Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଜାତୀୟ ଖବର»ଅପରାହ୍ନ ୧ ଟା ପର୍ଯ୍ୟନ୍ତ ୪୦% ଭୋଟ୍: ହିମାଚଳରେ ସର୍ବାଧିକ, ଜାଣନ୍ତୁ ଓଡିଶାରେ କେତେ?
ଜାତୀୟ ଖବର

ଅପରାହ୍ନ ୧ ଟା ପର୍ଯ୍ୟନ୍ତ ୪୦% ଭୋଟ୍: ହିମାଚଳରେ ସର୍ବାଧିକ, ଜାଣନ୍ତୁ ଓଡିଶାରେ କେତେ?

June 1, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ଵର: ଦେଶର ୫୭ ଟି ଆସନରେ ହେବାକୁ ଥିବା ଭୋଟ୍ ତଥ୍ୟକୁ ନିର୍ବାଚନ ଆୟୋଗ ପ୍ରକାଶ କରିଛନ୍ତି। ଅପରାହ୍ନ ୧ ଟା ପର୍ଯ୍ୟନ୍ତ ୪୦.୦୯ ପ୍ରତିଶତ ମତଦାନ ହୋଇଛି। ରାଜ୍ୟ ୱାରୀ ଭୋଟ୍ ପ୍ରତିଶତ ସୂଚନା ନିମ୍ନରେ ଦିଆଯାଇଛି….

ହିମାଚଳ ପ୍ରଦେଶ- ୪୮.୬୩%

ଝାଡଖଣ୍ଡ- ୪୬.୮୦%

ପଶ୍ଚିମବଙ୍ଗ- ୪୫.୦୭%

ଚଣ୍ଡିଗଡ଼- ୪୦.୧୪%

ୟୁପି- ୩୯.୩୧%

ପଞ୍ଜାବ- ୩୭.୮୦%

ଓଡିଶା- ୩୭.୬୪%

ବିହାର- ୩୫.୬୫%

eci election 2024 Lok Sabha Election Odisha vote
Share. Facebook Twitter LinkedIn Email WhatsApp Copy Link

Related Posts

ଦଶମ ଥର ପାଇଁ ଫାଇନାଲରେ ପହଞ୍ଚିଲା ଟିମ୍ ଇଣ୍ଡିଆ: ସେମିଫାଇନାଲରେ ବାଂଲାଦେଶ ପରାସ୍ତ

September 11, 2026

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ସାକ୍ଷାତ କଲେ ପ୍ରିନ୍ସ ରହିମ୍ ଆଗା ଖାନ୍ ପଞ୍ଚମ

September 11, 2026

ସେପ୍ଟେମ୍ବର ୧୧ ରାଶିଫଳ: ଆଜି ତିନୋଟି ରାଶି ପାଇଁ ଆର୍ଥିକ ଲାଭ ସମ୍ଭାବନା

September 11, 2026

କୀଟନାଶକ ପିଇ ପ୍ରେମିକା ମୃତ

September 11, 2026
Latest News

ଦଶମ ଥର ପାଇଁ ଫାଇନାଲରେ ପହଞ୍ଚିଲା ଟିମ୍ ଇଣ୍ଡିଆ: ସେମିଫାଇନାଲରେ ବାଂଲାଦେଶ ପରାସ୍ତ

September 11, 2026

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ସାକ୍ଷାତ କଲେ ପ୍ରିନ୍ସ ରହିମ୍ ଆଗା ଖାନ୍ ପଞ୍ଚମ

September 11, 2026

ସେପ୍ଟେମ୍ବର ୧୧ ରାଶିଫଳ: ଆଜି ତିନୋଟି ରାଶି ପାଇଁ ଆର୍ଥିକ ଲାଭ ସମ୍ଭାବନା

September 11, 2026

କୀଟନାଶକ ପିଇ ପ୍ରେମିକା ମୃତ

September 11, 2026

ଓଡ଼ିଶାରେ ସ୍ଥାପନ ହେବ ଆଧୁନିକ ଚାଉଳ ଓ ମାଣ୍ଡିଆ ପ୍ରକ୍ରିୟାକରଣ କାରଖାନା

September 10, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.