ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ନୀତି ଆୟୋଗରେ ବିଶିଷ୍ଟ ଅର୍ଥନୀତିଜ୍ଞମାନଙ୍କ ସହ ଆଲୋଚନା କରିଛନ୍ତି। ପ୍ରଧାନମନ୍ତ୍ରୀ ଏକ୍ସରେ ପୋଷ୍ଟ କରି କହିଛନ୍ତି ଯେ, “ଆଜି ବିଶିଷ୍ଟ ଅର୍ଥନୀତିଜ୍ଞମାନଙ୍କ ସହ ଆଲୋଚନା କରିବା ସହ ଅଭିବୃଦ୍ଧିକୁ ଆଗକୁ ବଢ଼ାଇବା ଦିଗରେ ସେମାନଙ୍କ ବିଚାର ଶୁଣିଲି”। ନରେନ୍ଦ୍ର ମୋଦୀ ନୀତି ଆୟୋଗ
‘ଆମେ ନିଶ୍ଚିତ ଜିତିବୁ’: ଭୋଟ ଦେବା ପୂର୍ବରୁ ଉପରାଷ୍ଟ୍ରପତି ପ୍ରାର୍ଥୀ ବି. ସୁଦର୍ଶନ ରେଡ୍ଡୀଙ୍କ ବଡ ଦାବିSeptember 9, 2025
ଉପରାଷ୍ଟ୍ରପତି ନିର୍ବାଚନ ପାଇଁ ଭୋଟ ଗ୍ରହଣ ଜାରୀ, ତେବେ ଜଣେ ପ୍ରାର୍ଥୀ ଜିତିବାକୁ କେତେ ଭୋଟ ଆବଶ୍ୟକSeptember 9, 2025