Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଜାତୀୟ ଖବର»ଆମ ସରକାରର ୧୦ ବର୍ଷ ବିତିଛି, ଆହୁରୀ ୨୦ ବର୍ଷ ବାକି ଅଛି: ରାଜ୍ୟସଭାରେ ପ୍ରଧାନମନ୍ତ୍ରୀ ମୋଦୀ
ଜାତୀୟ ଖବର

ଆମ ସରକାରର ୧୦ ବର୍ଷ ବିତିଛି, ଆହୁରୀ ୨୦ ବର୍ଷ ବାକି ଅଛି: ରାଜ୍ୟସଭାରେ ପ୍ରଧାନମନ୍ତ୍ରୀ ମୋଦୀ

July 3, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ଆଜି ରାଜ୍ୟସଭାରେ ରାଷ୍ଟ୍ରପତିଙ୍କ ଅଭିଭାଷଣରେ ଧନ୍ୟବାଦ ପ୍ରସ୍ତାବ ଉପରେ ପ୍ରଧାନମନ୍ତ୍ରୀ ମୋଦୀ ଆଲୋଚନା କରୁଛନ୍ତି। ଗୋଟିଏ ଦିନ ପୂର୍ବରୁ ସେ ଲୋକସଭାରେ ଧନ୍ୟବାଦ ପ୍ରସ୍ତାବ ଉପରେ ଆଲୋଚନାକୁ ଉତ୍ତର ଦେଇଥିଲେ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ରାଜ୍ୟସଭାରେ କହିଛନ୍ତି ଯେ, ‘ତୃତୀୟ ଥର ପାଇଁ ସୁଯୋଗ ପାଇବା ଐତିହାସିକ। ସାଂସଦମାନେ ଗୃହର ସମ୍ମାନ ବୃଦ୍ଧି କରିଛନ୍ତି।

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ କହିଛନ୍ତି ଯେ, “ଗତ ଦୁଇ-ଅଢେଇ ଦିନ ମଧ୍ୟରେ ପ୍ରାୟ ୭୦ ସାଂସଦ ଏହି ଆଲୋଚନାରେ ଭାଗ ନେଇଥିଲେ। ରାଷ୍ଟ୍ରପତିଙ୍କ ଅଭିଭାଷଣର ବ୍ୟାଖ୍ୟା କରିବାରେ ଆପଣମାନଙ୍କ ଅବଦାନ ପାଇଁ ମୁଁ ସମସ୍ତଙ୍କୁ କୃତଜ୍ଞତା ଜଣାଉଛି।”

କଂଗ୍ରେସକୁ ଟାର୍ଗେଟ:

କଂଗ୍ରେସ ଉପରେ ଆକ୍ରମଣ କରି ସେ କହିଛନ୍ତି ଯେ, ‘ଭାରତର ସ୍ୱାଧୀନତା ଇତିହାସରେ ଆମର ସଂସଦୀୟ ଗଣତାନ୍ତ୍ରିକ ଯାତ୍ରାରେ, ଅନେକ ଦଶନ୍ଧି ପରେ ଦେଶର ଲୋକମାନେ ସରକାରଙ୍କୁ କ୍ରମାଗତ ତୃତୀୟ ଥର ସେବା କରିବାର ସୁଯୋଗ ଦେଇଛନ୍ତି। ୬୦ ବର୍ଷ ପରେ ଏହା ଘଟିଛି ଯେ, ସରକାର ୧୦ ବର୍ଷ କ୍ଷମତାରେ ରହିବା ପରେ ପୁଣି ଫେରିଛି। ଏହା ଏକ ସାଧାରଣ କଥା ନୁହେଁ। କିଛି ଲୋକ ଜାଣିଶୁଣି ଜନସାଧାରଣଙ୍କ ଦ୍ୱାରା ଦିଆଯାଇଥିବା ଏହି ନିଷ୍ପତ୍ତିକୁ ଖରାପ କରିବାକୁ ଚେଷ୍ଟା କରିଛନ୍ତି। ଆମ ସରକାରର ୧୦ ବର୍ଷ ବିତିଗଲାଣି, ୨୦ ବର୍ଷ ବାକି ଅଛି। ଆମ ସରକାରର ଏକ ତୃତୀୟାଂଶ ସଂପୂର୍ଣ୍ଣ ହୋଇଛି, ଦୁଇ ତୃତୀୟାଂଶ ବାକି ଅଛି।

Breaking News narendra modi parliament rajyasabha thesamikhsya
Share. Facebook Twitter LinkedIn Email WhatsApp Copy Link

Related Posts

ବିଜେପିରେ ମିଶିଲେ ରାଘବ, ହୋଇପାରନ୍ତି ପଞ୍ଜାବର ମୁଖ୍ୟ ଚେହେରା !

April 24, 2026

ପେଟିଏମ ପେମେଣ୍ଟସ ବ୍ୟାଙ୍କ ଲାଇସେନ୍ସ ରଦ୍ଦ

April 24, 2026

ଦୁଇ ରାଜ୍ୟରେ ବମ୍ପର ଭୋଟିଂ

April 23, 2026

ମୁର୍ଶିଦାବାଦରେ ନିର୍ବାଚନୀ ହିଂସା

April 23, 2026
Latest News

ପିଠି ଯନ୍ତ୍ରଣାରେ ପୀଡିତ କି ? ଆଜି ହିଁ ଖାଦ୍ୟରେ ସାମିଲ କରନ୍ତୁ ଏହି ସବୁ ଖାଦ୍ୟ

April 26, 2026

ଆଜି ଏପ୍ରିଲ ୨୬ ତାରିଖ ରବିବାର, କେମିତି ରହିବ ଆଜିର ଦିନ

April 26, 2026

ରଥଯାତ୍ରା-୨୦୨୬ ପ୍ରସ୍ତୁତି ସଂପର୍କିତ ୪ର୍ଥ ବୈଠକ ଅନୁଷ୍ଠିତ

April 25, 2026

ପୁଣି ଶାନ୍ତି ଆଲୋଚନା ବିଫଳ

April 25, 2026

ପୁଣି ମଣିପୁର ଅଶାନ୍ତ

April 25, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.