Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଜାତୀୟ ଖବର»ଅନ୍ତରାଷ୍ଟ୍ରୀୟ ଯୋଗ ଦିବସ ମିଡିଆ ସମ୍ମାନ ପାଇଁ ବଢିଲା ଆବେଦନର ଶେଷ ତାରିଖ
ଜାତୀୟ ଖବର

ଅନ୍ତରାଷ୍ଟ୍ରୀୟ ଯୋଗ ଦିବସ ମିଡିଆ ସମ୍ମାନ ପାଇଁ ବଢିଲା ଆବେଦନର ଶେଷ ତାରିଖ

July 10, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link
ସଂଶୋଧିତ ବିଜ୍ଞାପନ ହାର ସହିତ ମୁଦ୍ରିତ ଗଣମାଧ୍ୟମକୁ ସରକାରଙ୍କ ସମର୍ଥନ
ସଂଶୋଧିତ ବିଜ୍ଞାପନ ହାର ସହିତ ମୁଦ୍ରିତ ଗଣମାଧ୍ୟମକୁ ସରକାରଙ୍କ ସମର୍ଥନ

ନୂଆଦିଲ୍ଲୀ: ଆନ୍ତର୍ଜାତିକ ଯୋଗ ଦିବସ ୨୦୨୪ର ପ୍ରଚାର ପ୍ରସାରରେ ଗଣମାଧ୍ୟମର ସକାରାତ୍ମକ ଭୂମିକା ଓ ଦାୟିତ୍ୱକୁ ସ୍ୱୀକାର କରି ସୂଚନା ଓ ପ୍ରସାରଣ ମନ୍ତ୍ରଣାଳୟ ତୃତୀୟ ଅନ୍ତରାଷ୍ଟ୍ରୀୟ ଯୋଗ ଦିବସ ଗଣମାଧ୍ୟମ ସମ୍ମାନ (ଏୱାଇଡିଏମ୍ଏସ୍) ୨୦୨୪ ପାଇଁ ଆବେଦନ ଦାଖଲର ଶେଷ ତାରିଖକୁ ଜୁଲାଇ ୧୫, ୨୦୨୪ (ସୋମବାର) ପର୍ଯ୍ୟନ୍ତ ବୃଦ୍ଧି କରିଛି।

ଗଣମାଧ୍ୟମ ସଂସ୍ଥାଗୁଡ଼ିକ ଅନ୍ତରାଷ୍ଟ୍ରୀୟ ଯୋଗ ଦିବସ ମିଡିଆ ସମ୍ମାନ (ଏୱାଇଡିଏମ୍ଏସ୍) ତୃତୀୟ ସଂସ୍କରଣ – ୨୦୨୪ ପାଇଁ ସେମାନଙ୍କ ଆବେଦନ ଏବଂ ବିଷୟବସ୍ତୁ ଜୁଲାଇ ୧୫, ୨୦୨୪ ସୁଦ୍ଧା aydms2024.mib[at]gmail[dot]com କୁ ପଠାଇପାରିବେ। ଏଥିରେ ଅଂଶଗ୍ରହଣ ପାଇଁ ବିସ୍ତୃତ ମାର୍ଗଦର୍ଶିକା ସୂଚନା ଓ ପ୍ରସାରଣ ମନ୍ତ୍ରଣାଳୟ (https://mib.gov.in/) ଏବଂ ପତ୍ର ସୂଚକା କାର୍ଯ୍ୟାଳୟ (https://pib.gov.in)ର ୱେବସାଇଟ୍ ରେ ମିଳିପାରିବ।

ଅନ୍ତରାଷ୍ଟ୍ରୀୟ ଯୋଗ ଦିବସ ମିଡିଆ ସମ୍ମାନ ସୂଚନା ଓ ପ୍ରସାରଣ ମନ୍ତ୍ରଣାଳୟ
Share. Facebook Twitter LinkedIn Email WhatsApp Copy Link

Related Posts

ୟୁଏଇରେ ଫସି ରହିଥିବା ଭାରତୀୟଙ୍କ ପାଇଁ ମାର୍ଗଦର୍ଶିକା ଜାରି: ଜାଣନ୍ତୁ ଦୂତାବାସ କ’ଣ କହିଛି?

March 3, 2026

ଆମେରିକାର କ୍ଷେପଣାସ୍ତ୍ର ଆକ୍ରମଣ ମଧ୍ୟରେ ଇରାନରେ ଭୂମିକମ୍ପ

March 3, 2026

ଏହି ଦେଶରେ ଶକ୍ତିଶାଳୀ ଭୂମିକମ୍ପ!: ୬.୨ ତୀବ୍ରତାରେ ଥରିଲା ଧରିତ୍ରୀ

March 3, 2026

କାହିଁକି ୨୦୨୬ ଟି୨୦ ବିଶ୍ୱକପ୍ ଜିତିପାରିବ ନାହିଁ ଟିମ୍ ଇଣ୍ଡିଆ?: ଏହି ୩ ଟି କାରଣ ବଢାଇଛି ଚିନ୍ତା

March 3, 2026
Latest News

ଇରାନରେ ପରମାଣୁ ବିକିରଣ ବ୍ୟାପିଲେ କେତେ ଦେଶ ବିପଦରେ ପଡ଼ିବେ?: ଜାଣନ୍ତୁ ସବିକିଛି

March 3, 2026

ୟୁଏଇରେ ଫସି ରହିଥିବା ଭାରତୀୟଙ୍କ ପାଇଁ ମାର୍ଗଦର୍ଶିକା ଜାରି: ଜାଣନ୍ତୁ ଦୂତାବାସ କ’ଣ କହିଛି?

March 3, 2026

ଆମେରିକାର କ୍ଷେପଣାସ୍ତ୍ର ଆକ୍ରମଣ ମଧ୍ୟରେ ଇରାନରେ ଭୂମିକମ୍ପ

March 3, 2026

ଏହି ଦେଶରେ ଶକ୍ତିଶାଳୀ ଭୂମିକମ୍ପ!: ୬.୨ ତୀବ୍ରତାରେ ଥରିଲା ଧରିତ୍ରୀ

March 3, 2026

କାହିଁକି ୨୦୨୬ ଟି୨୦ ବିଶ୍ୱକପ୍ ଜିତିପାରିବ ନାହିଁ ଟିମ୍ ଇଣ୍ଡିଆ?: ଏହି ୩ ଟି କାରଣ ବଢାଇଛି ଚିନ୍ତା

March 3, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.