Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଜାତୀୟ ଖବର»Hathras Stampede: ଉତ୍ତରପ୍ରଦେଶ ହାଥ୍ରାସ ଦଳଚକଟା ଦୁର୍ଘଟଣାରେ ମୃତ୍ୟୁ ସଂଖ୍ୟା ୧୧୬କୁ ବୃଦ୍ଧି
ଜାତୀୟ ଖବର

Hathras Stampede: ଉତ୍ତରପ୍ରଦେଶ ହାଥ୍ରାସ ଦଳଚକଟା ଦୁର୍ଘଟଣାରେ ମୃତ୍ୟୁ ସଂଖ୍ୟା ୧୧୬କୁ ବୃଦ୍ଧି

July 2, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link
Hathras Stampede: ଉତ୍ତରପ୍ରଦେଶ ହାଥ୍ରାସ ଦଳଚକଟା ଦୁର୍ଘଟଣାରେ ମୃତ୍ୟୁ ସଂଖ୍ୟା ୧୧୬କୁ ବୃଦ୍ଧି

Hathras Stampede: ଆଜି ଉତ୍ତର ପ୍ରଦେଶର ହାଥ୍ରାସର ସତସଂଗରେ ଘଟିଥିବା ଦଳଚକଟା ମୃତ୍ୟୁ ସଂଖ୍ୟା ୧୧୬ କୁ ବୃଦ୍ଧି ପାଇଛି। ସେମାନଙ୍କ ମଧ୍ୟରେ ୧୦୮ ଜଣ ମହିଳା ଥିବା ବେଳେ ସାତ ଶିଶୁଙ୍କ ମୃତ୍ୟୁ ଘଟିଥିବାର ଜଣାପଡିଛି। ସେଠାରେ ପ୍ରବଳ ଭିଡ ଯୋଗୁଁ ଏହି ଦଳ ଚକଟା ହୋଇଥିବାର ସ୍ପଷ୍ଟ ହୋଇଛି। ସେଠାରେ ଥିବା ଅଟୋ ଏବଂ ବସରେ ଶବଗୁଡିକୁ ଡାକ୍ତରଖାନା ଅଣାଯାଇଥିଲା।

ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଏହି ଘଟଣାରେ ଦୁଃଖ ପ୍ରକାଶ କରିବା ସହିତ ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି। ଏହି ତଦନ୍ତ ଏକ କମିଟ ଦ୍ବାରା କରାଯିବ ବୋଲି ଘୋଷଣା କରାଯାଇଛି। ଏହି ଘଟଣା ପରେ ପ୍ରଧାନମନ୍ତ୍ରୀ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ସହିତ କଥା ହୋଇ ସମସ୍ତ ସାହାଯ୍ୟ ଯୋଗାଇ ଦେବାରେ ଲାଗିଛନ୍ତି। ସେହିପରି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଏହି ଘଟଣାରେ ଗଭୀର ଦୁଃଖ ପ୍ରକାଶ କରିଛନ୍ତି।

Hathras Stampede ଦଳାଚକଟା ସତସଂଗ ହାଥ୍ରାସ
Share. Facebook Twitter LinkedIn Email WhatsApp Copy Link

Related Posts

ଅନ୍ୟ ପିଲାମାନଙ୍କ ସହିତ ନିଜ ପିଲାକୁ ତୁଳନା କରୁଛନ୍ତି କି?: ଛାଡନ୍ତୁ ଏହି ଅଭ୍ୟାସ

January 11, 2026

କେବେ ବି ମୁଣ୍ଡ ବିନ୍ଧାକୁ ସାଧାରଣ ଭାବନ୍ତୁ ନାହିଁ, ହୋଇପାରେ ମାରାତ୍ମକ ରୋଗର ଲକ୍ଷଣ

January 11, 2026

ବଜେଟ ପୂର୍ବରୁ କୃଷି ମନ୍ତ୍ରଣାଳୟର ଗୁରୁତ୍ୱପୂର୍ଣ୍ଣ ବୈଠକ, ରାଜ୍ୟଗୁଡ଼ିକୁ ଦିଆଗଲା ବଡ ନିର୍ଦ୍ଦେଶ

January 11, 2026

ଆଜି ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ପ୍ରଥମ ODI: ଜାଣନ୍ତୁ ମ୍ୟାଚ୍ ସମୟ ଏବଂ ଲାଇଭ୍ ଷ୍ଟ୍ରିମିଂ ବିବରଣୀ

January 11, 2026
Latest News

ଅନ୍ୟ ପିଲାମାନଙ୍କ ସହିତ ନିଜ ପିଲାକୁ ତୁଳନା କରୁଛନ୍ତି କି?: ଛାଡନ୍ତୁ ଏହି ଅଭ୍ୟାସ

January 11, 2026

କେବେ ବି ମୁଣ୍ଡ ବିନ୍ଧାକୁ ସାଧାରଣ ଭାବନ୍ତୁ ନାହିଁ, ହୋଇପାରେ ମାରାତ୍ମକ ରୋଗର ଲକ୍ଷଣ

January 11, 2026

ବଜେଟ ପୂର୍ବରୁ କୃଷି ମନ୍ତ୍ରଣାଳୟର ଗୁରୁତ୍ୱପୂର୍ଣ୍ଣ ବୈଠକ, ରାଜ୍ୟଗୁଡ଼ିକୁ ଦିଆଗଲା ବଡ ନିର୍ଦ୍ଦେଶ

January 11, 2026

ଆଜି ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ପ୍ରଥମ ODI: ଜାଣନ୍ତୁ ମ୍ୟାଚ୍ ସମୟ ଏବଂ ଲାଇଭ୍ ଷ୍ଟ୍ରିମିଂ ବିବରଣୀ

January 11, 2026

ବାଣପୁର: ସେଣ୍ଟ ଜାଭିୟର ହାଇସ୍କୁଲ ପକ୍ଷରୁ “ମାଗଣା ହାଟ” ନାମକ ସମାଜ କଲ୍ୟାଣ କାର୍ଯ୍ୟକ୍ରମ

January 11, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.