Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଜାତୀୟ ଖବର»Hathras Stampede: ଉତ୍ତରପ୍ରଦେଶ ହାଥ୍ରାସ ଦଳଚକଟା ଦୁର୍ଘଟଣାରେ ମୃତ୍ୟୁ ସଂଖ୍ୟା ୧୧୬କୁ ବୃଦ୍ଧି
ଜାତୀୟ ଖବର

Hathras Stampede: ଉତ୍ତରପ୍ରଦେଶ ହାଥ୍ରାସ ଦଳଚକଟା ଦୁର୍ଘଟଣାରେ ମୃତ୍ୟୁ ସଂଖ୍ୟା ୧୧୬କୁ ବୃଦ୍ଧି

July 2, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link
Hathras Stampede: ଉତ୍ତରପ୍ରଦେଶ ହାଥ୍ରାସ ଦଳଚକଟା ଦୁର୍ଘଟଣାରେ ମୃତ୍ୟୁ ସଂଖ୍ୟା ୧୧୬କୁ ବୃଦ୍ଧି

Hathras Stampede: ଆଜି ଉତ୍ତର ପ୍ରଦେଶର ହାଥ୍ରାସର ସତସଂଗରେ ଘଟିଥିବା ଦଳଚକଟା ମୃତ୍ୟୁ ସଂଖ୍ୟା ୧୧୬ କୁ ବୃଦ୍ଧି ପାଇଛି। ସେମାନଙ୍କ ମଧ୍ୟରେ ୧୦୮ ଜଣ ମହିଳା ଥିବା ବେଳେ ସାତ ଶିଶୁଙ୍କ ମୃତ୍ୟୁ ଘଟିଥିବାର ଜଣାପଡିଛି। ସେଠାରେ ପ୍ରବଳ ଭିଡ ଯୋଗୁଁ ଏହି ଦଳ ଚକଟା ହୋଇଥିବାର ସ୍ପଷ୍ଟ ହୋଇଛି। ସେଠାରେ ଥିବା ଅଟୋ ଏବଂ ବସରେ ଶବଗୁଡିକୁ ଡାକ୍ତରଖାନା ଅଣାଯାଇଥିଲା।

ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଏହି ଘଟଣାରେ ଦୁଃଖ ପ୍ରକାଶ କରିବା ସହିତ ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି। ଏହି ତଦନ୍ତ ଏକ କମିଟ ଦ୍ବାରା କରାଯିବ ବୋଲି ଘୋଷଣା କରାଯାଇଛି। ଏହି ଘଟଣା ପରେ ପ୍ରଧାନମନ୍ତ୍ରୀ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ସହିତ କଥା ହୋଇ ସମସ୍ତ ସାହାଯ୍ୟ ଯୋଗାଇ ଦେବାରେ ଲାଗିଛନ୍ତି। ସେହିପରି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଏହି ଘଟଣାରେ ଗଭୀର ଦୁଃଖ ପ୍ରକାଶ କରିଛନ୍ତି।

Hathras Stampede ଦଳାଚକଟା ସତସଂଗ ହାଥ୍ରାସ
Share. Facebook Twitter LinkedIn Email WhatsApp Copy Link

Related Posts

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ମାନବ-କୈନ୍ଦ୍ରିକ ଏଆଇ ଯାତ୍ରା

February 23, 2026

ଭାରତୀୟ ବାୟୁସେନାର ବଡ଼ କାର୍ଯ୍ୟାନୁଷ୍ଠାନ: ବନ୍ଦ ହେଲା ତେଜସ୍ ଲଢ଼ୁଆ ବିମାନର ଉଡ଼ାଣ

February 23, 2026

ଜାତୀୟ ମୁଦ୍ରୀକରଣ ପାଇପଲାଇନ୍‌ ୨.୦ର ଶୁଭାରମ୍ଭ କଲେ କେନ୍ଦ୍ର ଅର୍ଥମନ୍ତ୍ରୀ

February 23, 2026

ଗଞ୍ଜାମରେ ଜନଗଣନା–୨୦୨୭ ର ‘ହାଉସ୍ ଲିଷ୍ଟିଙ୍ଗ ଓ ହାଉସିଂ ସେନସସ୍’ ସମ୍ପର୍କିତ ପ୍ରଶିକ୍ଷଣ କାର୍ଯ୍ୟକ୍ରମ

February 23, 2026
Latest News

ରଣପୁର ବ୍ଲକ ପରିସରରେ ଜିଲ୍ଲାପାଳଙ୍କ ଜନଶୁଣାଣୀ କାର୍ଯ୍ୟକ୍ରମ

February 23, 2026

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ମାନବ-କୈନ୍ଦ୍ରିକ ଏଆଇ ଯାତ୍ରା

February 23, 2026

ଭାରତୀୟ ବାୟୁସେନାର ବଡ଼ କାର୍ଯ୍ୟାନୁଷ୍ଠାନ: ବନ୍ଦ ହେଲା ତେଜସ୍ ଲଢ଼ୁଆ ବିମାନର ଉଡ଼ାଣ

February 23, 2026

ଜାତୀୟ ମୁଦ୍ରୀକରଣ ପାଇପଲାଇନ୍‌ ୨.୦ର ଶୁଭାରମ୍ଭ କଲେ କେନ୍ଦ୍ର ଅର୍ଥମନ୍ତ୍ରୀ

February 23, 2026

ଗଞ୍ଜାମରେ ଜନଗଣନା–୨୦୨୭ ର ‘ହାଉସ୍ ଲିଷ୍ଟିଙ୍ଗ ଓ ହାଉସିଂ ସେନସସ୍’ ସମ୍ପର୍କିତ ପ୍ରଶିକ୍ଷଣ କାର୍ଯ୍ୟକ୍ରମ

February 23, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.