Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଜାତୀୟ ଖବର»ଆସନ୍ତାକାଲି ହେବ ବିଧାନସଭା ଭୋଟ ଗଣତି, ସକାଳ ୬ ଟାରୁ ହେବ ଆରମ୍ଭ
ଜାତୀୟ ଖବର

ଆସନ୍ତାକାଲି ହେବ ବିଧାନସଭା ଭୋଟ ଗଣତି, ସକାଳ ୬ ଟାରୁ ହେବ ଆରମ୍ଭ

June 1, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link
ଆସନ୍ତାକାଲି ହେବ ବିଧାନସଭା ଭୋଟ ଗଣତି, ସକାଳ ୬ ଟାରୁ ହେବ ଆରମ୍ଭ

ନୂଆଦିଲ୍ଲୀ: ଆସନ୍ତାକାଲି ବିଧାନସଭା ଆସନର ହେବ ଭୋଟ ଗଣତି। ଆସନ୍ତାକାଲି ରବିବାରରେ ସକାଳ ୬ ଟାରୁ ଗଣତି ଆରମ୍ଭ ହେବ। ତେବେ ଏହି ଗଣତି କେବଳ ଅରୁଣାଚଳ ପ୍ରଦେଶ ଓ ସିକିମରେ କରାଯିବ। ହେଲେ ଓଡିଶା ଓ ଆନ୍ଧ୍ରପ୍ରଦେଶ ବିଧାନସଭା ଭୋଟ ଗଣତି ଲୋକସଭା ସହିତ ଜୁନ ୪ ତାରିଖରେ କରାଯିବ।

ଅରୁଣାଚଳ ପ୍ରଦେଶ ବିଧାନସଭାର ମୋଟ ୬୦ଟି ଆସନରୁ ୫୦ଟିରେ ଭୋଟ ଗଣତି କରାଯିବ। କାରଣ ସେଠାରେ ୧୦ଟି ଆସନରେ ବିଜେପି ନିଦ୍ବନ୍ଦରେ ନିର୍ବାଚିତ ହୋଇସାରିଛନ୍ତି। ଫଳରେ ବାକି ଆସନରେ ରବିବାରରେ ଗଣତି କରାଯିବ। ଅରୁଣାଚଳ ପ୍ରଦେଶରେ ଗତ ଏପ୍ରିଲ ୧୯ ତାରିଖରେ ନିର୍ବାଚନ କରାଯାଇଥିଲା।

ସେହିପରି ସିକିମ ବିଧାନସଭାରେ ଥିବା ୩୨ ଟି ଆସନ ଭୋଟ ଗଣତି ମଧ୍ୟ ଆସନ୍ତାକାଲି ରବିବାରରେ କରାଯିବ। ଏଠାରେ ଗତ ଏପ୍ରିଲ ୧୯ ତାରିଖରେ ଭୋଟ ଗ୍ରହଣ କରାଯାଇଥିଲା।

Vote Counting ଭୋଟ ଗଣତି ସିକିମ
Share. Facebook Twitter LinkedIn Email WhatsApp Copy Link

Related Posts

ବିଜୁ ନବୀନ ଟ୍ରଷ୍ଟକୁ ନେଇ ଶେଷରେ ମୁହଁ ଖୋଲିଲେ ନବୀନ ପଟ୍ଟନାୟକ, କହିଲେ…

March 18, 2026

ଶିଶୁ ସୁରକ୍ଷା ସେବା ସହିତ ଜଡ଼ିତ ‘ମିଶନ ବାତ୍ସଲ୍ୟ ପୋର୍ଟାଲ’ ପୁନଃପ୍ରସ୍ତୁତ

March 18, 2026

ଭାରତୀୟ କପା ନିଗମକୁ ୧,୭୧୮.୫୬ କୋଟିର ଏମଏସପି ପାଣ୍ଠି ମଞ୍ଜୁର କଲା କ୍ୟାବିନେଟ୍

March 18, 2026

ମିଶନ ପୋଷଣ ୨.୦: ସ୍ମାର୍ଟଫୋନ୍ ପ୍ରଦାନ ଦ୍ୱାରା ସଶକ୍ତ ହେଉଛନ୍ତି କର୍ମଚାରୀ

March 18, 2026
Latest News

ବିକଶିତ ଓଡ଼ିଶା ଦିଗରେ ବଡ଼ ପଦକ୍ଷେପ: ୨୦୨୬-୨୭ ବଜେଟ୍‌ରେ ଗ୍ରାମୀଣ ବିକାଶକୁ ସର୍ବାଧିକ ଗୁରୁତ୍ୱ

March 18, 2026

ବଡ଼ ମେଡିକାଲ ଅଗ୍ନିକାଣ୍ଡ ଘଟଣାରେ ମୁଖ୍ୟମନ୍ତ୍ରୀଙ୍କ ଦୃଢ଼ କାର୍ଯ୍ୟାନୁଷ୍ଠାନ: ଚାରି ଅଧିକାରୀ ନିଲମ୍ୱିତ

March 18, 2026

ବିଜୁ ନବୀନ ଟ୍ରଷ୍ଟକୁ ନେଇ ଶେଷରେ ମୁହଁ ଖୋଲିଲେ ନବୀନ ପଟ୍ଟନାୟକ, କହିଲେ…

March 18, 2026

ଶିଶୁ ସୁରକ୍ଷା ସେବା ସହିତ ଜଡ଼ିତ ‘ମିଶନ ବାତ୍ସଲ୍ୟ ପୋର୍ଟାଲ’ ପୁନଃପ୍ରସ୍ତୁତ

March 18, 2026

ଭାରତୀୟ କପା ନିଗମକୁ ୧,୭୧୮.୫୬ କୋଟିର ଏମଏସପି ପାଣ୍ଠି ମଞ୍ଜୁର କଲା କ୍ୟାବିନେଟ୍

March 18, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.