Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଜାତୀୟ ଖବର»ଷଷ୍ଠ ପର୍ଯ୍ୟାୟରେ ୫୯ ପ୍ରତିଶତରୁ ଅଧିକ ଭୋଟ୍: ଶୀର୍ଷରେ ବଙ୍ଗଳା
ଜାତୀୟ ଖବର

ଷଷ୍ଠ ପର୍ଯ୍ୟାୟରେ ୫୯ ପ୍ରତିଶତରୁ ଅଧିକ ଭୋଟ୍: ଶୀର୍ଷରେ ବଙ୍ଗଳା

May 26, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ଲୋକସଭା ନିର୍ବାଚନର ଷଷ୍ଠ ପର୍ଯ୍ୟାୟ ପାଇଁ ଭୋଟ୍ ଶେଷ ହୋଇଛି। ଷଷ୍ଠ ପର୍ଯ୍ୟାୟରେ ଜାତୀୟ ରାଜଧାନୀ ଦିଲ୍ଲୀର ସମସ୍ତ ସାତୋଟି ଆସନ ସମେତ ଆଠଟି ରାଜ୍ୟ ତଥା କେନ୍ଦ୍ରଶାସିତ ଅଞ୍ଚଳର ୫୮ ଟି ଲୋକସଭା ଆସନରେ ସକାଳ ୭ ଟାରୁ ୬ ଟା ପର୍ଯ୍ୟନ୍ତ ଭୋଟ୍ ଅନୁଷ୍ଠିତ ହୋଇଥିଲା।

ନିର୍ବାଚନ ଆୟୋଗଙ୍କ ଆପ ଅନୁଯାୟୀ, ଷଷ୍ଠ ପର୍ଯ୍ୟାୟରେ ଭୋଟ୍ ଗ୍ରହଣ ସମୟରେ ଆଠଟି ରାଜ୍ୟ ତଥା କେନ୍ଦ୍ରଶାସିତ ଅଞ୍ଚଳରେ ପ୍ରାୟ ୫୯.୫୮ ପ୍ରତିଶତ ଭୋଟ୍ ରେକର୍ଡ କରାଯାଇଛି। ଏହି ପର୍ଯ୍ୟାୟରେ ମୋଟ ୮୮୯ ଜଣ ପ୍ରାର୍ଥୀ ମଇଦାନରେ ଅଛନ୍ତି।

ନିର୍ବାଚନ ଆୟୋଗଙ୍କ ଅନୁଯାୟୀ ବଙ୍ଗଳାରେ ସର୍ବାଧିକ ଭୋଟ୍ ରେକର୍ଡ କରାଯାଇଛି। ୭୮.୧୪ ପ୍ରତିଶତ ମତଦାନ ଏଠାରେ ହୋଇଥିଲା। ଏହା ବ୍ୟତୀତ ଝାଡଖଣ୍ଡରେ ୬୩.୨୭%, ଓଡିଶାରେ ୬୦.୦୭%, ହରିୟାଣାରେ ୫୯.୨୭%, ଜାତୀୟ ରାଜଧାନୀ ଦିଲ୍ଲୀରେ ୫୫.୬୯%, ଉତ୍ତରପ୍ରଦେଶରେ ୫୪.୦୩%, ବିହାରରେ ୫୪.୪୬% ଏବଂ ଜାମ୍ମୁ କାଶ୍ମୀରରେ ୫୨.୭୭% ମତଦାନ ହୋଇଛି।

Elections 2024 Lok Sabha Elections Lok Sabha Elections 2024
Share. Facebook Twitter LinkedIn Email WhatsApp Copy Link

Related Posts

ସୋସିଆଲ ମିଡିଆରେ ନକଲି ଭିଡିଓ ସେୟାର କରିବା ମାମଲା: ୧୯ ଭାରତୀୟଙ୍କୁ ଗିରଫ କଲା ୟୁଏଇ 

March 16, 2026

ରାଜ୍ୟସଭା ନିର୍ବାଚନ: RJD ପାଇଁ ବଢିଲା ସମସ୍ୟା, ତିନି କଂଗ୍ରେସ ବିଧାୟକ ଗାଏବ

March 16, 2026

ବିହାରରେ କ୍ରସ୍ ଭୋଟିଂ କରିବେ ଚାରି ଏନଡିଏ ବିଧାୟକ?: ହଇଚଇ ସୃଷ୍ଟି କଲା ରାଜନୈତିକ ଦାବି 

March 16, 2026

ରାଜ୍ୟସଭା ନିର୍ବାଚନ: ଓଡ଼ିଶା, ବିହାର ଏବଂ ହରିୟାଣାରେ କଡ଼ା ପ୍ରତିଦ୍ୱନ୍ଦ୍ୱିତା, ଜାଣନ୍ତୁ ସଂଖ୍ୟା ଖେଳ

March 16, 2026
Latest News

ସୋସିଆଲ ମିଡିଆରେ ନକଲି ଭିଡିଓ ସେୟାର କରିବା ମାମଲା: ୧୯ ଭାରତୀୟଙ୍କୁ ଗିରଫ କଲା ୟୁଏଇ 

March 16, 2026

ରାଜ୍ୟସଭା ନିର୍ବାଚନ: RJD ପାଇଁ ବଢିଲା ସମସ୍ୟା, ତିନି କଂଗ୍ରେସ ବିଧାୟକ ଗାଏବ

March 16, 2026

ବିହାରରେ କ୍ରସ୍ ଭୋଟିଂ କରିବେ ଚାରି ଏନଡିଏ ବିଧାୟକ?: ହଇଚଇ ସୃଷ୍ଟି କଲା ରାଜନୈତିକ ଦାବି 

March 16, 2026

ରାଜ୍ୟସଭା ନିର୍ବାଚନ: ଓଡ଼ିଶା, ବିହାର ଏବଂ ହରିୟାଣାରେ କଡ଼ା ପ୍ରତିଦ୍ୱନ୍ଦ୍ୱିତା, ଜାଣନ୍ତୁ ସଂଖ୍ୟା ଖେଳ

March 16, 2026

ରାଜ୍ୟସଭା ନିର୍ବାଚନ ପାଇଁ ଆରମ୍ଭ ହେଲା ମତଦାନ, ବିଧାନସଭାରେ ବିଧାୟକମାନେ ଦେଉଛନ୍ତି ଭୋଟ

March 16, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.