Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଜାତୀୟ ଖବର»ଯାଜପୁରରେ ମର୍ମନ୍ତୁଦ ସଡକ ଦୁର୍ଘଟଣା, ବ୍ରିଜ ତଳକୁ ଖସିଲା ବସ, ପାଞ୍ଚ ଜଣଙ୍କ ମୃତ୍ୟୁ
ଜାତୀୟ ଖବର

ଯାଜପୁରରେ ମର୍ମନ୍ତୁଦ ସଡକ ଦୁର୍ଘଟଣା, ବ୍ରିଜ ତଳକୁ ଖସିଲା ବସ, ପାଞ୍ଚ ଜଣଙ୍କ ମୃତ୍ୟୁ

April 15, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link
ଯାଜପୁରରେ ମର୍ମନ୍ତୁଦ ସଡକ ଦୁର୍ଘଟଣା, ବ୍ରିଜ ତଳକୁ ଖସିଲା ବସ, ପାଞ୍ଚ ଜଣଙ୍କ ମୃତ୍ୟୁ

ଭୁବନେଶ୍ବର: ଆଜି ସଂଧ୍ୟାରେ ଯାଜପୁରର ଧର୍ମଶାଳା ନିକଟରେ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଯାଇଛି। ପୁରୀରୁ କୋଲକତା ଯାଉଥିବା ବସଟି ଏନଏଚ 6 ବାରବାଟୀ ବ୍ରିଜ ନିକଟରେ ନିୟନ୍ତ୍ରଣ ହରାଇ ତଳକୁ ଖସିପଡିଥିଲା।ଫଳରେ ପାଞ୍ଚଜଣଙ୍କର ମୃତ୍ୟୁ ହୋଇଥିବାର ଜଣାପଡିଛି।

ଦୁର୍ଘଟଣା ପରେ ସ୍ଥାନୀୟ ଲୋକେ ଏକାଠି ହୋଇ ଉଦ୍ଧାର କାର୍ଯ୍ୟ ଜାରୀ ରଖିଛନ୍ତି। ଆହତମାନଙ୍କୁ ସ୍ଥାନୀୟ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ତେବେ ଗୁରୁତର ଥିବା କେତେକ ଯାତ୍ରୀଙ୍କୁ କଟକ ସ୍ଥାନାନ୍ତରିତ କରାଯାଇଛି। ଘଟଣା ସ୍ଥଳରେ ଏସପି ଏବଂ ଉଦ୍ଧାରକାରୀ ଦଳ ପହଞ୍ଚି କାର୍ଯ୍ୟ ଆରମ୍ଭ କରିଛନ୍ତି।

ସେଠାରେ 16ଟି ଆମ୍ବୁଲାନସ ନିୟୋଜିତ କରାଯାଇଥିବା ଜଣାପଡିଛି। ଏଥିସହିତ ଏକ ଡାକ୍ତରୀ ଦଳ ମଧ୍ୟ ଘଟଣାସ୍ଥଳକୁ ଗସ୍ତ କରିଛନ୍ତି। ତେବେ ମୃତ୍ୟୁ ସଂଖ୍ୟା ବୃଦ୍ଧି ପାଇପାରେ ବୋଲି ଅନୁମାନ କରାଯାଇଛି। ବସଟିର ନାମ କାଳିଆ ନନା ବୋଲି ଜଣାପଡିଛି।

bus accident କାଳିଆ ନନା ବସ ଦୁର୍ଘଟଣା
Share. Facebook Twitter LinkedIn Email WhatsApp Copy Link

Related Posts

ଚିଲିକାକୁ ବିଶ୍ୱସ୍ତରୀୟ ପର୍ଯ୍ୟଟନ କ୍ଷେତ୍ର ଭାବେ ଗଢ଼ିବା ଲକ୍ଷ୍ୟ: ବିସ୍ତୃତ ଆଲୋଚନା କଲେ ଆଇନ ମନ୍ତ୍ରୀ

July 31, 2026

ଗଲୱାନ ସଂଘର୍ଷ ପରେ ପ୍ରଥମ ଥର ପାଇଁ ଭାରତ ଗସ୍ତରେ ଆସିବେ ସି ଜିନପିଙ୍ଗ

July 31, 2026

ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁଙ୍କୁ ହତ୍ୟା ଷଡଯନ୍ତ୍ର!: ଜୈଶ ଆତଙ୍କବାଦୀ ଗିରଫ

July 31, 2026

Odisha CM Meets Amit Shah: ଗୃହମନ୍ତ୍ରୀ ଅମିତ ଶାହାଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ

July 31, 2026
Latest News

ଚିଲିକାକୁ ବିଶ୍ୱସ୍ତରୀୟ ପର୍ଯ୍ୟଟନ କ୍ଷେତ୍ର ଭାବେ ଗଢ଼ିବା ଲକ୍ଷ୍ୟ: ବିସ୍ତୃତ ଆଲୋଚନା କଲେ ଆଇନ ମନ୍ତ୍ରୀ

July 31, 2026

ଗଲୱାନ ସଂଘର୍ଷ ପରେ ପ୍ରଥମ ଥର ପାଇଁ ଭାରତ ଗସ୍ତରେ ଆସିବେ ସି ଜିନପିଙ୍ଗ

July 31, 2026

ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁଙ୍କୁ ହତ୍ୟା ଷଡଯନ୍ତ୍ର!: ଜୈଶ ଆତଙ୍କବାଦୀ ଗିରଫ

July 31, 2026

Odisha CM Meets Amit Shah: ଗୃହମନ୍ତ୍ରୀ ଅମିତ ଶାହାଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ

July 31, 2026

ରେଳ ଯାତ୍ରୀଙ୍କ ପାଇଁ ସହଜ ହେବ ଯାତ୍ରା: ଗୋଟିଏ ଆପ୍ ରେ ପାଇବେ ସବୁ ପ୍ରକାର ସୁବିଧା

July 31, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.