Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଜାତୀୟ ଖବର»ଆର୍ଥିକ ସଙ୍କଟ ପାଇଁ ପାଳନ କରନ୍ତୁ ଏହି ବ୍ରତ, ଦୂର ହେବ ସମସ୍ୟା
ଜାତୀୟ ଖବର

ଆର୍ଥିକ ସଙ୍କଟ ପାଇଁ ପାଳନ କରନ୍ତୁ ଏହି ବ୍ରତ, ଦୂର ହେବ ସମସ୍ୟା

June 2, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ଵର: ବେଳେ ବେଳେ ଅନେକ ବ୍ୟକ୍ତି ଆର୍ଥିକ ପ୍ରତିବନ୍ଧକ ଦ୍ୱାରା ବହୁ ଅସୁବିଧାର ସମ୍ମୁଖୀନ ହୁଅନ୍ତି। ଏହି ସମସ୍ୟାରୁ ଉଦ୍ଧାର ପାଇବା ପାଇଁ ସେମାନେ ଅନେକ ଉପାୟରେ ଚେଷ୍ଟା କଲେ ମଧ୍ୟ ସେହି ସମସ୍ୟାରୁ ମୁକ୍ତି ପାଇପାରନ୍ତି ନାହିଁ। ଜାଣନ୍ତୁ ଏହାର ପ୍ରତିକାର ଯାହା ଦ୍ବାରା ଆପଣ ଏହି ଆର୍ଥିକ ସମସ୍ୟାରୁ ମୁକ୍ତି ପାଇପାରିବେ। ଏହି ପୂଜା କଲେ ଆପଣଙ୍କର ଅର୍ଥର ଅଭାବ ରହିବ ନାହିଁ। କୌଣସି ଏକ ଶୁକ୍ରବାର ଦିନ ଆପଣ ଏହି ବ୍ରତ ପାଳନ କରନ୍ତୁ। ଗୋଟିଏ ଦିନ ଆପଣ କୌଣସି କାମ ରଖନ୍ତୁ ନାହିଁ।

ସକାଳୁ ସ୍ନାନ ସାରି ଏହି ବ୍ରତ ଆରମ୍ଭ କରନ୍ତୁ। ସେହିଦିନ ଘରେ ମହିଳାମାନଙ୍କୁ ନାଲି ଶାଢୀ ପିନ୍ଧିବାକୁ କୁହନ୍ତୁ। ଘରେ ଏକ ଉଚ୍ଚ ଆସନରେ ନୂଆ ନାଲି କନା ଉପରେ ମା ଦୁର୍ଗାଙ୍କ ମୂର୍ତ୍ତି କିମ୍ବା ଫଟୋ ରଖନ୍ତୁ। ତାଙ୍କ ଆଗରେ ଏକ ଘିଅ ଦୀପ ପ୍ରଜ୍ୱଳନ କରି ଦୁର୍ଗା ସପ୍ତସତୀ ପାଠ କରନ୍ତୁ। ଦୀପ ଜାଳିବାବେଳେ ଦେବୀ ଦୁର୍ଗାଙ୍କୁ ଆପଣଙ୍କର ସମସ୍ତ ସମସ୍ୟା କୁହନ୍ତୁ। ଦୁର୍ଗା ସପ୍ତସତୀ ପାଠ କରିବା ପରେ, ମା’ଙ୍କୁ ଘିଅରେ ତିଆରି ଏକ ହାଲୱା କିମ୍ବା ଲଡୁ ଅର୍ପଣ କରନ୍ତୁ ଏବଂ ଦୀପ ଉଠାନ୍ତୁ। ସେହି ଦୀପକୁ ଘରର ମୁଖ୍ୟ ଦ୍ୱାରର ଡାହାଣ ପାର୍ଶ୍ୱରେ ରଖନ୍ତୁ।

ଏହା କରିବା ପରଦିନ, ଦୀପକୁ ପାଣିରେ ବିସର୍ଜନ କରନ୍ତୁ। ଏହା କରିବା ଦ୍ୱାରା ଘରର ସମସ୍ତସମସ୍ୟା, ନକାରାତ୍ମକ ଶକ୍ତି ବାହାରେ ଏବଂ ଘରେ ସୁଖ ଏବଂ ସମୃଦ୍ଧି ବୃଦ୍ଧି ପାଇଥାଏ।

ଆର୍ଥିକ ସଙ୍କଟ ଦୁର୍ଗା ସପ୍ତସତୀ ପାଠ ବ୍ରତ ହିନ୍ଦୁ ଧର୍ମ
Share. Facebook Twitter LinkedIn Email WhatsApp Copy Link

Related Posts

କୋଲକାତାଠାରେ ଅନୁଷ୍ଠିତ ହେବ ଅନ୍ତର୍ଜାତୀୟ ଯୋଗ ଦିବସର ମୁଖ୍ୟ କାର୍ଯ୍ୟକ୍ରମ

May 28, 2026

ପ୍ରାଣାନ୍ତକ ଆକ୍ରମଣ : ଭୁଜାଲି ଚୋଟରେ ଛିଣ୍ଡିଲା ହାତ ପାପୁଲି ଓ ବୁଢ଼ା ଆଙ୍ଗୁଠି

May 28, 2026

ମହାଭାରତ ବେଳେ ଦୁଇ ଗୋଷ୍ଠୀ ମୁହାଁମୁହିଁ

May 28, 2026

୨୦୨୫-୨୬ରେ ଖଦି ଓ ଗ୍ରାମୋଦ୍ୟୋଗ କ୍ଷେତ୍ରରେ ରେକର୍ଡ ୧.୮୭ ଲକ୍ଷ କୋଟିର ବିକ୍ରୟ

May 28, 2026
Latest News

କୋଲକାତାଠାରେ ଅନୁଷ୍ଠିତ ହେବ ଅନ୍ତର୍ଜାତୀୟ ଯୋଗ ଦିବସର ମୁଖ୍ୟ କାର୍ଯ୍ୟକ୍ରମ

May 28, 2026

ପ୍ରାଣାନ୍ତକ ଆକ୍ରମଣ : ଭୁଜାଲି ଚୋଟରେ ଛିଣ୍ଡିଲା ହାତ ପାପୁଲି ଓ ବୁଢ଼ା ଆଙ୍ଗୁଠି

May 28, 2026

ମହାଭାରତ ବେଳେ ଦୁଇ ଗୋଷ୍ଠୀ ମୁହାଁମୁହିଁ

May 28, 2026

୨୦୨୫-୨୬ରେ ଖଦି ଓ ଗ୍ରାମୋଦ୍ୟୋଗ କ୍ଷେତ୍ରରେ ରେକର୍ଡ ୧.୮୭ ଲକ୍ଷ କୋଟିର ବିକ୍ରୟ

May 28, 2026

ଆଜି ୧୨ ଘଣ୍ଟିଆ ଜୟପୁର ବନ୍ଦ

May 28, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.