Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଜାତୀୟ ଖବର»ଆଜି ପ୍ରକାଶ ପାଇବ କି ଦଶମ ଏବଂ ଦ୍ୱାଦଶ ବୋର୍ଡ ଫଳାଫଳ?, ଏହା ହେଉଛି ଅପଡେଟ
ଜାତୀୟ ଖବର

ଆଜି ପ୍ରକାଶ ପାଇବ କି ଦଶମ ଏବଂ ଦ୍ୱାଦଶ ବୋର୍ଡ ଫଳାଫଳ?, ଏହା ହେଉଛି ଅପଡେଟ

April 15, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link
CBSE Exam
ଆଡମିଟ୍ କାର୍ଡ ଜାରି କଲା CBSE: ଦଶମ ଏବଂ ଦ୍ୱାଦଶ ଛାତ୍ରଛାତ୍ରୀମାନେ ତୁରନ୍ତ କରନ୍ତୁ ଡାଉନଲୋଡ୍

ନୂଆଦିଲ୍ଲୀ: CBSE ଦଶମ ଏବଂ ଦ୍ୱାଦଶ ପରୀକ୍ଷାର୍ଥୀଙ୍କ ପାଇଁ ଏକ ଖୁସି ଖବର ଅଛି। ବୋର୍ଡ ଏଥର ଶୀଘ୍ର ଫଳାଫଳ ପ୍ରକାଶ କରିପାରେ। ଏହା ପଛର କାରଣ ହେଉଛି ଲୋକସଭା ନିର୍ବାଚନ। ଚଳିତ ବର୍ଷ ଫେବୃଆରୀ ୧୫ ରୁ ମାର୍ଚ୍ଚ ୧୩ ତାରିଖ ମଧ୍ୟରେ ବୋର୍ଡ ପରୀକ୍ଷା କରାଯାଇଥିଲା।

ଅନେକ ଗଣମାଧ୍ୟମ ରିପୋର୍ଟରେ ଦାବି କରାଯାଇଛି ଯେ, ଦଶମ ବୋର୍ଡ ପରୀକ୍ଷାର ଫଳାଫଳ ଚଳିତ ବର୍ଷ ମେ ମାସର ପ୍ରଥମ ସପ୍ତାହରେ ପ୍ରକାଶ ପାଇବ। ଗତ ବର୍ଷ ଏହି ଫଳାଫଳ ମଇ ୧୨ ତାରିଖ ଅର୍ଥାତ୍ ମେ ମାସର ଦ୍ୱିତୀୟ ସପ୍ତାହରେ ପ୍ରକାଶ ପାଇଥିଲା।

ଏହା କୁହାଯାଉଛି ଯେ, ମେ ୫ ତାରିଖରେ NEET ପରୀକ୍ଷା ପରେ ବୋର୍ଡ ଶୀଘ୍ର ଦଶମ ଏବଂ ଦ୍ୱାଦଶ ଶ୍ରେଣୀର ଫଳାଫଳ ପ୍ରକାଶ କରିବ। ମଇ ୬ ତାରିଖରୁ ମଇ ୧୧ ତାରିଖ ମଧ୍ୟରେ ଯେକୌଣସି ଦିନ ଦଶମ ଫଳାଫଳ ପ୍ରକାଶ ପାଇପାରିବ। ପ୍ରଥମ ସପ୍ତାହରେ ଏହା ଘୋଷଣା ହେବାର ସମସ୍ତ ସମ୍ଭାବନା ଅଛି। ଛାତ୍ରଛାତ୍ରୀମାନେ CBSE ର ଅଫିସିଆଲ୍ ୱେବସାଇଟରେ ସେମାନଙ୍କର ଫଳାଫଳ ଯାଞ୍ଚ କରିପାରିବେ।

cbse exam result result
Share. Facebook Twitter LinkedIn Email WhatsApp Copy Link

Related Posts

୧୯ରୁ ୨୪ ପ୍ରବଳ ଗ୍ରୀଷ୍ମଲହରୀ: ସ୍କୁଲ ଛୁଟି ଘୋଷଣା

April 19, 2026

ନିର୍ମାଣ ହେବ ହିଟ୍ ୱେଭ୍ ଆଶ୍ରୟସ୍ଥଳୀ

April 18, 2026

୨୦୩୬ ସୁଦ୍ଧା ଓଡ଼ିଶା ହେବ ୫୦୦ ବିଲିଅନ ଡଲାର ଅର୍ଥନୀତିର ରାଜ୍ୟ: ମୁଖ୍ୟମନ୍ତ୍ରୀ

April 18, 2026

Weight Loss Tips: ଚା’ ଓ କଫି ପିଅନ୍ତୁ, ଓଜନ ହ୍ରାସ କରନ୍ତୁ

April 18, 2026
Latest News

୧୯ରୁ ୨୪ ପ୍ରବଳ ଗ୍ରୀଷ୍ମଲହରୀ: ସ୍କୁଲ ଛୁଟି ଘୋଷଣା

April 19, 2026

ନିର୍ମାଣ ହେବ ହିଟ୍ ୱେଭ୍ ଆଶ୍ରୟସ୍ଥଳୀ

April 18, 2026

୨୦୩୬ ସୁଦ୍ଧା ଓଡ଼ିଶା ହେବ ୫୦୦ ବିଲିଅନ ଡଲାର ଅର୍ଥନୀତିର ରାଜ୍ୟ: ମୁଖ୍ୟମନ୍ତ୍ରୀ

April 18, 2026

Weight Loss Tips: ଚା’ ଓ କଫି ପିଅନ୍ତୁ, ଓଜନ ହ୍ରାସ କରନ୍ତୁ

April 18, 2026

ପୂର୍ବତଟ ରେଳପଥ ଦ୍ୱାରା ପୂର୍ବଘାଟ ପର୍ବତମାଳାରେ ରେକର୍ଡ ସଂଖ୍ୟକ ଟନେଲ୍ ନିର୍ମାଣ

April 18, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.