Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଜାତୀୟ ଖବର»ଆସୁଛନ୍ତି ଅମିତ ଶାହ, କଣ୍ଟାବାଞ୍ଜୀ ନିର୍ବାଚନ ମଣ୍ଡଳି ରୋଡ ସୋ କାହିଁକି ହେଲା ବାତିଲ ??
ଜାତୀୟ ଖବର

ଆସୁଛନ୍ତି ଅମିତ ଶାହ, କଣ୍ଟାବାଞ୍ଜୀ ନିର୍ବାଚନ ମଣ୍ଡଳି ରୋଡ ସୋ କାହିଁକି ହେଲା ବାତିଲ ??

May 14, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ଆସନ୍ତାକାଲି ପୁଣି ଓଡିଶା ଆସୁଛନ୍ତି ଗୃହମନ୍ତ୍ରୀ ଅମିତ ଶାହ। ହେଲେ ସେ କଣ୍ଟାବାଞ୍ଜୀ ପ୍ରଚାରକୁ ବାତିଲ କରିଛନ୍ତି। ପୂର୍ବରୁ କୁହାଯାଇଥିଲା ଯେ, ଅମିତ ଶାହ ପ୍ରଚାରରେ ଆସିଲେ ସେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଛିଡା ହୋଇଥିବା କଣ୍ଟାବାଞ୍ଜୀ ନିର୍ବାଚନ ମଣ୍ଡଳୀରେ ଏକ ରୋଡ ସୋ କରିବେ। ହେଲେ ଆଜି ତାହାକୁ ବାତିଲ କରାଯାଇ କଟକରେ ରୋଡ ସୋ କରିବେ ବୋଲି ଜଣାପଡିଛି। ତେବେ କଣ ପାଇଁ କଣ୍ଟାବାଞ୍ଜୀ ରୋଡ ସୋ ବନ୍ଦ ହେଲା ସେ ନେଇ ଚାଲିଛି ଚର୍ଚ୍ଚା।

ରାଜ୍ୟ ବିଜେପି କାର୍ଯ୍ୟାଳୟ ଅନୁସାରେ ଅମିତ ଶାହ ଆସନ୍ତାକାଲି ଦିନ ୧୨ଟା ୩୦ରେ  ଭୁବନେଶ୍ୱର ବିମାନ ବନ୍ଦରରେ ପହଞ୍ଚିବେ। ସେଠାରୁ ସ୍ୱତନ୍ତ୍ର ବିମାନ ଯୋଗେ ସୋରଡା ଯିବେ । ଦିନ ୧. ୩୦ରେ ସେ ସୋରଡାରେ ଜନସଭାରେ ସାମିଲ ହୋଇ ଦଳୀୟ ପ୍ରାର୍ଥୀଙ୍କ ପାଇଁ ଭୋଟ୍ ମାଗିବେ। ଏହା ପରେ ୩ଟା ୩୦ରେ ବୌଦ୍ଧରେ ପହଞ୍ଚି ଦଳୀୟ ସମାବେଶରେ ସାମିଲ ହେବେ। ସେଠାରୁ କଟକ ଆସିବେ ଅମିତ ଶାହ। ସନ୍ଧ୍ୟା ୫ଟା ୩୦ରେ କଟକରେ ରୋଡ୍ ସୋ’କରିବେ।

AmitShahInOdisha ଅମିତ ଶାହ ଓଡିଶା ପ୍ରଚାରରେ ଅମିତ ଶାହ ଓଡିଶାନିର୍ବାଚନ2024 ନବୀନ ପଟ୍ଟନାୟକ
Share. Facebook Twitter LinkedIn Email WhatsApp Copy Link

Related Posts

ମରଣାନ୍ତକ ଆକ୍ରମଣ ମାମଲା: ଅଭିଯୁକ୍ତଙ୍କୁ ଛଅ ବର୍ଷ କାରାଦଣ୍ଡରେ ଦଣ୍ଡିତ କଲେ ବାଣପୁର କୋର୍ଟ

July 29, 2026

ସ୍ୱାମୀ ଲକ୍ଷ୍ମଣାନନ୍ଦ ସରସ୍ୱତୀଙ୍କ ଜୀବନୀ ଆଧାରିତ ପୁସ୍ତକ ଓଡ଼ିଆ ଓ ହିନ୍ଦୀ ଭାଷାରେ ଉନ୍ମୋଚିତ

July 29, 2026

ହଠାତ୍ ସଂସଦରେ ପହଞ୍ଚିଲେ ଏନଏସଏ ଅଜିତ ଡୋଭାଲ: ଜାଣନ୍ତୁ ମୁଖ୍ୟ କାରଣ କ’ଣ?

July 29, 2026

ଭାରତ ଉପରେ ୧୦୦ ପ୍ରତିଶତ ଶୁଳ୍କ ଲାଗୁ କରିବେ ଟ୍ରମ୍ଫ?: ଚିନ୍ତା ବଢାଇଲା ଆମେରିକାର ନୂତନ ବିଲ୍

July 29, 2026
Latest News

ମରଣାନ୍ତକ ଆକ୍ରମଣ ମାମଲା: ଅଭିଯୁକ୍ତଙ୍କୁ ଛଅ ବର୍ଷ କାରାଦଣ୍ଡରେ ଦଣ୍ଡିତ କଲେ ବାଣପୁର କୋର୍ଟ

July 29, 2026

ସ୍ୱାମୀ ଲକ୍ଷ୍ମଣାନନ୍ଦ ସରସ୍ୱତୀଙ୍କ ଜୀବନୀ ଆଧାରିତ ପୁସ୍ତକ ଓଡ଼ିଆ ଓ ହିନ୍ଦୀ ଭାଷାରେ ଉନ୍ମୋଚିତ

July 29, 2026

ହଠାତ୍ ସଂସଦରେ ପହଞ୍ଚିଲେ ଏନଏସଏ ଅଜିତ ଡୋଭାଲ: ଜାଣନ୍ତୁ ମୁଖ୍ୟ କାରଣ କ’ଣ?

July 29, 2026

ଭାରତ ଉପରେ ୧୦୦ ପ୍ରତିଶତ ଶୁଳ୍କ ଲାଗୁ କରିବେ ଟ୍ରମ୍ଫ?: ଚିନ୍ତା ବଢାଇଲା ଆମେରିକାର ନୂତନ ବିଲ୍

July 29, 2026

ବରିଷ୍ଠ ସାମ୍ବାଦିକ ଶାରଦା ପ୍ରସନ୍ନ ନନ୍ଦଙ୍କୁ ଶବରୀ ପ୍ରଭାଦୀପ୍ତ ସମ୍ମାନ

July 29, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.