Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଜାତୀୟ ଖବର»ଏବେ କ’ଣ ହେବ ରୋହିତ ଶର୍ମାଙ୍କ ଭବିଷ୍ୟତ?: ବିସିସିଆଇ ସଚିବ ଜୟ ଶାହା ନେଲେ ବଡ ନିଷ୍ପତ୍ତି
ଜାତୀୟ ଖବର

ଏବେ କ’ଣ ହେବ ରୋହିତ ଶର୍ମାଙ୍କ ଭବିଷ୍ୟତ?: ବିସିସିଆଇ ସଚିବ ଜୟ ଶାହା ନେଲେ ବଡ ନିଷ୍ପତ୍ତି

July 7, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ନିକଟରେ ଭାରତୀୟ ଦଳ ଦକ୍ଷିଣ ଆଫ୍ରିକାକୁ ପରାସ୍ତ କରି ଟି -୨୦ ବିଶ୍ୱକପ ଜିତିଛି। ଏଥି ସହ ବର୍ତ୍ତମାନ ବିସିସିଆଇ ସଚିବ ଜୟ ଶାହା ଏକ ବଡ ଘୋଷଣା କରିଛନ୍ତି। ବାସ୍ତବରେ ଜୟ ଶାହା ମୁଖ୍ୟ ପ୍ରଶିକ୍ଷକ ରାହୁଲ ଦ୍ରାବିଡ ଏବଂ ଅଧିନାୟକ ରୋହିତ ଶର୍ମା, ବିରାଟ କୋହଲି ଏବଂ ରବିନ୍ଦ୍ର ଜାଡେଜାଙ୍କୁ ଟି -୨୦ ବିଶ୍ୱକପ ଜିତିବାର ଶ୍ରେୟ ଦେଇଛନ୍ତି।

ଏଥିସହ ବିସିସିଆଇ ସଚିବ ଜୟ ଶାହା ବିଶ୍ୱ ଟେଷ୍ଟ ଚାମ୍ପିଅନସିପ ଏବଂ ଚାମ୍ପିଅନ୍ସ ଟ୍ରଫି ବିଷୟରେ ବଡ଼ ସୂଚନା ଦେଇଛନ୍ତି। ଜୟ ଶାହା କହିଛନ୍ତି ଯେ, ବିଶ୍ୱ ଟେଷ୍ଟ ଚାମ୍ପିଅନସିପ ଏବଂ ଚାମ୍ପିଅନ୍ସ ଟ୍ରଫିରେ ରୋହିତ ଶର୍ମା ଭାରତୀୟ ଦଳର ନେତୃତ୍ୱ ନେବେ।

Jay Shah rahul dravid ravindra jadeja Rohit Sharma T20 World Cup 2024 Virat Kohli
Share. Facebook Twitter LinkedIn Email WhatsApp Copy Link

Related Posts

ରାଜ୍ୟ ଅନୁସୂଚିତ ଜାତି କଂଗ୍ରେସ ଓ ଆଦିବାସୀ କଂଗ୍ରେସ ତରଫରୁ ଧାରଣା, ଜାଣନ୍ତୁ କାରଣ

February 19, 2026

ରାଞ୍ଚି ଆକାଶବାଣୀ କେନ୍ଦ୍ରରେ ଏଫଏମ୍ ପ୍ରସାରଣର ସମ୍ପୂର୍ଣ୍ଣ ଉପଯୋଗ ପାଇଁ ଏଡିଜିଙ୍କ ପରାମର୍ଶ

February 19, 2026

କୃତ୍ରିମ ବୁଦ୍ଧିମତା ମାନବ ଇତିହାସରେ ଏକ ପରିବର୍ତ୍ତନକାରୀ ଅଧ୍ୟାୟ: ପ୍ରଧାନମନ୍ତ୍ରୀ

February 19, 2026

ଓଡ଼ିଶାର ମୁଖ୍ୟମନ୍ତ୍ରୀଙ୍କୁ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ପତ୍ର: ଜାଣନ୍ତୁ କାହିଁକି?

February 19, 2026
Latest News

ରାଜ୍ୟ ଅନୁସୂଚିତ ଜାତି କଂଗ୍ରେସ ଓ ଆଦିବାସୀ କଂଗ୍ରେସ ତରଫରୁ ଧାରଣା, ଜାଣନ୍ତୁ କାରଣ

February 19, 2026

ରାଞ୍ଚି ଆକାଶବାଣୀ କେନ୍ଦ୍ରରେ ଏଫଏମ୍ ପ୍ରସାରଣର ସମ୍ପୂର୍ଣ୍ଣ ଉପଯୋଗ ପାଇଁ ଏଡିଜିଙ୍କ ପରାମର୍ଶ

February 19, 2026

କୃତ୍ରିମ ବୁଦ୍ଧିମତା ମାନବ ଇତିହାସରେ ଏକ ପରିବର୍ତ୍ତନକାରୀ ଅଧ୍ୟାୟ: ପ୍ରଧାନମନ୍ତ୍ରୀ

February 19, 2026

ଓଡ଼ିଶାର ମୁଖ୍ୟମନ୍ତ୍ରୀଙ୍କୁ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ପତ୍ର: ଜାଣନ୍ତୁ କାହିଁକି?

February 19, 2026

ଏବେ ଓଡିଶା ସମେତ ଏହି ରାଜ୍ୟରେ ଆରମ୍ଭ ହେବ SIR: ଜାଣନ୍ତୁ ଆପଣଙ୍କୁ କ’ଣ କରିବାକୁ ପଡ଼ିବ?

February 19, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.