ୍ଠ ନେତା ଗଣେଶ୍ବର ବେହେରା, ଜାଣନ୍ତୁ କେଉଁ ଦଳରେ ହେବେ ସାମିଲ

ଭୁବନେଶ୍ବର: ଶେଷରେ କଂଗ୍ରେସକୁ ବାଏ ବାଏ କରିଛନ୍ତି ବରିଷ୍ଠ ନେତା ଗଣେଶ୍ବର ବେହେରା। ସେ ଆଜି କଂଗ୍ରେସ ସଭାପତିଙ୍କୁ ତାଙ୍କର ଇସ୍ତଫା ପତ୍ର ପଠାଇ ଦେଇଛନ୍ତି। ଗଣେଶ୍ବର ହେଉଛନ୍ତି କେନ୍ଦ୍ରାପଡାର ଜଣେ ପରିଚିତ ନେତା। ତାଙ୍କର ସେହି ଜିଲ୍ଲାରେ ଭଲ ସଂଗଠନ ରହିଛି।  ତାଙ୍କର ଇସ୍ତଫା ପରେ କେନ୍ଦ୍ରାପଡା ରାଜନୀତି ବେଶ ସରଗରମ ହୋଇପଡିଛି।

ଇସ୍ତଫା ପରେ ସେ କହିଛନ୍ତି ଯେ, କଂଗ୍ରେସରେ କିଛି ହୋଇପାରିବ ନାହିଁ। କ୍ଷମତାକୁ ଆସିବାକୁ ହେଲେ ଦଳ ପରିବର୍ତ୍ତନ ଆବଶ୍ୟକ ବୋଲି କହିଛନ୍ତି। ସେ ତାଙ୍କ ଇସ୍ତଫା ପତ୍ରରେ ଉଲ୍ଲେଖ କରିଛନ୍ତି ଯେ, ମୋତେ କଂଗ୍ରେସ ଦୁଇଥର ବିଧାୟକ କରିଛି, ମନ୍ତ୍ରୀ ମଧ୍ୟ କରିଛି। ହେଲେ ବର୍ତ୍ତମାନ ସେହି ଦଳରେ ରହି ସେବା କରିପାରୁ ନାହିଁ। ସେଥିପାଇଁ ଦୁଃଖିତ ବୋଲି ଗଣେଶ୍ବର କହିଛନ୍ତି। ତେବେ ସେ ଖୁବ ଶିଘ୍ର ବିଜେଡିରେ ସାମିଲ ହେବେ ବୋଲି ଜଣାପଡିଛି।

Ganeswar Behera odishaelection2024 ଓଡିଶାନିର୍ବାଚନ2024 କଂଗ୍ରେସ ଛାଡିଲେ କେନ୍ଦ୍ରାପଡା ଗଣେଶ୍ବର ବେହେରା
Share. Facebook Twitter LinkedIn Email WhatsApp Copy Link

Related Posts

ଭାରତକୁ ଆସୁଥିବା ଶିବାଲିକ୍ ଏବଂ ନନ୍ଦା ଦେବୀ ଜାହାଜରେ କେତେ ଦିନର ଏଲପିଜି ଅଛି?: ଜାଣନ୍ତୁ….

March 16, 2026

ବାଂଲାଦେଶ ଠାରୁ ହାରିବା ପରେ ପାକିସ୍ତାନ ଉପରେ ଉଠିଲା ପ୍ରଶ୍ନ: ମୋହସିନ୍ ନକଭିଙ୍କୁ କଟାକ୍ଷ

March 16, 2026

ଏସସିବି ଅଗ୍ନିକାଣ୍ଡ ମାମଲା: ମୃତକଙ୍କ ପରିବାରକୁ ଅନୁକମ୍ପା ରାଶି ଘୋଷଣା କଲେ ପ୍ରଧାନମନ୍ତ୍ରୀ

March 16, 2026

“ଉପାସନା ମହାପାତ୍ରଙ୍କ ଭୋଟ ଆଚରଣ ବିଧି ଉଲ୍ଲଂଘନ କରେ’: ଅଭିଯୋଗ କଲେ ନବୀନ ପଟ୍ଟନାୟକ

March 16, 2026
Latest News

ଭାରତକୁ ଆସୁଥିବା ଶିବାଲିକ୍ ଏବଂ ନନ୍ଦା ଦେବୀ ଜାହାଜରେ କେତେ ଦିନର ଏଲପିଜି ଅଛି?: ଜାଣନ୍ତୁ….

March 16, 2026

ବାଂଲାଦେଶ ଠାରୁ ହାରିବା ପରେ ପାକିସ୍ତାନ ଉପରେ ଉଠିଲା ପ୍ରଶ୍ନ: ମୋହସିନ୍ ନକଭିଙ୍କୁ କଟାକ୍ଷ

March 16, 2026

ଏସସିବି ଅଗ୍ନିକାଣ୍ଡ ମାମଲା: ମୃତକଙ୍କ ପରିବାରକୁ ଅନୁକମ୍ପା ରାଶି ଘୋଷଣା କଲେ ପ୍ରଧାନମନ୍ତ୍ରୀ

March 16, 2026

“ଉପାସନା ମହାପାତ୍ରଙ୍କ ଭୋଟ ଆଚରଣ ବିଧି ଉଲ୍ଲଂଘନ କରେ’: ଅଭିଯୋଗ କଲେ ନବୀନ ପଟ୍ଟନାୟକ

March 16, 2026

ରାଜ୍ୟସଭା ନିର୍ବାଚନ: ଉପାସନା ମହାପାତ୍ରଙ୍କ ଭୋଟକୁ ବିରୋଧ କଲେ ବିରୋଧୀ

March 16, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.