ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ନୀତି ଆୟୋଗରେ ବିଶିଷ୍ଟ ଅର୍ଥନୀତିଜ୍ଞମାନଙ୍କ ସହ ଆଲୋଚନା କରିଛନ୍ତି। ପ୍ରଧାନମନ୍ତ୍ରୀ ଏକ୍ସରେ ପୋଷ୍ଟ କରି କହିଛନ୍ତି ଯେ, “ଆଜି ବିଶିଷ୍ଟ ଅର୍ଥନୀତିଜ୍ଞମାନଙ୍କ ସହ ଆଲୋଚନା କରିବା ସହ ଅଭିବୃଦ୍ଧିକୁ ଆଗକୁ ବଢ଼ାଇବା ଦିଗରେ ସେମାନଙ୍କ ବିଚାର ଶୁଣିଲି”। ନରେନ୍ଦ୍ର ମୋଦୀ ନୀତି ଆୟୋଗ
ସ୍ୱଚ୍ଛ ବାୟୁ ସର୍ବେକ୍ଷଣ ଏବଂ ଆର୍ଦ୍ରଭୂମି ସହର ମାନ୍ୟତା ପୁରସ୍କାର ପ୍ରଦାନ କଲେ କେନ୍ଦ୍ର ମନ୍ତ୍ରୀSeptember 9, 2025