Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଜାତୀୟ ଖବର»ହେମନ୍ତ ସୋରେନଙ୍କୁ ସୁପ୍ରିମକୋର୍ଟଙ୍କ ଝଟକା: ‘ଅଭିଯୋଗ ଗୁରୁତର’ ଦର୍ଶାଇ ଶୁଣାଣି କରିବାକୁ କଲେ ମନା
ଜାତୀୟ ଖବର

ହେମନ୍ତ ସୋରେନଙ୍କୁ ସୁପ୍ରିମକୋର୍ଟଙ୍କ ଝଟକା: ‘ଅଭିଯୋଗ ଗୁରୁତର’ ଦର୍ଶାଇ ଶୁଣାଣି କରିବାକୁ କଲେ ମନା

May 13, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link
ସୁପ୍ରିମକୋର୍ଟ
ଫାଶୀଦଣ୍ଡର ବିକଳ୍ପ ପଦ୍ଧତିକୁ ଖାରଜ କଲେ ସୁପ୍ରିମ କୋର୍ଟ: କେନ୍ଦ୍ରକୁ ଦେଲେ ଏହି ପରାମର୍ଶ

ନୂଆଦିଲ୍ଲୀ: ଝାଡଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କୁ ଜମି ଦୁର୍ନୀତି ସହ ଜଡିତ ଅର୍ଥ ହେରଫେର ମାମଲାରେ ସୁପ୍ରିମକୋର୍ଟଙ୍କଠାରୁ ଝଟକା ଲାଗିଛି। ଆଜି କୋର୍ଟ କହିଛନ୍ତି ଯେ, ଲୋକସଭା ନିର୍ବାଚନକୁ ଦୃଷ୍ଟିରେ ରଖି ଆମେ ସୋରେନଙ୍କୁ ଜାମିନ ପ୍ରଦାନ କରିପାରିବୁ ନାହିଁ, କାରଣ ଅଭିଯୋଗ ଗୁରୁତର ଅଟେ।

ଶୁଣାଣି ସମୟରେ ଜଷ୍ଟିସ ସଞ୍ଜୀବ ଖାନ୍ନା କହିଛନ୍ତି ଯେ, ଅଭିଯୋଗ ଗୁରୁତର ଥିବାରୁ ଇଡି ଠାରୁ ଶୁଣିବା ବିନା ଗିରଫଦାରୀ ବିରୋଧରେ ଆପଣଙ୍କ (ହେମନ୍ତ ସୋରେନ) ଆବେଦନ ଉପରେ କୌଣସି ଆଦେଶ ଦେବୁ ନାହିଁ। ଯଦି ନିର୍ବାଚନ ଅଛି, ତଥାପି ଆମେ ଏଥିରେ ଆପଣଙ୍କୁ ସାହାଯ୍ୟ କରିପାରିବୁ ନାହିଁ।

ed hemant soren Legal News Lok Sabha Election LOK SABHA ELECTION 2024 Supreme Court
Share. Facebook Twitter LinkedIn Email WhatsApp Copy Link

Related Posts

“ଆମେ ଭାରତକୁ ଯେତିକି ତେଲ ଆବଶ୍ୟକ ସେତିକି ଦେବୁ”: ଟ୍ରମ୍ପଙ୍କୁ ଚିଡ଼ାଇବ ରୁଷର ଏହି ବୟାନ

September 4, 2026

ନେପାଳ ବନ୍ୟାର ନଅ ଦିନ ପରେ ହେଲା ଚମତ୍କାର!: ଭଗ୍ନାବଶେଷରୁ ଦୁଇ ଶ୍ରମିକ ଜୀବିତ ଉଦ୍ଧାର

September 4, 2026

ଇସ୍ରୋର ଐତିହାସିକ ସଫଳତା: ମହାକାଶକୁ ଗଲା ଭାରତର ପ୍ରଥମ ଜିଓ-ଅର୍ବିଟ୍ ଇମେଜିଂ ସାଟେଲାଇଟ୍

September 4, 2026

ଏସିଆ କପରେ ଶତକ ହାସଲ କରି ୧୦ଟି ବଡ଼ ରେକର୍ଡ ଭାଙ୍ଗିଲେ ସ୍ମୃତି ମନ୍ଧାନା

September 4, 2026
Latest News

“ଆମେ ଭାରତକୁ ଯେତିକି ତେଲ ଆବଶ୍ୟକ ସେତିକି ଦେବୁ”: ଟ୍ରମ୍ପଙ୍କୁ ଚିଡ଼ାଇବ ରୁଷର ଏହି ବୟାନ

September 4, 2026

ସ୍କୁଲ ଛାତ୍ରଛାତ୍ରୀଙ୍କ ପାଇଁ ରାଜ୍ୟ ସରକାରଙ୍କ ଘୋଷଣା: ଦୁର୍ଘଟଣା ଘଟିଲେ ମିଳିବ ୨ ଲକ୍ଷ ଟଙ୍କା ସହାୟତା

September 4, 2026

ନେପାଳ ବନ୍ୟାର ନଅ ଦିନ ପରେ ହେଲା ଚମତ୍କାର!: ଭଗ୍ନାବଶେଷରୁ ଦୁଇ ଶ୍ରମିକ ଜୀବିତ ଉଦ୍ଧାର

September 4, 2026

ପୋଲିସ ଏନକାଉଣ୍ଟର: ଦୁର୍ଦ୍ଦାନ୍ତ ଡକାୟତ ଲୋକେଶ ଗୁରୁତର, ଜଣେ ଫେରାର

September 4, 2026

ଇସ୍ରୋର ଐତିହାସିକ ସଫଳତା: ମହାକାଶକୁ ଗଲା ଭାରତର ପ୍ରଥମ ଜିଓ-ଅର୍ବିଟ୍ ଇମେଜିଂ ସାଟେଲାଇଟ୍

September 4, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.