Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଜାତୀୟ ଖବର»ରୋଚକ ମୋଡରେ ସମ୍ବଲପୁର ଲୋକସଭା ନିର୍ବାଚନ, ଏନଏଚ ପ୍ରସଂଗ ନେଇ ଧର୍ମେନ୍ଦ୍ରଙ୍କୁ ବାଣ ମାରିଲେ ପ୍ରଣବ ଦାସ
ଜାତୀୟ ଖବର

ରୋଚକ ମୋଡରେ ସମ୍ବଲପୁର ଲୋକସଭା ନିର୍ବାଚନ, ଏନଏଚ ପ୍ରସଂଗ ନେଇ ଧର୍ମେନ୍ଦ୍ରଙ୍କୁ ବାଣ ମାରିଲେ ପ୍ରଣବ ଦାସ

April 18, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link
ରୋଚକ ମୋଡରେ ସମ୍ବଲପୁର ଲୋକସଭା ନିର୍ବାଚନ, ଏନଏଚ ପ୍ରସଂଗ ନେଇ ଧର୍ମେନ୍ଦ୍ରଙ୍କୁ ବାଣ ମାରିଲେ ପ୍ରଣବ ଦାସ

ଭୁବନେଶ୍ବର: ଧୀରେ ଧୀରେ ଏକ ରୋଚକ ମୋଡକୁ ଯାଉଛି ସମ୍ବଲପୁର ଲୋକସଭା ନିର୍ବାଚନ। ସାରା ଓଡିଶାର ବର୍ତ୍ତମାନ ସମ୍ବଲପୁର ନିର୍ବାଚନ ଉପରେ ଆଖି। କାରଣ ହେଲା ଏହି ଆସନରେ ଦୁଇ ଦଳର ହେଭିୱେଟଙ୍କ ଲଢେଇ ହେଉଛି। ବିଜେପିରୁ ଧର୍ମେନ୍ଦ୍ର ପ୍ରଧାନ ବନାମ ବିଜେଡିରୁ ପ୍ରଣବ ପ୍ରକାଶ ଦାସ।

ସେହି ଲଢେଇ ଭିତରେ ଆଜି ପ୍ରଣବ ପ୍ରକାଶ ଦାସ ସାମାଜିକ ଗଣମାଧ୍ୟମରେ ଏକ ବାଣ ଫୁଟାଇ ଦେଇଛନ୍ତି। ସେ ଧର୍ମେନ୍ଦ୍ରଙ୍କୁ ଟାର୍ଗେଟ କରି ଦୁଇଟି ଫଟୋ ପୋଷ୍ଟିଂ କରିଛନ୍ତି। ସେଥିରୁ ଗୋଟିଏ NH 55 ର ଅବସ୍ଥା ଥିବା ବେଳେ ଆଉ ଏକ ଫଟୋରେ ଚକଚକିଆ ବିଜୁ ଏକ୍ସପ୍ରେସ ୱେ ଫଟୋ ରହିଛି।

ସେ ଉଲ୍ଲେଖ କରିଛନ୍ତି ଯେ, ଧର୍ମେନ୍ଦ୍ର ଭାଇ, ଏହି ଦୁଇଟି ଫଟୋକୁ ଟିକେ ଭଲ ଭାବେ ଦେଖନ୍ତୁ। ଫଟୋ – ୦୧ : ଏହା ବିଜୁ ଏକ୍ସପ୍ରେସ ୱେ । ରାଜ୍ୟ ସରକାରଙ୍କ ଦ୍ୱାରା ନିର୍ମିତ, ଦେଶର ଅନ୍ୟତମ ଶ୍ରେଷ୍ଠ ରାସ୍ତା ଫଟୋ – ୦୨ : ଏହା ଏନଏଚ-୫୫, ୧୦ ବର୍ଷ ହେଲା କାମ ସରୁନି ଧର୍ମେନ୍ଦ୍ର ଭାଇ, ଏନଏଚ-୫୫ ରେ ଗତ ୫ ବର୍ଷରେ ୪୦୦ରୁ ଅଧିକ ଦୁର୍ଘଟଣାରେ ୨୦୦ରୁ ଅଧିକ ଲୋକଙ୍କ ଜୀବନ ଯାଇଛି।

ଏହି ବିପର୍ଯ୍ୟସ୍ତ ଅବସ୍ଥା ପାଇଁ ଅଂଚଳବାସୀ, ନିର୍ଦ୍ଦିଷ୍ଟ ଭାବେ ସମ୍ବଲପୁରବାସୀଙ୍କ ମନରେ ଥିବା କ୍ଷୋଭକୁ ମୁଁ ଅନୁଭବ କରିପାରୁଛି। ଏହାକୁ ନେଇ ରାଜ୍ୟ ରାଜନୀତିରେ ବେଶ ଚର୍ଚ୍ଚା ଚାଲିଛି।

BJD odishaelection2024 ଓଡିଶା ନିର୍ବାଚନ 2024 ଧର୍ମେନ୍ଦ୍ର ପ୍ରଧାନ ପ୍ରଣବ ପ୍ରକାଶ ଦାସ ସମ୍ବଲପୁର ଲୋକସଭା
Share. Facebook Twitter LinkedIn Email WhatsApp Copy Link

Related Posts

ସପ୍ତମ ଦିନରେ ଆଉଟସୋର୍ସିଙ୍ଗ କର୍ମଚାରୀଙ୍କ ଆନ୍ଦୋଳନ

March 16, 2026

ଯାତ୍ରୀଗଣ ଧ୍ୟାନ ଦିଅନ୍ତୁ: ପୁରୀ ଷ୍ଟେସନରେ ଭିତ୍ତିଭୂମି ଉନ୍ନତିକରଣ ପାଇଁ ଟ୍ରେନ୍ ଚଳାଚଳରେ ପରିବର୍ତ୍ତନ

March 16, 2026

ଚର୍ଲାପାଲ୍ଲିରୁ କାମାକ୍ଷା ଓ ଶାଲିମାରକୁ ଦୁଇଟି ଅମୃତ ଭାରତ ଏକ୍ସପ୍ରେସ୍ ଟ୍ରେନ ସେବା

March 16, 2026

Common PG Entrance Test ଆବେଦନ ପାଇଁ ବଢିଲା ସମୟ ସୀମା 

March 16, 2026
Latest News

ସପ୍ତମ ଦିନରେ ଆଉଟସୋର୍ସିଙ୍ଗ କର୍ମଚାରୀଙ୍କ ଆନ୍ଦୋଳନ

March 16, 2026

ଯାତ୍ରୀଗଣ ଧ୍ୟାନ ଦିଅନ୍ତୁ: ପୁରୀ ଷ୍ଟେସନରେ ଭିତ୍ତିଭୂମି ଉନ୍ନତିକରଣ ପାଇଁ ଟ୍ରେନ୍ ଚଳାଚଳରେ ପରିବର୍ତ୍ତନ

March 16, 2026

ଚର୍ଲାପାଲ୍ଲିରୁ କାମାକ୍ଷା ଓ ଶାଲିମାରକୁ ଦୁଇଟି ଅମୃତ ଭାରତ ଏକ୍ସପ୍ରେସ୍ ଟ୍ରେନ ସେବା

March 16, 2026

Common PG Entrance Test ଆବେଦନ ପାଇଁ ବଢିଲା ସମୟ ସୀମା 

March 16, 2026

ରାଜ୍ୟସଭା ଜିତିବା ପରେ ମନମୋହନ, ସୁଜିତ କୁମାର ଏବଂ ଦିଲ୍ଲୀପ ରାୟଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

March 16, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.