Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଜାତୀୟ ଖବର»ଭାଙ୍ଗିଲା ରତ୍ନଭଣ୍ଡାର ଯାଞ୍ଚ କମିଟ, ନୂଆ ସରକାର ଗଢିଲେ ୧୬ ଜଣିଆ ନୂଆ କମିଟ
ଜାତୀୟ ଖବର

ଭାଙ୍ଗିଲା ରତ୍ନଭଣ୍ଡାର ଯାଞ୍ଚ କମିଟ, ନୂଆ ସରକାର ଗଢିଲେ ୧୬ ଜଣିଆ ନୂଆ କମିଟ

July 5, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link
ଭାଙ୍ଗିଲା ରତ୍ନଭଣ୍ଡାର ଯାଞ୍ଚ କମିଟ, ନୂଆ ସରକାର ଗଢିଲେ ୧୬ ଜଣିଆ ନୂଆ କମିଟ

ଭୁବନେଶ୍ବର: ରତ୍ନଭଣ୍ଡାର ଯାଞ୍ଚ ପାଇଁ ବିଜେଡି ସରକାର ଗଠନ କରିଥିବା କମିଟ ଭାଙ୍ଗି ଦିଆଯାଇଛି। ଏହି କମିଟର ଅଧ୍ୟକ୍ଷ ଥିଲେ ଅରଜିତ ପଶାୟତ। ଗୁରୁବାର ଦିନ ସେ ଏହି ରତ୍ନ ଭଣ୍ଡାର ଯାଞ୍ଚ ପାଇଁ ପୁରୀ ଆସିଛନ୍ତି। ସେଠାରେ ସେ ରତ୍ନ ଭଣ୍ଡାର ଉପରେ ବୈଠକ କରିବାର କାର୍ଯ୍ୟକ୍ରମ ରହିଥିଲା। ହେଲେ ତା ପୂର୍ବରୁ ନୂଆ ସରକାର ସେହି କମିଟକୁ ଭାଙ୍ଗି ଦେଇ ନୂଆ କମିଟ ଘୋଷଣା କରିଛନ୍ତି।

ଆଇନ ମନ୍ତ୍ରୀ ପୃଥୀରାଜ ହରିଚନ୍ଦନ ଏକ ସାମ୍ବାଦିକ ସମ୍ମିଳନୀରେ କହିଛନ୍ତି ଯେ, ରାଜ୍ୟ ସରକାର ରତ୍ନ ଭଣ୍ଡାର ଯାଞ୍ଚ ପାଇଁ ୧୬ ଜଣିଆ କମିଟି ଗଠନ କରିଛନ୍ତି। ଏହାର ଅଧ୍ୟକ୍ଷ ଅଛନ୍ତି ହାଇକୋର୍ଟର ଅବସରପ୍ରାପ୍ତ ବିଚାରପତି ଜଷ୍ଟିସ ବିଶ୍ୱନାଥ ରଥ। ଏଥିସହିତ ଏହି କମିଟରେ ଓଡିଶାର ପ୍ରତିଷ୍ଠିତ ବ୍ୟକ୍ତିମାନଙ୍କୁ ରଖାଯାଇଛି। ସେମାନଙ୍କ ମଧ୍ୟରେ ଡକ୍ଟର ସି ବି କେ ମହାନ୍ତି, ଚାର୍ଟଡ ଆକାଉଣ୍ଟାଣ୍ଟ ରାଜୀବ ସାହୁ ଏବଂ ଅବସରପ୍ରାପ୍ତ ଆଇପିଏସ ପ୍ରକାଶ ମିଶ୍ର ପ୍ରମୁଖ ଅଛନ୍ତି।

ଶ୍ରୀ ହରିଚନ୍ଦନ କହିଛନ୍ତି ଯେ, ଏହି ନୂଆ କମିଟ ଆସନ୍ତା ୬ ତାରିଖରେ ବୈଠକ କରିବେ। ଏହି କମିଟ ରତ୍ନ ଭଣ୍ଡାର କେବେ ଖୋଲାଯିବ, କିପରି ଏହାର ରୂପରେଖ ରହିବ ସେ ନେଇ ନିଷ୍ପତି ଗ୍ରହଣ କରିବେ। ଏହି କମିଟ ହାଇକୋର୍ଟଙ୍କ ନିର୍ଦ୍ଦେଶ ଅନୁସାରେ କାର୍ଯ୍ୟ କରିବେ। ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ କ୍ରମେ ଏହି ନିଷ୍ପତି ଗ୍ରହଣ କରାଯାଇଛି ବୋଲି ମନ୍ତ୍ରୀ ଶ୍ରୀ ହରିଚନ୍ଦନ କହିଛନ୍ତି।

ପୃଥୀରାଜ ହରିଚନ୍ଦନ ମନ୍ତ୍ରୀ ପୃଥୀରାଜ ହରିଚନ୍ଦନ ରତ୍ନ ଭଣ୍ଡାର ଶ୍ରୀମନ୍ଦିର
Share. Facebook Twitter LinkedIn Email WhatsApp Copy Link

Related Posts

Twin City Durga Puja: କଟକ ଭୁବନେଶ୍ବରରେ ଧୂମଧାମରେ ଚାଲିଛି ଦୁର୍ଗାପୂଜା, ଚାରିଆଡେ ଉତ୍ସବର ପରିବେଶ

October 18, 2026

Durga Puja in Assam: ଆସାମର ବାରକ ଉପତ୍ୟକାର ଦୁର୍ଗା ପାଲଟିଛି ଏକ ବିରଳ ଉଦାହରଣ

October 18, 2026

Puja Magazine: ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନଙ୍କ ଦ୍ବାରା ଉନମୋଚିତ ହେଲା ବିଶ୍ବମୁକ୍ତି ପତ୍ରିକାର ପୂଜା ବିଶେଷାଙ୍କ

October 18, 2026

ରେଳ ଧାରଣା ଉପରେ ହାତୀଙ୍କ ଡେରା, ଠପ୍ ହେଲା ଟ୍ରେନ୍ ଚଳାଚଳ

October 18, 2026
Latest News

Vedanta Investment: ଜିଙ୍କ୍ ଉତ୍ପାଦନ ଦ୍ୱିଗୁଣିତ କରିବା ପାଇଁ ୬୦୦ ନିୟୁତ ଡଲାର ନିବେଶ କରିବ ବେଦାନ୍ତ

October 18, 2026

Twin City Durga Puja: କଟକ ଭୁବନେଶ୍ବରରେ ଧୂମଧାମରେ ଚାଲିଛି ଦୁର୍ଗାପୂଜା, ଚାରିଆଡେ ଉତ୍ସବର ପରିବେଶ

October 18, 2026

Durga Puja in Assam: ଆସାମର ବାରକ ଉପତ୍ୟକାର ଦୁର୍ଗା ପାଲଟିଛି ଏକ ବିରଳ ଉଦାହରଣ

October 18, 2026

Puja Magazine: ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନଙ୍କ ଦ୍ବାରା ଉନମୋଚିତ ହେଲା ବିଶ୍ବମୁକ୍ତି ପତ୍ରିକାର ପୂଜା ବିଶେଷାଙ୍କ

October 18, 2026

ଫ୍ରାନ୍ସରେ ହିଂସା ଓ ଅରାଜକତା: ୧୨୦୦ରୁ ଅଧିକ ଗିରଫ

October 18, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.