Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଜାତୀୟ ଖବର»ଡୋଡା ଆତଙ୍କବାଦୀ ଆକ୍ରମଣକୁ ନେଇ ପ୍ରତିରକ୍ଷା ମନ୍ତ୍ରୀ କ୍ଷୁବ୍ଧ: ସେନା ମୁଖ୍ୟଙ୍କୁ ଦେଲେ ବଡ଼ ନିର୍ଦ୍ଦେଶ
ଜାତୀୟ ଖବର

ଡୋଡା ଆତଙ୍କବାଦୀ ଆକ୍ରମଣକୁ ନେଇ ପ୍ରତିରକ୍ଷା ମନ୍ତ୍ରୀ କ୍ଷୁବ୍ଧ: ସେନା ମୁଖ୍ୟଙ୍କୁ ଦେଲେ ବଡ଼ ନିର୍ଦ୍ଦେଶ

July 16, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ଜମ୍ମୁର ଡୋଡାରେ ହୋଇଥିବା ଆତଙ୍କବାଦୀ ଆକ୍ରମଣକୁ ନେଇ ଭାରତ ସରକାରଙ୍କ କଡା ଆଭିମୁଖ୍ୟ ରହିଛି। ଆଜି ଏହି ଆକ୍ରମଣ ପରେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ସେନା ମୁଖ୍ୟ ଜେନେରାଲ ଉପେନ୍ଦ୍ର ଦ୍ୱିବେଦୀଙ୍କ ସହ ଫୋନରେ କଥା ହୋଇଛନ୍ତି। ଆତଙ୍କବାଦୀ ଘଟଣାର କଡା ମୁକାବିଲା କରିବାକୁ ସେନା ମୁଖ୍ୟଙ୍କୁ ନିର୍ଦ୍ଦେଶ ଦେଇଛନ୍ତି।

ସୂଚନାନୁସାରେ, ଜେନେରାଲ ଉପେନ୍ଦ୍ର ଦ୍ୱିବେଦୀଙ୍କୁ ରାଜନାଥ ସିଂ କହିଛନ୍ତି ଯେ, ଆତଙ୍କବାଦୀ ଏବଂ ସେମାନଙ୍କ ସଂଗଠନଗୁଡ଼ିକ ଉପରେ କୌଣସି ଢିଲା ହେବା ଉଚିତ୍ ନୁହେଁ। ଡୋଡାଠାରେ ଆତଙ୍କବାଦୀଙ୍କ ସହ ଚାଲିଥିବା ଏନକାଉଣ୍ଟର ସମ୍ପର୍କରେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ମଧ୍ୟ ସେନା ମୁଖ୍ୟଙ୍କଠାରୁ ସୂଚନା ନେଇଛନ୍ତି। ସେନା ମୁଖ୍ୟଙ୍କୁ ଉପଯୁକ୍ତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ କୁହାଯାଇଛି।

ଉଲ୍ଲେଖ ଯୋଗ୍ୟ ଯେ, ସୋମବାର ବିଳମ୍ବିତ ରାତିରେ ଜମ୍ମୁର ଡୋଡା ଜିଲ୍ଲାରେ ହଠାତ୍ ବହୁ ସଶସ୍ତ୍ର ଆତଙ୍କବାଦୀ ଆକ୍ରମଣ କରିଥିଲେ। ଆତଙ୍କବାଦୀଙ୍କ ବିଷୟରେ ସୂଚନା ପାଇବା ମାତ୍ରେ ସେନା ଘଟଣାସ୍ଥଳରେ ପହଞ୍ଚି ଏନକାଉଣ୍ଟର ଆରମ୍ଭ କରିଥିଲା। ଏହି ଏନକାଉଣ୍ଟରରେ ଗୁରୁତର ଆହତ ହୋଇଥିବା ଜଣେ ଅଧିକାରୀଙ୍କ ସମେତ ଚାରିଜଣ ସଯବାନ ଆଜି ଶହୀଦ ହୋଇଛନ୍ତି। ୪ଜଣ ଶହୀଦଙ୍କ ବିଷୟରେ ସରକାରୀ ସୂତ୍ରରୁ ସୂଚନା ମିଳିଛି।

Doda indian army jammu kashmir
Share. Facebook Twitter LinkedIn Email WhatsApp Copy Link

Related Posts

ପୁଟିନଙ୍କ ସହ ଭାରତ ଗସ୍ତ କରିବେ କି ସି ଜିନପିଙ୍ଗ?: ଡୋଭାଲଙ୍କ ଚୀନଗସ୍ତରୁ ହେବ ସ୍ପଷ୍ଟ

August 24, 2026

ଚଣ୍ଡିଗଡ଼ରେ ଆତଙ୍କବାଦୀ ଯୋଜନା ପଣ୍ଡ: ୫ କିଗ୍ରା ଜିଲେଟିନ୍ ସହିତ ୩ ଗିରଫ

August 24, 2026

ଅଯୋଧ୍ୟାରେ କଂଗ୍ରେସର ମାଛ ଭୋଜି!: ବିରୋଧ କଲେ ସାଧୁ, ସନ୍ଥ ଏବଂ ବିଜେପି ନେତା

August 24, 2026

ବିଜେପି ଛାଡିଲେ ମାଲାୟଲମ ଅଭିନେତା: ଟିଭିକେରେ ଯୋଗଦେବା ପାଇଁ କଲେ ଘୋଷଣା

August 24, 2026
Latest News

ପୁଟିନଙ୍କ ସହ ଭାରତ ଗସ୍ତ କରିବେ କି ସି ଜିନପିଙ୍ଗ?: ଡୋଭାଲଙ୍କ ଚୀନଗସ୍ତରୁ ହେବ ସ୍ପଷ୍ଟ

August 24, 2026

ଚଣ୍ଡିଗଡ଼ରେ ଆତଙ୍କବାଦୀ ଯୋଜନା ପଣ୍ଡ: ୫ କିଗ୍ରା ଜିଲେଟିନ୍ ସହିତ ୩ ଗିରଫ

August 24, 2026

ଅଯୋଧ୍ୟାରେ କଂଗ୍ରେସର ମାଛ ଭୋଜି!: ବିରୋଧ କଲେ ସାଧୁ, ସନ୍ଥ ଏବଂ ବିଜେପି ନେତା

August 24, 2026

ବିଜେପି ଛାଡିଲେ ମାଲାୟଲମ ଅଭିନେତା: ଟିଭିକେରେ ଯୋଗଦେବା ପାଇଁ କଲେ ଘୋଷଣା

August 24, 2026

ଦକ୍ଷିଣ ଓଡ଼ିଶା ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ତୁରନ୍ତ ସ୍ୱତନ୍ତ୍ର ପ୍ୟାକେଜ୍ ଓ ବୈଠକ ଦାବି କଲେ ​ବ୍ରହ୍ମପୁର ସାଂସଦ

August 24, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.