Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଜାତୀୟ ଖବର»ସୁପ୍ରିମକୋର୍ଟଙ୍କ ବଡ ନିଷ୍ପତ୍ତି: ସ୍ୱାମୀଙ୍କ ଠାରୁ ରକ୍ଷଣାବେକ୍ଷଣ ଭତ୍ତା ପାଇବେ ମୁସଲମାନ ମହିଳା
ଜାତୀୟ ଖବର

ସୁପ୍ରିମକୋର୍ଟଙ୍କ ବଡ ନିଷ୍ପତ୍ତି: ସ୍ୱାମୀଙ୍କ ଠାରୁ ରକ୍ଷଣାବେକ୍ଷଣ ଭତ୍ତା ପାଇବେ ମୁସଲମାନ ମହିଳା

July 10, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link
ମୁସଲମାନ
ବ୍ରିଟେନରୁ ବିତାଡିତ ହେବେ ଲକ୍ଷ ଲକ୍ଷ ମୁସଲମାନ!: ଭାରତ କିପରି ସବୁଠାରୁ ଅଧିକ ପ୍ରଭାବିତ ହେବ?

ନୂଆଦିଲ୍ଲୀ: ଆଜି ସୁପ୍ରିମକୋର୍ଟ ଏକ ବଡ ନିଷ୍ପତ୍ତି ଦେଇଛନ୍ତି। ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତିରେ କୋର୍ଟ ଏହା ସ୍ପଷ୍ଟ କରିଛନ୍ତି ଯେ ସିଆରପିସି ର ଧାରା ୧୨୫ ଅନୁଯାୟୀ ଜଣେ ମୁସଲମାନ ମହିଳା ତାଙ୍କ ସ୍ୱାମୀଙ୍କ ରକ୍ଷଣାବେକ୍ଷଣ ଦାବି କରିପାରିବେ। ସୁପ୍ରିମକୋର୍ଟରେ ତାଙ୍କ ପତ୍ନୀଙ୍କୁ ରକ୍ଷଣାବେକ୍ଷଣ ଦେବା ପାଇଁ ତେଲେଙ୍ଗାନା ହାଇକୋର୍ଟଙ୍କ ନିର୍ଦ୍ଦେଶକୁ ଜଣେ ମୁସଲମାନ ବ୍ୟକ୍ତି ଚ୍ୟାଲେଞ୍ଜ କରିଥିଲେ। ବୁଧବାର ଏହି ଆବେଦନ ଶୁଣାଣି ବେଳେ କୋର୍ଟ ଏହି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ଦେଇଛନ୍ତି। ମହମ୍ମଦ ଅବଦୁଲ ସମଦ ନାମକ ଜଣେ ବ୍ୟକ୍ତି ଏହି ପିଟିସନ ଦାଖଲ କରିଥିଲେ।

ଜଷ୍ଟିସ୍ ବି.ଭି ନାଗରତ୍ନା ଏବଂ ଅଗଷ୍ଟିନ୍ ଜର୍ଜ ମସିହଙ୍କ ଖଣ୍ଡପୀଠ ମହମ୍ମଦ ଅବଦୁଲ ସମଦଙ୍କ ଦ୍ଵାରା ଛାଡପତ୍ର ହୋଇଥିବା ପତ୍ନୀଙ୍କୁ ସିଆରପିସି ର ଧାରା ୧୨୫ ଅନୁଯାୟୀ ରକ୍ଷଣାବେକ୍ଷଣ ଦେବାର ନିର୍ଦ୍ଦେଶ ବିରୋଧରେ ଦେଇଥିବା ଆବେଦନକୁ ଖାରଜ କରିଛନ୍ତି। ଅଦାଲତ କହିଛନ୍ତି ଯେ, ‘ମୁସଲିମ୍ ମହିଳା (ଛାଡପତ୍ର ଉପରେ ସଂରକ୍ଷଣ ଅଧିକାର) ଅଧିନିୟମ ୧୯୮୬’ ଧର୍ମନିରପେକ୍ଷ ଆଇନକୁ ଏଡ଼ାଇ ଦେଇପାରିବ ନାହିଁ। ଜଷ୍ଟିସ ନାଗରତ୍ନା ଏବଂ ଜଷ୍ଟିସ ମସିହ ଅଲଗା ଅଲଗା, କିନ୍ତୁ ସର୍ବସମ୍ମତ ବିଚାର କରିଥିଲେ। ମହମ୍ମଦ ସମଦଙ୍କୁ ୧୦ ହଜାର ଟଙ୍କା ରକ୍ଷଣାବେକ୍ଷଣ ଭତ୍ତା ଦେବାକୁ ହାଇକୋର୍ଟ ନିର୍ଦ୍ଦେଶ ଦେଇଥିଲେ।

Legal News muslim Supreme Court
Share. Facebook Twitter LinkedIn Email WhatsApp Copy Link

Related Posts

ବିହାର NDAରେ UCCକୁ ନେଇ ମତଭେଦ! ସେପ୍ଟେମ୍ବର ୧୮ରେ JDUର ବଡ଼ ବୈଠକ

September 15, 2026

ପ୍ରଥମଥର ସ୍ୱୀକାର କଲା ୱାଶିଂଟନ୍‌, ମହାକାଶରେ ଆମେରିକାର ଅସ୍ତ୍ର !

September 15, 2026

ସନ୍ଦେହଜନକ ବାଂଲାଦେଶୀ ପାରା ଉଦ୍ଧାର, ବେତନଟୀ ବନ ବିଭାଗକୁ ହସ୍ତାନ୍ତର

September 15, 2026

ପ୍ରତି 5 ହଜାର ପାଇଁ କଟିବ 20 ଟଙ୍କା: ଚୂଡ଼ାନ୍ତ ହେଲା UPI ପେମେଣ୍ଟ ଶୁଳ୍କ

September 15, 2026
Latest News

ବିହାର NDAରେ UCCକୁ ନେଇ ମତଭେଦ! ସେପ୍ଟେମ୍ବର ୧୮ରେ JDUର ବଡ଼ ବୈଠକ

September 15, 2026

ପ୍ରଥମଥର ସ୍ୱୀକାର କଲା ୱାଶିଂଟନ୍‌, ମହାକାଶରେ ଆମେରିକାର ଅସ୍ତ୍ର !

September 15, 2026

ସନ୍ଦେହଜନକ ବାଂଲାଦେଶୀ ପାରା ଉଦ୍ଧାର, ବେତନଟୀ ବନ ବିଭାଗକୁ ହସ୍ତାନ୍ତର

September 15, 2026

ପ୍ରତି 5 ହଜାର ପାଇଁ କଟିବ 20 ଟଙ୍କା: ଚୂଡ଼ାନ୍ତ ହେଲା UPI ପେମେଣ୍ଟ ଶୁଳ୍କ

September 15, 2026

ଚେକ୍‌ ବାଉନ୍ସ ମାମଲା: ଅଭିନେତା ରାଜପାଲ ଯାଦବଙ୍କୁ ସୁପ୍ରିମକୋର୍ଟଙ୍କ ଆଶ୍ୱସ୍ତି

September 15, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.