Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଜାତୀୟ ଖବର»ସ୍କୁଲ ଛୁଟି ନେଇ ଖୋର୍ଦ୍ଧା ଜିଲ୍ଲାପାଳ ଦେଲେ ଏହି ନିର୍ଦ୍ଦେଶ
ଜାତୀୟ ଖବର

ସ୍କୁଲ ଛୁଟି ନେଇ ଖୋର୍ଦ୍ଧା ଜିଲ୍ଲାପାଳ ଦେଲେ ଏହି ନିର୍ଦ୍ଦେଶ

June 17, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link
ସ୍କୁଲ ଛୁଟି ନେଇ ଖୋର୍ଦ୍ଧା ଜିଲ୍ଲାପାଳ ଦେଲେ ଏହି ନିର୍ଦ୍ଦେଶ

ଭୁବନେଶ୍ବର: ଆସନ୍ତାକାଲି ସ୍କୁଲ ଖୋଲିବାକୁ ଥିବା ବେଳେ ବର୍ତ୍ତମାନ ଯେପରି ଖରା ହେଉଛି ସେଥିରେ କଣ କରାଯିବ ନେଇ ସମସ୍ତେ ବ୍ୟତିବ୍ୟସ୍ତ ଥିଲେ। ହେଲେ ଏହି ସମୟରେ ଖୋଦ ମୁଖ୍ୟମନ୍ତ୍ରୀ ମୋନହ ମାଝି ଜିଲ୍ଲାର ସ୍ଥିତି ନେଇ ସ୍କୁଲ ଛୁଟି ହେବ କି ନାହିଁ ତାହା ନିଷ୍ପତି ନେବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି। ସେହି ଅନୁସାରେ ଖୋର୍ଦ୍ଧା ଜିଲ୍ଲାପାଳ ଚଞ୍ଚଳ ରଣା ଆଜି ସ୍କୁଲ ଖୋଲିବା ନେଇ ନିଷ୍ପତି ନେଇଛନ୍ତି।

ଜିଲ୍ଲାପାଳଙ୍କ ଅଫିସର ତରଫରୁ ଜାରୀ ଏକ ବିଜ୍ଞପ୍ତିରେ କୁହାଯାଇଛି ଯେ, “ପାଣିପାଗ ବିଭାଗ ସୂଚନା ଓ ଖୋର୍ଦ୍ଧା ଜିଲ୍ଲାର ସ୍ଥିତି ଅନୁଧ୍ୟାନ କରି ତଥା ରାଜ୍ୟ ସରକାରଙ୍କ ନିର୍ଦ୍ଦେଶାନୁସାରେ ଆସନ୍ତା ଜୁନ୍ ୧୮ ତାରିଖ ଠାରୁ ୨୦ ତାରିଖ ପର୍ଯ୍ୟନ୍ତ ଖୋର୍ଦ୍ଧା ଜିଲ୍ଲାର ସମସ୍ତ ସରକାରୀ, ବେସରକାରୀ ଓ ଅନୁଦାନପ୍ରାପ୍ତ ବିଦ୍ୟାଳୟ ଗୁଡିକରେ ପ୍ରଥମରୁ ଦ୍ଵାଦଶ ଶ୍ରେଣୀ ପର୍ଯ୍ୟନ୍ତ ସକାଳ ୬.୩୦ ରୁ ୧୦.୩୦ ପର୍ଯ୍ୟନ୍ତ ବିଦ୍ୟାଳୟ ଖୋଲିବା ନେଇ ସମୟ ନିର୍ଘଣ୍ଟ କରାଯାଇଛି।”

ସ୍କୁଲ ଛୁଟି
Share. Facebook Twitter LinkedIn Email WhatsApp Copy Link

Related Posts

ଦିଲ୍ଲୀ ପୋଲିସର ବଡ ସଫଳତା: ଗିରଫ ହେଲା ୧୧୦୦ ଥର ବୋମା ଧମକ ଦେଇଥିବା ଅଭିଯୁକ୍ତ

March 30, 2026

ଭାରତ ଅଭିମୁଖେ ଆସୁଛି ୯୪,୦୦୦ ମେଟ୍ରିକ୍‌ ଟନ ବିଶିଷ୍ଟ ଦୁଇଟି ଏଲପିଜି ଜାହାଜ 

March 30, 2026

ଆଜି ମାର୍ଚ୍ଚ ୩୦ ତାରିଖ ସୋମବାରରେ କେଉଁ ରାଶି ଉପରେ କଣ ରହିଛି ପ୍ରଭାବ, ଜାଣନ୍ତୁ ରାଶିଫଳ

March 30, 2026

PM Maan Ki Baat: ବିଶ୍ବର ଯୁଦ୍ଧ ପରିସ୍ଥିତିକୁ ମୁକାବିଲା କରିବାକୁ ମନ କୀ ବାତ୍ ରେ ପ୍ରଧାନମନ୍ତ୍ରୀଙ୍କ ଆହ୍ବାନ

March 29, 2026
Latest News

ଦିଲ୍ଲୀ ପୋଲିସର ବଡ ସଫଳତା: ଗିରଫ ହେଲା ୧୧୦୦ ଥର ବୋମା ଧମକ ଦେଇଥିବା ଅଭିଯୁକ୍ତ

March 30, 2026

ଭାରତ ଅଭିମୁଖେ ଆସୁଛି ୯୪,୦୦୦ ମେଟ୍ରିକ୍‌ ଟନ ବିଶିଷ୍ଟ ଦୁଇଟି ଏଲପିଜି ଜାହାଜ 

March 30, 2026

ଆଜି ମାର୍ଚ୍ଚ ୩୦ ତାରିଖ ସୋମବାରରେ କେଉଁ ରାଶି ଉପରେ କଣ ରହିଛି ପ୍ରଭାବ, ଜାଣନ୍ତୁ ରାଶିଫଳ

March 30, 2026

PM Maan Ki Baat: ବିଶ୍ବର ଯୁଦ୍ଧ ପରିସ୍ଥିତିକୁ ମୁକାବିଲା କରିବାକୁ ମନ କୀ ବାତ୍ ରେ ପ୍ରଧାନମନ୍ତ୍ରୀଙ୍କ ଆହ୍ବାନ

March 29, 2026

ବିଜେପିରେ କାହିଁକି ଯୋଗ ଦେଉଛନ୍ତି କଂଗ୍ରେସ ନେତା?: କାରଣ କହିଲେ ରାହୁଲ ଗାନ୍ଧୀଙ୍କ ସହଯୋଗୀ

March 29, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.