Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଜାତୀୟ ଖବର»ନୀତୀଶ କୁମାରଙ୍କୁ ପ୍ରଧାନମନ୍ତ୍ରୀ କରିବାକୁ ଚାହୁଁଥିଲା I.N.D.I.A.?: JDU ର ଦାବିରେ କ’ଣ କହିଲା କଂଗ୍ରେସ
ଜାତୀୟ ଖବର

ନୀତୀଶ କୁମାରଙ୍କୁ ପ୍ରଧାନମନ୍ତ୍ରୀ କରିବାକୁ ଚାହୁଁଥିଲା I.N.D.I.A.?: JDU ର ଦାବିରେ କ’ଣ କହିଲା କଂଗ୍ରେସ

June 8, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link
କଂଗ୍ରେସ
କର୍ଣ୍ଣାଟକରେ ପରିବର୍ତ୍ତନ ହେବ ନାହିଁ ମୁଖ୍ୟମନ୍ତ୍ରୀ: କଳ୍ପନାଜଳ୍ପନାକୁ ଖାରଜ କଲା କଂଗ୍ରେସ

ନୂଆଦିଲ୍ଲୀ: ୨୦୨୪ ଲୋକସଭା ନିର୍ବାଚନର ଫଳାଫଳ ଘୋଷଣା ପରେ କଂଗ୍ରେସ ୱାର୍କିଂ କମିଟି (ସିଡବ୍ଲ୍ୟୁଡିସି) ଆଜି ଦିଲ୍ଲୀରେ ବୈଠକ କରିଛି। ଏହି ବୈଠକ ପରେ ଯେତେବେଳେ କଂଗ୍ରେସ ନେତା କେ.ସି ଭେନୁଗୋପାଲଙ୍କୁ ପଚରାଯାଇଥିଲା ଯେ, ଜେଡିୟୁ ନେତା କେସି ତ୍ୟାଗୀ ଦାବି କରିଛନ୍ତି ଯେ, ନୀତୀଶ କୁମାରଙ୍କୁ ଇଣ୍ଡିଆ ମେଣ୍ଟର ପ୍ରଧାନମନ୍ତ୍ରୀ ପଦବୀ ଅଫର ଦିଆଯାଇଥିଲା, ସେତେବେଳେ ସେ କହିଛନ୍ତି ଯେ, ତାଙ୍କ ପାଖରେ ଏପରି ସୂଚନା ନାହିଁ।

କଂଗ୍ରେସର ସାଧାରଣ ସମ୍ପାଦକ କେ.ସି ଭେନୁଗୋପାଲ କହିଛନ୍ତି ଯେ, ଆମେ ଏଭଳି ଅଫର ବିଷୟରେ ଅବଗତ ନାହୁଁ। ଯେଉଁଠାରେ କଂଗ୍ରେସର ପ୍ରଦର୍ଶନ ଭଲ ନାହିଁ, ସେହି ରାଜ୍ୟଗୁଡିକର ସମୀକ୍ଷା ପାଇଁ ଏକ କମିଟି ଗଠନ କରାଯିବ ବୋଲି ସେ କହିଛନ୍ତି। ଏଥି ସହ ରାହୁଲ ଗାନ୍ଧୀଙ୍କୁ ବିରୋଧୀ ଦଳର ନେତା କରିବା ପାଇଁ ଏହି ବୈଠକରେ ପ୍ରସ୍ତାବ ପାରିତ ହୋଇଛି।

Breaking News Congress I.N.D.I.A jdu KC Tyagi KC Venugopal nitish kumar
Share. Facebook Twitter LinkedIn Email WhatsApp Copy Link

Related Posts

ଆଜି ସେପ୍ଟେମ୍ବର ୨୨ ତାରିଖରେ ନଅଟି ରାଶିର ବ୍ୟକ୍ତିଙ୍କ ଉପରେ ହେବ କୃପା ବୃଷ୍ଟି

September 22, 2026

ସମ୍ଭାବ୍ୟ ଲଗାଣ ବର୍ଷା ମୁକାବିଲା ପାଇଁ ସ୍ୱାସ୍ଥ୍ୟ ବିଭାଗର ସମୀକ୍ଷା

September 21, 2026

PMLA ମାମଲାରେ ହେମନ୍ତ ସୋରେନଙ୍କ ଆବେଦନ ଖାରଜ

September 21, 2026

ଭୁବନେଶ୍ୱରରେ ଭାରତୀୟ ଶାସ୍ତ୍ରୀୟ ନୃତ୍ୟର ସମୃଦ୍ଧତାକୁ ପାଳନ କଲା ଦେବଧାରାର ‘ଭାରତ ଉତ୍ସବ’

September 21, 2026
Latest News

ଆଜି ସେପ୍ଟେମ୍ବର ୨୨ ତାରିଖରେ ନଅଟି ରାଶିର ବ୍ୟକ୍ତିଙ୍କ ଉପରେ ହେବ କୃପା ବୃଷ୍ଟି

September 22, 2026

ସମ୍ଭାବ୍ୟ ଲଗାଣ ବର୍ଷା ମୁକାବିଲା ପାଇଁ ସ୍ୱାସ୍ଥ୍ୟ ବିଭାଗର ସମୀକ୍ଷା

September 21, 2026

PMLA ମାମଲାରେ ହେମନ୍ତ ସୋରେନଙ୍କ ଆବେଦନ ଖାରଜ

September 21, 2026

ଭୁବନେଶ୍ୱରରେ ଭାରତୀୟ ଶାସ୍ତ୍ରୀୟ ନୃତ୍ୟର ସମୃଦ୍ଧତାକୁ ପାଳନ କଲା ଦେବଧାରାର ‘ଭାରତ ଉତ୍ସବ’

September 21, 2026

DJ Guideline: ଡିଜେ କଟକଣା ନେଇ ହାଇକୋର୍ଟଙ୍କ ବଡ଼ ନିର୍ଦ୍ଦେଶ, ୬ ସପ୍ତାହରେ ଆସିବ ଗାଇଡଲାଇନ

September 21, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.