Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଜାତୀୟ ଖବର»ଆସନ୍ତା ୨ ଦିନରେ ଏହି ରାଜ୍ୟଗୁଡିକରେ ପହଞ୍ଚିବ ମୌସୁମୀ, ହିଟ ୱେଭକୁ ନେଇ ପାଣିପାଗ ଦେଲା ଅପଡେଟ
ଜାତୀୟ ଖବର

ଆସନ୍ତା ୨ ଦିନରେ ଏହି ରାଜ୍ୟଗୁଡିକରେ ପହଞ୍ଚିବ ମୌସୁମୀ, ହିଟ ୱେଭକୁ ନେଇ ପାଣିପାଗ ଦେଲା ଅପଡେଟ

June 3, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ଜୁନ୍ ୧୫ ତାରିଖ ସୁଦ୍ଧା ଦକ୍ଷିଣ-ପଶ୍ଚିମ ମୌସୁମୀ ମଧ୍ୟପ୍ରଦେଶରେ ପହଞ୍ଚିବାର ସମ୍ଭାବନା ରହିଛି। ଦକ୍ଷିଣ-ପଶ୍ଚିମ ମୌସୁମୀ ଗୁରୁବାର ଦିନ କେରଳ ଏବଂ ଉତ୍ତର-ପୂର୍ବ ଅଞ୍ଚଳରେ ସମୟ ପୂର୍ବରୁ ପହଞ୍ଚିଥିଲା। ଏହିଭଳି ମାତ୍ର ଚାରି ଥର ୨୦୧୭, ୧୯୯୭, ୧୯୯୫ ଏବଂ ୧୯୯୧ ରେ କେରଳ ଏବଂ ଉତ୍ତର-ପୂର୍ବରେ ଏକାସାଙ୍ଗରେ ମୌସୁମୀ ପହଞ୍ଚିଥିଲା।

IMD କହିଛି ଯେ, ଜୁନ୍ ୦୨-୦୪ ତାରିଖ ମଧ୍ୟରେ ଆସାମ ଏବଂ ମେଘାଳୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ଅଛି। ଜୁନ୍ ୩ ରୁ ୬ ତାରିଖ ମଧ୍ୟରେ ଉପ-ହିମାଳୟ ପଶ୍ଚିମବଙ୍ଗ ଏବଂ ସିକ୍କିମରେ ପ୍ରବଳ ବର୍ଷା ହେବାର ପୂର୍ବାନୁମାନ କରିଛି ପାଣିପାଗ ବିଭାଗ।

ପାଣିପାଗ ବିଭାଗ କହିଛି ଯେ, ଆସନ୍ତା ତିନି ଦିନ ମଧ୍ୟରେ ଉତ୍ତର-ପଶ୍ଚିମ, ମଧ୍ୟ ଏବଂ ପୂର୍ବ ଭାରତରେ ହିଟ ୱେଭ ଜାରି ରହିବ। ଆଇଏମଡି କହିଛି ଯେ, ଆଜି ପଞ୍ଜାବ, ହରିୟାଣା, ଦିଲ୍ଲୀ, ଜମ୍ମୁ ଡିଭିଜନ, ହିମାଚଳ ପ୍ରଦେଶ, ଉତ୍ତରପ୍ରଦେଶ, ରାଜସ୍ଥାନ, ମଧ୍ୟପ୍ରଦେଶ, ବିଦର୍ଭ, ଛତିଶଗଡ ଏବଂ ଓଡିଶାର ବିଭିନ୍ନ ସ୍ଥାନରେ ହିଟ ୱେଭ ସମ୍ଭାବନା ରହିଛି।

Andhra Pradesh assam delhi haryana imd karnataka monsoon punjab up West Bengal
Share. Facebook Twitter LinkedIn Email WhatsApp Copy Link

Related Posts

କଟକର ଐତିହ୍ୟ ସ୍ଥଳୀ ପରିଦର୍ଶନ କଲେ ମଧ୍ୟପ୍ରଦେଶ ଗଣମାଧ୍ୟମ ପ୍ରତିନିଧି ଦଳ

February 25, 2026

ଯାତ୍ରୀଙ୍କ ସୁବିଧା ପାଇଁ ଅଧିକ ହୋଲି ସ୍ୱତନ୍ତ୍ର ଟ୍ରେନ୍ ଘୋଷଣା

February 25, 2026

ଚିତ୍ରାଚାର୍ଯ୍ୟ ପଦ୍ମଶ୍ରୀ ଉପେନ୍ଦ୍ର ମହାରଥିଙ୍କ ରାଜ୍ୟସ୍ତରୀୟ ଶ୍ରାଦ୍ଧୋତ୍ସବ: ଜନ୍ମମାଟିରେ ପ୍ରତିମୂର୍ତ୍ତି ଉନ୍ମୋଚିତ

February 25, 2026

ଅନିଲ ଅମ୍ବାନୀଙ୍କ ବିରୋଧରେ ED ର ବଡ଼ କାର୍ଯ୍ୟାନୁଷ୍ଠାନ: ୩୭୧୬ କୋଟିର ଘର ଜବତ

February 25, 2026
Latest News

କଟକର ଐତିହ୍ୟ ସ୍ଥଳୀ ପରିଦର୍ଶନ କଲେ ମଧ୍ୟପ୍ରଦେଶ ଗଣମାଧ୍ୟମ ପ୍ରତିନିଧି ଦଳ

February 25, 2026

ଯାତ୍ରୀଙ୍କ ସୁବିଧା ପାଇଁ ଅଧିକ ହୋଲି ସ୍ୱତନ୍ତ୍ର ଟ୍ରେନ୍ ଘୋଷଣା

February 25, 2026

ଚିତ୍ରାଚାର୍ଯ୍ୟ ପଦ୍ମଶ୍ରୀ ଉପେନ୍ଦ୍ର ମହାରଥିଙ୍କ ରାଜ୍ୟସ୍ତରୀୟ ଶ୍ରାଦ୍ଧୋତ୍ସବ: ଜନ୍ମମାଟିରେ ପ୍ରତିମୂର୍ତ୍ତି ଉନ୍ମୋଚିତ

February 25, 2026

ଅନିଲ ଅମ୍ବାନୀଙ୍କ ବିରୋଧରେ ED ର ବଡ଼ କାର୍ଯ୍ୟାନୁଷ୍ଠାନ: ୩୭୧୬ କୋଟିର ଘର ଜବତ

February 25, 2026

ଆଜି ଶ୍ରୀଲଙ୍କା-ନ୍ୟୁଜିଲାଣ୍ଡ ମ୍ୟାଚ୍: ବର୍ଷା ହେଲେ କାହାକୁ ମିଳିବ ଲାଭ ଏବଂ କିଏ ସହିବ କ୍ଷତି?

February 25, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.