Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଜାତୀୟ ଖବର»ସପ୍ତଦଶ ଲୋକସଭାକୁ ଭଙ୍ଗ କଲେ ରାଷ୍ଟ୍ରପତି
ଜାତୀୟ ଖବର

ସପ୍ତଦଶ ଲୋକସଭାକୁ ଭଙ୍ଗ କଲେ ରାଷ୍ଟ୍ରପତି

June 5, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link
ଦ୍ରୌପଦୀ ମୁର୍ମୁ
୭୭ତମ ଗଣତନ୍ତ୍ର ଦିବସର ପୂର୍ବ ସନ୍ଧ୍ୟାରେ ଦେଶକୁ ସମ୍ବୋଧିତ କରିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ 

ନୂଆଦିଲ୍ଲୀ: ଆଜି ୧୭ତମ ଲୋକସଭାକୁ ତତ୍କାଳ ପ୍ରଭାବ ସହିତ ଭଙ୍ଗ କରିବାକୁ କେନ୍ଦ୍ର କ୍ୟାବିନେଟ୍ ବୈଠକରେ ରାଷ୍ଟ୍ରପତିଙ୍କୁ ସୁପାରିସ କରାଯାଇଛି।

ରାଷ୍ଟ୍ରପତି କ୍ୟାବିନେଟର ଏହି ସୁପାରିସକୁ ଗ୍ରହଣ କରିଥିଲେ ଏବଂ ସମ୍ବିଧାନର ଅନୁଚ୍ଛେଦ ୮୫ର ଧାରା (୨)ର ଉପଧାରା (ବି) ଦ୍ୱାରା ପ୍ରଦାନ କରାଯାଇଥିବା କ୍ଷମତାର ବ୍ୟବହାର କରି ସପ୍ତଦଶ ଲୋକସଭା ଭଙ୍ଗ ପାଇଁ ଆଦେଶରେ ସ୍ୱାକ୍ଷର କରିଥିଲେ।

କେନ୍ଦ୍ର କ୍ୟାବିନେଟ୍ ବୈଠକ
Share. Facebook Twitter LinkedIn Email WhatsApp Copy Link

Related Posts

ଷୋଡ଼ଶ ଆର୍ଥିକ କମିଶନଙ୍କ ସୁପାରିଶକୁ ସରକାରଙ୍କ ସ୍ୱୀକୃତି: ରାଜ୍ୟଗୁଡ଼ିକୁ ମିଳିବ ୪୧% କେନ୍ଦ୍ରୀୟ ଟିକସ

February 1, 2026

“କେରଳର ନାମ ଉଲ୍ଲେଖ ନାହିଁ”: ବଜେଟ୍ ଉପରେ ଶଶି ଥରୁରଙ୍କ ପ୍ରଥମ ପ୍ରତିକ୍ରିୟା

February 1, 2026

ଇସଲାମ ଛାଡି ହିନ୍ଦୁ ନାମ ରଖିଛନ୍ତି କି ଉର୍ଫି ଜାଭେଦ?: ସ୍ପଷ୍ଟ କଲେ ଅଭିନେତ୍ରୀ

February 1, 2026

ଆସନ୍ତାକାଲିଠାରୁ ଛଅ ଦିନିଆ ଓଡିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି, ଭୁବନେଶ୍ବରର ଏହି ରାସ୍ତା ହେବ ବନ୍ଦ

February 1, 2026
Latest News

ଷୋଡ଼ଶ ଆର୍ଥିକ କମିଶନଙ୍କ ସୁପାରିଶକୁ ସରକାରଙ୍କ ସ୍ୱୀକୃତି: ରାଜ୍ୟଗୁଡ଼ିକୁ ମିଳିବ ୪୧% କେନ୍ଦ୍ରୀୟ ଟିକସ

February 1, 2026

“କେରଳର ନାମ ଉଲ୍ଲେଖ ନାହିଁ”: ବଜେଟ୍ ଉପରେ ଶଶି ଥରୁରଙ୍କ ପ୍ରଥମ ପ୍ରତିକ୍ରିୟା

February 1, 2026

ଇସଲାମ ଛାଡି ହିନ୍ଦୁ ନାମ ରଖିଛନ୍ତି କି ଉର୍ଫି ଜାଭେଦ?: ସ୍ପଷ୍ଟ କଲେ ଅଭିନେତ୍ରୀ

February 1, 2026

ବଜେଟ 2026 କୁ ନେଇ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ବଡ ପ୍ରତିକ୍ରିୟା, କହିଲେ…….

February 1, 2026

ଆସନ୍ତାକାଲିଠାରୁ ଛଅ ଦିନିଆ ଓଡିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି, ଭୁବନେଶ୍ବରର ଏହି ରାସ୍ତା ହେବ ବନ୍ଦ

February 1, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.